ଛେଳି ଧରି ଚମ୍ପଟ ମାରୁଥିଲା କାର୍: ଗାଡିକୁ ପିଛା କରି ଧାଇଁଲେ ଲୋକେ, ତା’ପରେ…
ଦାରିଙ୍ଗବାଡି, ୭।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କାଡଶପାଟା ଏବଂ ଡଲାବାଡି ଅଞ୍ଚଳରୁ ଛେଳି ଧରି ପଳାଉଥିବା କାର୍କୁ ପୋଲିସ ଜବତ କରିଛି । ଦୁର୍ବୃତ୍ତମାନେ ଜଙ୍ଗଲରେ କାର୍ ଛାଡି ଚାଲିଯାଇଥିବା ବେଳେ କାର୍କୁ ଜବତ କରି ଥାନାକୁ…
୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ ଅବ୍ୟାହତ: ଦିନକୁ ୨ ଘଣ୍ଟା ଆନ୍ଦୋଳନ ଯୋଗୁ ରୋଗୀ ସେବା ବାଧାପ୍ରାପ୍ତ
ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ): ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନ ଅବ୍ୟାହତ ରହିଛି । ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି । ପ୍ରକାଶ ଯେ, ଗତ ଡିସେମ୍ବର ୨୬ରୁ ପ୍ରଥମେ…
ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ଶୀତ ମହୋତ୍ସବ ଥିବାରୁ ଦାରିଙ୍ଗବାଡିକୁ ଧାଇଁ ଆସୁଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡି, ୭।୧(ଅରୁଣ ସାହୁ ): ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଶୀତ କମିବାରେ ନାମ ଧରୁନି । ଆହୁରି ପ୍ରବଳ ଶୀତ ପଡିବ । ଏବେ ସନ୍ଧ୍ୟା ନଇଁ…
ଯାତ୍ରୀଙ୍କୁ ହଇରାଣ କରୁଛନ୍ତି ଟିକେଟ୍ କାଉଣ୍ଟର ହକର: ଟଙ୍କା ଫେରେଇବାକୁ କହିବାରୁ… ସାମାଜିକ ଗଣମାଧ୍ୟମରେ ଦୁଃଖ ବଖାଣିଲେ ବିଧବା ମହିଳା
ଦାରିଙ୍ଗବାଡି, ୭ ।୧ (ଅରୁଣ ସାହୁ ): କନ୍ଧମାଳ ଜିଲାଦାରିଙ୍ଗବାଡି ଥାନା ଗୌଡ଼ ସାହିର ଜଣେ ବିଧବା ମହିଳାଙ୍କୁ ଘରୋଇ ବସର ଟିକେଟ୍ କାଉଣ୍ଟରର ହକର ଟିକେଟ ପଇସା ନ ଫେରାଇ ଓଲଟା ମହିଳାଙ୍କୁ ଅଶ୍ମୀଳ ଭାଷାରେ ଗାଳି ଗୁଲଜ କରୁଥିବା…
ଜନଜାତିଙ୍କ ସମ୍ମେଳନ -୨୦୨୬ ଉଦ୍ଯାପିତ: ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକଳ୍ପ ପ୍ରଶାସକ କହିଲେ ପୁଣି ଜଙ୍ଗଲକୁ ବୃଦ୍ଧି କରି…
ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଦ୍ୱିତୀୟ ଦିନରେ ଏହି ଦିବସରେ ପାରମ୍ପରିକ ବିହନର କିଭଳି ପୁନଃରୁଦ୍ଧାର କରାଯାଇପାରିବ ଓ ତାକୁ…
ଶୀତ ମହୋତ୍ସବ ପୂର୍ବରୁ ସ୍ବଚ୍ଛତାକୁ ଗୁରୁତ୍ୱ, ଏକାଠି ଝାଡୁ-ଝୁଡି ଧରିଲେ ଅଞ୍ଚଳବାସୀଙ୍କ ସହ ପ୍ରଶାସନ
ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ ):ଆସନ୍ତା ଗୁରୁବାର ସଂଧ୍ୟାରେ ଦାରିଙ୍ଗବାଡି ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ଆଉ ୨ ଦିନ ବାକି ଥିବା ବେଳେ ଏବେଠାରୁ ଦାରିଙ୍ଗବାଡି ଚଳଚଞ୍ଚଳ ହୋଇପଡିଛ। ଏହି ମହୋତ୍ସବରେ ଦୈନିକ ହଜାର ହଜାର ସଂଖ୍ୟାରେ ଦର୍ଶକ,…
ମଦ କାରବାରକୁ ବିରୋଧ କରିବାରୁ ଶୋଇଥିବାବେଳେ ଘରେ ଲଗାଇଦେଲେ ନିଆଁ, ଆଉ ତା’ପରେ…
ଦାରିଙ୍ଗବାଡି, ୫।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତରେ ପୂର୍ବ ଶତ୍ରୁତାରୁ ଘରେ ନିଆଁ ଲଗାଇ ହତ୍ୟା ଉଦ୍ୟମ ଅଭିଯୋଗ ହୋଇଛି। ଏଥିରେ ପୋଲିସ ଜଣେ ଚୋରାମଦକାରବାର କରୁଥିବା ବ୍ୟବସାୟୀ ତଥା ମୁଖ୍ୟ ଅଭିଯୁକ୍ତ ହାଡ଼ିପା ପ୍ରଧାନ ଓରଫ…
ଭାଜପା ପ୍ରତିନିଧି ଦଳର ମହୋତ୍ସବ ପଡିଆ ପରିଦର୍ଶନ: ବିଡିଓଙ୍କ ସହ ଆଲୋଚନା
ଦାରିଙ୍ଗବାଡି,୫।୧(ଅରୁଣ ସାହୁ): ଶୀତ ମହୋତ୍ସବ ଯେତେ ପାଖେଇ ଆସୁଛି ସେତିକି ଦାରିଙ୍ଗବାଡ଼ି ଅଞ୍ଚଳରେ ଉତ୍କଣ୍ଠା ଦେଖାଯାଇଛି। ସେପଟେ ଶୀତ ମହୋତ୍ସବକୁ ସଫଳ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସମେତ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ସୋମବାର…
ଜନଜାତି ସମ୍ମେଳନ: ପାରମ୍ପରିକ ବାଦ୍ୟଯନ୍ତ୍ରରେ ଦୁଲୁକିଲା ମଞ୍ଚ
ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ଆରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜନଜାତି ସମ୍ପ୍ରଦାୟର ବରିଷ୍ଠ ଚାଷୀ ତିଲମା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ…
ଭାଜପାର ଜିଲା ସାଙ୍ଗଠନିକ ବୈଠକ, ତୃଣମୂଳ ସ୍ତରରୁ ସଂଗଠନ ମଜବୁତ କରିବାକୁ ଆହ୍ୱାନ
ଦାରିଙ୍ଗବାଡି, ୫/୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା କଲ୍ୟାଣମଣ୍ଡପ ପରିସର ମଧ୍ୟରେ ସୋମବାର ଭାଜପାର ଜିଲ୍ଲା ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦଳର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝିଙ୍କ ଅଧ୍ୟକ୍ଷତା ବୈଠକରେ ଜିଲା ସାଧାରଣ ସମ୍ପାଦକ…
୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା
ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲୁଛି ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ରୋଗୀମାନେ ସକାଳ…
ଅସ୍ତବ୍ୟସ୍ତ କରୁଛି କୁହୁଡ଼ି: ଯାତାୟାତରେ ସମସ୍ୟା
ଦାରିଙ୍ଗବାଡି, ୫ /୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଘନ କୁହୁଡି ଯେମିତି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ସେହିପରି ଜାଡ଼ ମଧ୍ୟ କୁହୁଡି ସକାଶେ ଦ୍ବିଗୁଣିତ ହୋଇପଡିଛି । ବିଳମ୍ବିତ ରାତିଠାରୁ ସକାଳ ୯ ଟା ପର୍ଯ୍ୟନ୍ତ…
Archives


