କନ୍ଧମାଳ

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…

ପାରମ୍ପରିକ ଫୁଲଝାଡୁ ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡ଼ି,୫ା୩(ଡି.ଏନ୍‌.ଏ.): ସବୁ ଘରେ ରାତି ପାହିଲେ ଖୋଜା ପଡ଼େ ଝାଡୁ। ଝାଡୁର ଆବଶ୍ୟକତା ସମସ୍ତଙ୍କ ନିକଟରେ ଥାଏ। ହେଲେ ପ୍ଲାଷ୍ଟିକ ଯୁଗରେ ଏବେବି ଫୁଲଝାଡୁର ଚାହିଦା ରହିଛି। ସେହିପରି ରାଜ୍ୟରେ ବିଭିନ୍ନ ଜିଲାରେ ବିଭିନ୍ନ ପ୍ରକାର ଝାଡୁ ତଥା ତାଳ ପତ୍ର…

ଫୁଲଝାଡ଼ୁ ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡ, ୫।୩(ଡି.ଏନ୍‌.ଏ): ସବୁ ଘରେ ରାତି ପାହିଲେ ଖୋଜା ପଡେ ଝାଡୁ। ପ୍ଲାଷ୍ଟିକ ଯୁଗରେ ଏବେ ବି ଫୁଲଝାଡୁର ଚାହିଦା ରହିଛି। ସେହିପରି ରାଜ୍ୟରେ ବିଭିନ୍ନ ଜିଲାରେ ବିଭିନ୍ନ ପ୍ରକାର ଝାଡୁ ତଥା ତାଳପତ୍ର ସମେତ ଖଜୁରି ଝାଡୁ, ନଡ଼ିଆ ଗଛରୁ…

ଅଳିଆଗଦାରେ ଶତାଧିକ ସ୍ବାସ୍ଥ୍ୟକାର୍ଡ

ପାରଳାଖେମୁଣ୍ଡି, ୫।୩ (ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସର ଅଳିଆଗଦାରେ ଶତାଧିକ ସ୍ବାସ୍ଥ୍ୟକାର୍ଡ ପଡ଼ିଥିବା ଦେଖିବାକୁ ମିଳିଛି। ଯଦିଓ କାର୍ଡଗୁଡ଼ିକ ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା ଅର୍ନ୍ତଭୁକ୍ତ, କିନ୍ତୁ ଏତେସଂଖ୍ୟକ କାର୍ଡ ଅଳିଆ ଗଦାରେ ପଡ଼ିବା ନିଶ୍ଚିତ ଦୁର୍ଭାଗ୍ୟଜନକ। କିଏ…

ଅଭାବୀ ବିକ୍ରି: ମିଳୁନି ଉପଯୁକ୍ତ ଦର

ରାଇକିଆ, ୩।୩(ଡି.ଏନ୍‌.ଏ.): ପନିପରିବା ଚାଷୀଙ୍କୁ ମିଳୁନି ଉପଯୁକ୍ତ ଦର । ମିଳୁନି ବଜାର ସୁବିଧା । ବିକ୍ରି କରି ନ ପାରି ଶେଷରେ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଉତ୍ପାଦିତ ଫସଲ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ…

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଇଓଙ୍କ ଜିମାଦେଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୩: ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ଗ୍ରାମବାସୀ ଗୁରୁବାର ଚରମ ପଦକ୍ଷେପ ନେଇଛନ୍ତି। ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ଅନୁସାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି କରା ନ ଯିବାରୁ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ…

ତାଲା ଭାଙ୍ଗି ଆର୍ମି ଅଫିସରଙ୍କ ଘରୁ ସବୁ ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି।…

କାର୍ଯ୍ୟରେ ଲାଗୁନି ଗୋଷ୍ଠୀ ଶୌଚାଳୟ

ଖଜୁରିପଡ଼ା,୧।୩:  ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି କାର୍ଯ୍ୟରେ ଲାଗୁ ନାହିଁ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛି ପ୍ରତ୍ୟେକ ପଞ୍ଚାୟତରେ…

ଡକାୟତ ଗ୍ୟାଙ୍ଗର ୨ ଗିରଫ

ବାଲିଗୁଡ଼ା,୨୮ା୨(ଡି.ଏନ.ଏ):  ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍‌ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ଗୋଟିଏ ଛୁରି, ଦୁଇଟି ମୋବାଇଲ ସମେତ…

ଅବ୍ୟବସ୍ଥାରେ ଗଣ୍ଡସାହି, ବେଙ୍ଗସାହି ଅଙ୍ଗନୱାଡି

ଫୁଲବାଣୀ ଅଫିସ/ଟିକାବାଲି, ୨୮ା୨:ସରକାର ଛୋଟ ପିଲା ଏବଂ ଗର୍ଭବତୀ ଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ପୁଷ୍ଟିକର ଆହାର ଯୋଗାଇ ଦେଉଛନ୍ତି ା ଯୋଜନାର ମୂଳ ଲକ୍ଷ୍ୟ ରହିଛି କେହି ଯେପରି ଅପପୁଷ୍ଟିର ଶୀକାର ନ ହେବେ ା କିନ୍ତୁ ଗ୍ରାମାଞ୍ଚଳରେ ଥିବା ଅଙ୍ଗନୱାଡି…

ପୂର୍ବତନ ପିଇଓ, ସରପଞ୍ଚଙ୍କୁ ଜେଲ

ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ୪ ବର୍ଷ ଏବଂ ସରପଞ୍ଚଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri