କନ୍ଧମାଳ

ପୂର୍ବତନ ଓ୍ବାର୍ଡ ମେମ୍ବର ଦମ୍ପତିଙ୍କୁ ହତ୍ୟା: ଜଙ୍ଗଲ ଭିତରେ ପଡରହିଛି ମୃତଦେହ

ଫୁଲବାଣୀ,୯।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ପୂର୍ବତନ ଓ୍ବାର୍ଡ ମେମ୍ବର ଦମ୍ପତ୍ତିଙ୍କୁ ହତ୍ୟା କରାଯାଇିଛି। ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଜଙ୍ଗଲରେ ମୃତଦେହ ପଡିରହିଛି। ଦୁର୍ଗମ ତଥା ମାଓ ଅଧ୍ୟୁଷିତ ଅଞ୍ଚଳ…

କାଳହେଲା ଶିବରାତ୍ରି ଯାତ୍ରା: କୁସୁମୁଣ୍ଡା ଘାଟିରେ ଓଲଟିଲା ଟ୍ରାକ୍ଟର, ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ତୁମୁଡିବନ୍ଧ,୯।୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବେଲଘରରୁ ମହାଶିବରାତ୍ରି ଯାତ୍ରା ଦେଖି ଟ୍ରାକ୍ଟରରେ ଫେରୁଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। କୁସୁମୁଣ୍ଡା ଘାଟି ବୁଲନ୍ତିଆଠାରେ ଶନିବାର ସକାଳେ ଟ୍ରାକ୍ଟର ଓଲଟି ୩୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ଗୁରୁତରମାନେ ଝିରିପାଣି…

ମହିଳା ଦିବସରେ ସଫଳତା ହାସଲ କରିଥିବା ମହିଳାଙ୍କୁ ପୁରସ୍କୃତ

ଦାରିଙ୍ଗବାଡି,୮।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ପଡ଼ିଆରେ ଶୁକ୍ରବାର ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ନାରୀମହାସଙ୍ଘର ସଭାନେତ୍ରୀ ଲୁସିମୀନ ପ୍ରଧାନ ଅତିଥିଙ୍କୁ ଆସନ ଗ୍ରହଣ କରାଇଥିଲେ। ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ ଅତିଥି…

ରାଣୀପଥର ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌

ଫୁଲବାଣୀ,୬।୩(ରାକେଶ କୁମାର ରାଉତ): କନ୍ଧମାଳ-ବୌଦ୍ଧ ସୀମା ରାଣୀପଥର ଘାଟିରେ ବୁଧବାର ଭୋରରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ୨୦ ଯାତ୍ରୀ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତ ମାନଙ୍କୁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି…

କାର୍‌ ସହ ଧରାପଡ଼ିଲେ ଗଞ୍ଜେଇ ବେପାରୀ

ଫିରିଙ୍ଗିଆ,୫ା୩(ବିକ୍ରମ ଦିଗାଲ): ଫିରିଙ୍ଗିଆ ଥାନା ବନ୍ଧଗଡ଼ ପଞ୍ଚାୟତ ଅଧୀନ ମଣିପଦର ଗାଁ ନିକଟ ମୁଖ୍ୟ ରାସ୍ତାରୁ ପୋଲିସ ଏକ କାର ସହ ୧୨୬ କି.ଗ୍ରା ଗଞ୍ଜେଇ ଜବତ କରିଛି। ଏଥିସହ ପୋଲିସ ଗଞ୍ଜେଇ ଚାଲାଣ କରୁଥିବା ୨ ବ୍ୟବସାୟୀଙ୍କୁ ଗିରଫ କରିଛି…

୨୦ ଦିନ ଛୁଟିରେ ଥିଲେ ଆଇଟିଡିଏ ସହକାରୀ ନିର୍ବାହୀ ଯନ୍ତ୍ରୀ, କାର୍ଯ୍ୟରେ ଯୋଗଦେବାର ଦିନକ ପରେ ମିଳିଲା ଝୁଲନ୍ତା ମୃତଦେହ

ଫୁଲବାଣୀ,୨।୩(ରାକେଶ କୁମାର ରାଉତ): ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଷାରେନ୍ଦ୍ର ନାୟକଙ୍କ ମୃତଦେହ ନଦୀଖଣ୍ଡି ସାହିସ୍ଥିତ ସରକାରୀ ବାସଭବନରୁ ମିଳିଛି। ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛଥିବା କୁହାଯାଉଛି। ସୂଚନାଯୋଗ୍ୟ, ଗତ ୨୦ ଦିନ…

ଜମିରେ ପଚୁଛି ଷ୍ଟ୍ରବେରୀ

ଦାରିଙ୍ଗବାଡି,୨୯ା୨(ଅରୁଣ ସାହୁ)ଦାରିଙ୍ଗବାଡି ପ୍ରଥମେ ଜୈବିକ ପଦ୍ଧତିରେ କଫି ଚାଷ କରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି। ସେହି କ୍ରମରେ ଗତ ୨୦୨୨-୨୩ ଆର୍ଥିକ ବର୍ଷ ପ୍ରଥମଥର ପାଇଁ କନ୍ଧମାଳ ଜିଲାରେ ଜିଲା ପ୍ରଶାସନର ଉଦ୍ୟମରେ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା।…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ବାଲିଗୁଡା,୨୬।୨(ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ବାଲିଗୁଡ଼ା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଧୀନ ପାଙ୍ଗାପଡ଼ା ଗ୍ରାମର ସପନ ପାଟ୍ଟମାଝୀ। ଅଭିଯୋଗ…

ସ୍ତ୍ରୀଙ୍କ କାଠଫାଳିଆ ମାଡ଼ରେ ସ୍ବାମୀଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସିନ୍ଦୂରକୁ ନିଜେ ପୋଛିଛନ୍ତି ସ୍ତ୍ରୀ। ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ସ୍ତ୍ରୀ ନେଇଛନ୍ତି ଏଭଳି ନିଷ୍ପତ୍ତି। ପ୍ରକାଶ ଯେ, ସ୍ତ୍ରୀଙ୍କ ମାଡ଼ରେ…

ଏନ୍‌ଏସି ମାନ୍ୟତା ପାଇଲା ରାଇକିଆ

ରାଇକିଆ,୨୪ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆକୁ ଏନ୍‌ଏସି ମାନ୍ୟତା ମିଳିଛି। ଶନିବାର ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା ହୋଇଥିବା ୩୪ଟି ନୂଆ ଏନ୍‌ଏସି ତାଲିକାରେ ରାଇକିଆକୁ ସାମିଲ କରାଯାଇଛ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ରାଇକିଆ ସହରରେ…

କୁଟଲାରୀରେ ସପ୍ତାହେ ହେଲା ମିଳୁ ନ ଥିଲା ପାଣି, ଖବର ପ୍ରକାଶ ପରେ ତତ୍ପରତା ଦେଖାଇଲେ ପ୍ରଶାସନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୪ା୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଝିଞ୍ଜିରୀଗୁଡ଼ା ପଞ୍ଚାୟତ କୁଟୁଲାରୀଗାଁରେ ଗତ ଏକ ସପ୍ତାହ ହେଲା ପିଇବା ପାଣିର ସମସ୍ୟା ଦେଖାଦେଇଛି। ପାହାଡ଼ରୁ ଆସୁଥିବା ଝର ପାଣି ଶୁଖିଯାଇଥିବାରୁ ଆଉ ଗାଁ ଲୋକଙ୍କୁ ପାଣି ମିଳୁନି।…

ଭାଜପା ଛାଡ଼ି ବିଜେଡିରେ ସାମିଲ ହେଲେ ଶତାଧିକ ଲୋକ

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଗୁମ୍ମା ପଞ୍ଚାୟତର ଗାଣ୍ଡାକିଆ ଗ୍ରାମରେ ବିଜେଡିର ଏକ ମହାମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି ତଥା ଏମ୍‌ପି ପ୍ରତିନିଧି ପ୍ରମୋଦ କୁମାର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?