କନ୍ଧମାଳ

ନିର୍ବାଚନକୁ ପ୍ରଭାବିତ କରିବ ନିଶା

ଦାରିଙ୍ଗବାଡ଼ି,୭ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଚୋରାମଦ କାରବାର ବୃଦ୍ଧିପାଇଛି। ବିଶେଷକରି ସିମନବାଡ଼ି ଅଞ୍ଚଳରେ ଏହି କାରବାର ବୈଧ ଓ ମୁକ୍ତ ଭାବେ ଚାଲିଛି ଦିନ ଦ୍ବିପ୍ରହରରେ ମଧ୍ୟ ଏହିକାରବାର ବନ୍ଦ ହେବାର ନାମ ଧରୁନି। କେବଳ ଯେ…

ଅବାଧ ନିର୍ବାଚନ ପାଇଁ ଜିଲା ପ୍ରଶାସନର ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଆସନ୍ତା ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଅଞ୍ଚଳରେ ଏହି ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ କରାଯିବା ସହ ଲୋକଙ୍କୁ ଭୟଭୀତ ନ ହେବା ଓ ପ୍ରଭାବିତ ନ ହେବା…

ଆଦିବାସୀ କାର୍ଡ ଖେଳିପାରେ ବିଜେଡି: ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୫ା୪(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଜି. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ହେଲେ ବାଲିଗୁଡ଼ା ଆସନକୁ ଦଳ ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି। ଫୁଲବାଣୀ…

ରୋଚକ ହେଉଛି କନ୍ଧମାଳ ରାଜନୀତି

ଫୁଲବାଣୀ, ୫ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲାର ୩ ନିର୍ବାଚନ ମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥି ଘୋଷଣା କରିଛନ୍ତି। କେବଳ ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥି ଦେଇନାହିଁ ା ଯେଉଁମାନଙ୍କୁ ଦଳ ପ୍ରାର୍ଥି…

ବାଲିଗୁଡ଼ା ଆସନରେ ଆଦିବାସୀ କାର୍ଡ ଖେଳିପାରେ ବିଜେଡି, ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୪ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ବାଲିଗୁଡ଼ା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ…

ଭାଜପାରୁ ଇସ୍ତଫା ଦେଲେ ରାମଚନ୍ଦ୍ର ପାଙ୍ଗି

ନନ୍ଦପୁର, ୪।୪(ଶଙ୍କର ପୂଜାରୀ): ପଟାଙ୍ଗି ବିଧାନସଭା ଆସନ ପାଇଁ ଭାଜପା ଟିକେଟ ନ ମିଳିବାରୁ ଆଶାୟୀ ପ୍ରାର୍ଥୀ ତଥା ରାଜ୍ୟ ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ରାମଚନ୍ଦ୍ର ପାଙ୍ଗି ବୁଧବାର ପାର୍ଟିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ଭାଜପା…

ମିଳିଲାନି ଟିକେଟ: ବିଜେଡି ଛାଡ଼ିଲେ ପର୍ଶୁରାମ, ଦେବେନ୍ଦ୍ର

ସୋର/ଫୁଲବାଣୀ, ୪।୪(ଜନ୍ମେଜୟ ମିଶ୍ର/ ରାକେଶ କୁମାର ରାଉତ)ବିଜେଡି ବୁଧବାର ୨୭ ବିଧାନସଭା ଆସନ ଲାଗି ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଟିକେଟ ନ ମିଳିବାରୁ ସୋର ବିଧାୟକ ପର୍ଶୁରାମ ଧଡ଼ା ଓ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର…

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି କୋର୍ଟ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା ୬ ଆହତ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ। ଅଟୋରେ ବସିଥିବା ୬…

ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଅଟୋ; ଜଣେ ମୃତ, ୬ ଆହତ

ଦାରିଙ୍ଗବାଡି,୩।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ ପ୍ରଧାନ।…

ଟିକେଟ୍‌ ଘୋଷଣା ପରେ ଉତ୍ସାହିତ କଂଗ୍ରେସ କର୍ମୀ, ଏଥର ଜିତିବୁ

ଦାରିଙ୍ଗବାଡି,୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ କଂଗ୍ରେସ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିଥିବା ବେଳେ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଭାବେ ଅମୀର ଚାନ୍ଦ ନାୟକଙ୍କୁ ଦଳ ଟିକେଟ୍‌…

ମାନଗୋବିନ୍ଦଙ୍କ ଉପରେ ପୁଣି ଆସ୍ଥା ପ୍ରକଟ କଲା ଭାଜପା

ଦାରିଙ୍ଗବାଡି,୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି। ଦଳ ପକ୍ଷରୁ ମାନଗୋବିନ୍ଦ ପ୍ରଧାନଙ୍କୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବରୁ ଦଳ ୨୦୧୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?