ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ ସ୍ନାନମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡିରେ ବିଜେ କରାଯାଇଥିଲା। ସକାଳୁ ପାରମ୍ପରିକ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବାବେଳେ…
ଗାଁ ଗାଁ ବୁଲି ଡବଲ୍ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ
ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା ସମ୍ପର୍କରେ ଗାଁ ଗାଁ ରେ ଲୋକଙ୍କୁ ଭେଟି ଓ ସଭା ମାଧ୍ୟମରେ ଲୋକଙ୍କୁ…
୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …
ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ ମୁହୂର୍ତ୍ତରେ ଲୋକଙ୍କ ସହ ଯୋଡିହେବା ଓ ଗାଁ ଗାଁରେ ଶକ୍ତିକେନ୍ଦ୍ର ଗୁଡିକରେ ଲୋକଙ୍କୁ…
ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା
ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ ମନ୍ଦିରରେ ମଧ୍ୟ ବଡ଼ ଆଡ଼ମ୍ବରର…
ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…
ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ ବଳଭଦ୍ରଙ୍କୁ ହାତୀବେଶ କରାଯାଇଛି । ମଙ୍ଗଳ…
ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ
ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା କିରାମାହା ଉଚ୍ଚ ପ୍ରାଥମିକ…
ଗଞ୍ଜେଇ ଚାଲାଣବେଳେ ମାଡ଼ିବସିଲା ପୋଲିସ: ବାଇକ୍ ସହ ୨୨ କେଜି ଗଞ୍ଜେଇ ଜବତ କରି…
ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଗଞ୍ଜେଇ ଚୋରା କାରବାରରେ ଯୁବଗୋଷ୍ଠୀ ବେଶି ସଂଶ୍ଲିଷ୍ଟ ରହୁଥିବା ପୋଲିସର ଗିରଫରୁ ଜଣାପଡ଼ିଛି। ଏଭଳି ଘଟଣା କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ଦେଖାଯାଉଥିବାବେଳେ ଜିଲାର ଦାରିଙ୍ଗବାଡ଼ି ପୋଲିସ ଜଣେ ଯୁବକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଶନିବାର…
କୁମ୍ଭାରସାହିରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ଲୋକଙ୍କ ମାଳମାଳ ଅଭିଯୋଗ ଶୁଣି ଦେଲେ ଏହି ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୩୫ ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ରବିବାର ସାରା ଦେଶବାସୀଙ୍କ ପାଇଁ ରହିଥିଲା। ଏହା ଶୁଣିବାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ବୁଥ୍ରେ ଆୟୋଜନ ଓ ବ୍ୟବସ୍ଥା କରାଯାଇଥିଲା। ଏହି…
ହଠାତ୍ ନାବାଳିକାଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…
ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର ଅଞ୍ଚଳରେ କାମ କରିବାକୁ ଯାଇଥିଲେ। କିଛିଦିନ ତଳେ ଘରକୁ ଫେରିବାରେ ସେ ଗର୍ଭବତୀ…
ବାରମ୍ବାର ଅଭିଯୋଗ ସତ୍ତ୍ବେ କାର୍ଯ୍ୟକ୍ଷମ ହେଉନି ନୂଆ ସବଷ୍ଟେସନ, ନିରବ ଜିଲା ପ୍ରଶାସନ
ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିମନବାଡି ଫିଡ଼ରରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖାଯାଉଛି । ଏହାର ସମାଧାନ ପାଇଁ ରାଜ୍ୟ ସରକାର ସିମନବାଡି ଫିଡ଼ର ପାଇଁ ସିମନବାଡି ଠାରେ ଲକ୍ଷାଧିକ ଟଙ୍କା ବିନିମୟରେ ଏକ ୩୩ /୧୧ କେଭି…
ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…
ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼ ପଦକ୍ଷେପ ନେଇଛି । ଗୁରୁବାର କୃଷି କାର୍ଯ୍ୟଳୟ ପରିସର ମଧ୍ୟରେ ବ୍ଲକ କୃଷି…
ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ
ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ପରିଚୟ…

