ନାବାଳିକାଙ୍କ ମୃତଦେହ ଉଦ୍ଧାର,କ୍ଷତି ପୂରଣ ଦାବିରେ ରାସ୍ତାରୋକ
ଫୁଲବାଣୀ ଅଫିସ,୩୧।୫: ଫୁଲବାଣୀର ନିଖୋଜ ଥିବା ଜଣେ ନଅ ବର୍ଷର ନାବଳିକାଙ୍କ ମୃତଦେହ ସୋମବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। କ୍ଷତିପୂରଣ ଦାବିରେ ପରିବାର ଏବଂ ସ୍ଥାନୀୟ ଲୋକେ ମାଦିକୁନ୍ଦା…
ଜଙ୍ଗଲରେ ନିଆଁ ଲିଭାଇଲେ ରାହୁଲ
ଦାରିଙ୍ଗବାଡି,୩୧।୫(ଡି.ଏନ.ଏ): ଜଙ୍ଗଲରେ ନିଆଁ ଲିଭାଇ ଦାରିଙ୍ଗବାଡିର ରାହୁଲ ଏବେ ଚର୍ଚ୍ଚାରେ। ଏନେଇ ସବୁ ମହଲରୁ ତାଙ୍କୁ ପ୍ରଶଂସାର ସୁଅ ଛୁଟିଛି। ସୂଚନାଯୋଗ୍ୟ, କନ୍ଧମାଳ ଜିଲା କ.ନୂଆଗାଁ ବନାଞ୍ଚଳର ର୍ସିତ୍ତିଗୁଡା ନିକଟ କନ୍ଦିବାନ୍ଦା ଜଙ୍ଗଲରେ ମଙ୍ଗଳବାର ଦୃବୁର୍ତ୍ତ ନିଆଁ ଲଗାଇ ଦେଇଥିଲେ। ସେହି…
ପ୍ରତି ଘରେ ପିଇବା ପାଣି ପହଞ୍ଚାଇବାକୁ ଗୁରୁତ୍ୱ
ଦାରିଙ୍ଗବାଡି,୩୧।୫(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଷଷ୍ଠତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଅତିଥିଭାବେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇଥିବା ବେଳେ ବିଡିଓ ଗଦାଧର…
କୋଟଗଡ଼ରେ ବିଜୁଳି ସମସ୍ୟା ନେଇ ୮ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ
କୋଟଗଡ଼,୩୧।୫(ଡି.ଏନ.ଏ): ଦିନକୁ ଦିନ କନ୍ଧମାଳ ଜିଲାରେ ବିଦ୍ୟୁତ୍ ସମସ୍ୟା ବୃଦ୍ଧି ପାଉଥିବା ବେଳେ ଆଭ୍ୟନ୍ତରୀଣ ଅଞ୍ଚଳର ବିଦ୍ୟୁତ୍ ଉପଭୋକ୍ତା ନାହିଁନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସମସ୍ୟାର ସ୍ଥାୟୀ ସମାଧାନ ଦାବିରେ ବୁଧବାର କୋଟଗଡ଼ରେ ଆଠ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ କରୁଛନ୍ତି…
ଜାତୀୟ ରାଜପଥଉପରୁ ଛେଳି ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ
ଦାରିଙ୍ଗବାଡି,୩୦।୫(ଡି.ଏନ.ଏ ): ଜାତୀୟ ରାଜପଥଉପରୁ ଛେଳି ଚୋରିକରି ନେଉଥିବା ବେଳେ ୨ ଜଣଙ୍କୁ କାବୁ କଲେ ଲୋକେ। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ୫୯. ନଂ ଜାତୀୟ ରାଜପଥର ନିରିକେତା ଘାଟିରେ। ଏକ ପିକଅପ୍ ଭ୍ୟାନରେ…
ବାଘ ଆତଙ୍କ: ଜୀବନ ନେଇ ଦୌଡ଼ିଲେ ପମ୍ପ ହାଉସ କର୍ମଚାରୀ
କୋଟଗଡ଼,୩୦।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡାରେ ବାଘ ଆତଙ୍କ। ସହରର ବଡ଼ଗାଁ ନିକଟ ଖଡଗ ନଦୀ କୂଳରେ ଥିବା ପମ୍ପ ହାଉସ ନକଟରେ ସୋମବାର ରାତିରେ ବାଘ ଗର୍ଜନ କରୁଥିବା କର୍ମଚାରୀ ପ୍ରକାଶ କରିଛନ୍ତି। ଏପରିକି ପମ୍ପ ହାଉସ କର୍ମଚାରୀ ପାଣିପମ୍ପ ଚଳାଇବା…
ଲାଞ୍ଚ ମାମଲା: ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ
ଫୁଲବାଣୀ ଅଫିସ, ୨୯ା୫: ଏକ ଲାଞ୍ଚ ମାମଲାର ବିଚାର କରି ସୋମବାର କନ୍ଧମାଳ ଜିଲା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ସମର ବିଳାସ ବେହେରା ଘଟଣାରେ ସମ୍ପୃକ୍ତ ଜଣେ ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୫…
ଶାଳମଞ୍ଜିର ଅଭାବୀ ବିକ୍ରି, ଶସ୍ତାରେ କିଣୁଛନ୍ତି ଦଲାଲ
ଦାରିଙ୍ଗବାଡି,୨୯ା୫(ଡି.ଏନ୍.ଏ.): ଜନଜାତି ଅଧ୍ୟୁଷିତ କନ୍ଧମାଳ ଜିଲାରେ ଏବେ ଜଙ୍ଗଲଜାତ ଦ୍ରବ୍ୟ ଶାଳମଞ୍ଜିର ଅଭାବୀ ବିକ୍ରି ଗରିବ ଲୋକଙ୍କୁ କଷ୍ଟରେ ପକାଇଛି । ଏବେ ଅଞ୍ଚଳରେ ଏକାଧିକ ଜଙ୍ଗଲଜାତ ଦ୍ରବ୍ୟ ଲୋକେ ସଂଗ୍ରହ କରୁଥିଲେ ସୁଦ୍ଧା ବଜାରରେ ଉଚିତ ଦର ମିଳୁ ନ…
ବାଲିଗୁଡା ହତ୍ୟାକାଣ୍ଡ ଘଟଣା: ଅଭିଯୋଗର ଚାରିଦିନ ଭିତରେ ୪ ଅଭିଯୁକ୍ତ ଗିରଫ
ବାଲିଗୁଡା,୨୭।୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ବୁଡ଼ାଗୁଡା ଅଞ୍ଚଳରେ ଏକ ହତ୍ୟା ଘଟଣାର ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି ବାଲିଗୁଡ଼ା ପୋଲିସ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।…
ଏସ୍ଏଚ୍ଜିଙ୍କୁ ସ୍ବାବଲମ୍ବୀ କରିଛି ଅଣ୍ଡାଦିଆ କୁକୁଡ଼ା ପାଳନ କେନ୍ଦ୍ର
ଫୁଲବାଣୀ ଅଫିସ,୨୭ା୫: ରାଜ୍ୟ ସରକାର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚ୍ଜି) ମାଧ୍ୟମରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ୬ଟି ବ୍ଲକରେ…
ଦାରିଙ୍ଗବାଡି ପରିଦର୍ଶନ କଲେ ବିଧାନସଭା ଲାଇବ୍ରେରୀ କମିଟି
ଦାରିଙ୍ଗବାଡି,୨୬।୫(ଡି.ଏନ.ଏ): ଓଡିଶା ବିଧାନସଭା ଲାଇବ୍ରେରୀ କମିଟି ଦାରିଙ୍ଗବାଡି ଦିନିକିଆ ଗସ୍ତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ କେନ୍ଦ୍ରଗୁଡିକ ପରିଦର୍ଶନ କରିଛନ୍ତି। ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ହିଲ ଭିୟୁ ପାର୍କ ସମେତ କଫି ବଗିଚା, କିସୁବାଡି ଠାରେ ଥିବା ପାଟ୍ଟାବାନ୍ଧା ଜଳ ପ୍ରପାତକୁ କମିଟିର…
ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ି ହେଲା ଆଉ ଗୋଟିଏ ଭିୟୁ ପଏଣ୍ଟ
ଦାରିଙ୍ଗବାଡ଼ି,୨୫ା୫(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସାରା ଦେଶରେ ପର୍ଯ୍ୟଟନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ରହିଛି। ସେପ୍ଟେମ୍ବରଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ପସନ୍ଦ କରନ୍ତି। ତେବେ ପର୍ଯ୍ୟଟନକ୍ଷେତ୍ରର ବିକାଶ ହେଉ…
Archives


