କନ୍ଧମାଳ

ମହିଳାଙ୍କ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩୧ା୧: କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ହେଲେ ପବିଙ୍ଗିଆ ପଞ୍ଚାୟତ ପୁଟୁକିପଡା ଗାଁର ଚମ୍ପେଶ୍ୱର ନାୟକ ନାମକଙ୍କ…

ଧନୀଙ୍କୁ ବାଦ୍‌ ଦେଇ ଗରିବଙ୍କୁ ସାମିଲ କର

ବଲସକୁମ୍ପା,୩୦ା୧(ଡି.ଏନ୍‌.ଏ.): ଖଜୁରିପଡ଼ା ବ୍ଲକରେ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇନାହିଁ। ଧନୀ ଶ୍ରେଣୀର ଲୋକଙ୍କ ନାମ ଆବାସ ଯୋଜନାରେ ସାମିଲ କରାଯାଇଥିବାରୁ ବ୍ଲକ କଂଗ୍ରେସ ଉଦବେଗ ପ୍ରକାଶ କରିଛି। ପ୍ରକୃତ ଗରିବ ଲୋକଙ୍କୁ ଚିହ୍ନଟ କରିବା ସହିତ ଯେଉଁ…

‘ଓଡ଼ିଆ ଭାଷାକୁ କନ୍ଧମାଳର ଅବଦାନ ଅତୁଳନୀୟ’

ଫୁଲବାଣୀ ଅଫିସ, ୨୮ା୧: କନ୍ଧମାଳ ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ସମସ୍ତଙ୍କୁ ବିମୋହିତ କରିଛି । ଆଦିବାସୀଙ୍କ ନିଷ୍ପାପ ପ୍ରେମ ସମସ୍ତଙ୍କୁ ଋଣୀ କରିଛିା ସରଳ ଆଦିବାସୀଙ୍କ ଦେଶପ୍ରେମ ବିଷୟରେ ସମସ୍ତେ ଜାଣନ୍ତିନାହିଁ । ଜୀବନକୁ ଉତ୍ସର୍ଗ କରି ଏହି ମାଟିର କେତେ…

ଭାରତମାତା ପୂଜନ ଉତ୍ସବ: ମନମୋହିଲା ଛଉ, ପାଇକ ଆଖଡ଼ା

ଦାରିଙ୍ଗବାଡ଼ି,୨୭।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଦୁଇଦିନ ଧରି ଭାରତମାତା ପୂଜନ ଉତ୍ସବ ସହ ଅମୃତ ମିଳନ କାର୍ଯ୍ୟକ୍ରମ ବହୁ ଆଡମ୍ବରରେ ପାଳନ କରାଯାଇଛି। କାର୍ଯ୍ୟକ୍ରମକୁ ସଂସ୍କାର ଭାରତୀ ପକ୍ଷରୁ ସିମନବାଡ଼ି ପଞ୍ଚାୟତର ଅମୃତ ପରିବାର…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତ୍ରୁଟିପୂର୍ଣ୍ଣ ହିତାଧିକାରୀ ଚୟନ

ରାଇକିଆ,୨୫ା୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତ୍ରୁଟିପୂର୍ଣ୍ଣ ହିତାଧିକାରୀ ଚୟନ ଯୋଗୁ ଅନେକ ଯୋଗ୍ୟ ହିତାଧିକାରୀ ତାଲିକାଭୁକ୍ତ ହୋଇପାରିନାହାନ୍ତି। ଅନ୍ୟପକ୍ଷରେ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ବିଭିନ୍ନ କ୍ଷେତ୍ରରେ ସ୍ବଚ୍ଛଳ ଅଛନ୍ତି ସେମାନେ ତାଲିକାରେ ସ୍ଥାନ ପାଇଛନ୍ତି। ରାଜ୍ୟ ସରକାର ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ…

ମହିଳାଙ୍କୁ ଆକ୍ରମଣ କରି ଗଣବଳାତ୍କାର

ଫୁଲବାଣୀ ଅଫିସ, ୨୫ା୧: ଫୁଲବାଣୀ ସଦର ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର କରାଯାଇଛି। ଗତ ରବିବାର ସନ୍ଧ୍ୟାରେ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ନ ଥିଲେ। କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି…

ପାଣି ପାଇଁ ସଖିପଡ଼ାରେ ରାସ୍ତାରୋକୋ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୩ା୧: ଫିରିଙ୍ଗିଆ ବ୍ଲକ ସଖିପଡାରେ ରବିବାର ପୂର୍ବାହ୍ନରେ ପାଣି ପାଇଁ ରାସ୍ତାରୋକ ହୋଇଛି ା ପାଣି ସମସ୍ୟା ପ୍ରଶାସନ ଦୂର କରୁ ନ ଥିବାରୁ ଲୋକେ ଉତ୍ତ୍ୟକ୍ତ ହୋଇ ଆନ୍ଦୋଳନ କରିଛନ୍ତିି। ଦୀର୍ଘ ୩ ଘଣ୍ଟା ରାସ୍ତାରୋକୋ ଯୋଗୁ…

ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ୍‌ ପଡ଼ିଛନ୍ତି ୫୭: ଅନିୟମିତତା ଅଭିଯୋଗରେ ବିକ୍ଷୋଭ

ଦାରିଙ୍ଗବାଡ଼ି,୨୦ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାମୁଣୀଗାଁ ପଞ୍ଚାୟତରେ ଆବାସ ଯୋଜନାରେ ୫୭ ଜଣ ଯୋଗ୍ୟ ହିତାଧିକାରୀ ସମ୍ଭାବ୍ୟ ତାଲିକାରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ଅଞ୍ଚଳବାସୀ ଏହାର ତଦନ୍ତ ସହ ପୁନର୍ବିଚାର କରାଯାଇ ୫୭ ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ଆବାସ ଯୋଜନାରେ…

ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା

ଫୁଲବାଣୀ ଅଫିସ,୨୧ା୧: ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା। ରୋଷେଇ ଘରେ ପରୀକ୍ଷାଗାର । ଆଡମିଶନ ହେବାକୁ ନାହିଁ ବେଡ । ନାହାନ୍ତି ଆବଶ୍ୟକ ଡାକ୍ତର। ଏଭଳି ଚାଲିଛି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା। ଏହି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡା…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଟିଣ୍ଡିବାଲି ପାହାଡ଼: ପଥରକୁ ପିଟିଲେ ଶୁଭୁଛି ଘଣ୍ଟ ଶବ୍ଦ

ଦାରିଙ୍ଗବାଡି,୧୯।୧(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା। ଅନେକ ପର୍ଯ୍ୟଟନସ୍ଥଳୀ ତଥା ମିଡିୟୁନ୍ଦା ଜଳ ପ୍ରପାତ ସମେତ ନେଚର ଲଭର୍ସ ପଏଣ୍ଟ, ପାଟାନ୍ଧା ଜଳପ୍ରପାତ, ଶାନ୍ତି ଉପତ୍ୟକା, କଫି ବଗିଚା ଆଦି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି।…

୨ଟି ବସ୍‌ ମୁହାଁମୁହିଁ: ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦାରିଙ୍ଗବାଡି,୧୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ୯ନଂ ବୁଲାଣିରେ ବୁଧବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍‌ ମୁହାଁମୁହିଁ ପରିସ୍ଥିତି ହେବା ଫଳରେ ଉଭୟ ବସ୍‌ର ଯାତ୍ରୀ ମାନେ ବଡ ଅଘଟଣରୁ ରକ୍ଷା…

ପୋଲ ତଳକୁ ଖସିଲା କାର୍‌: ଶିଶୁକନ୍ୟା ମୃତ, ୪ ଗୁରୁତର

କ.ନୂଆଗାଁ/ଫୁଲବାଣୀ ଅଫିସ,୧୬ା୧: କନ୍ଧମାଳ ଜିଲା ସାରଙ୍ଗଡ ଥାନା ଅନ୍ତର୍ଗତ ବନାଙ୍ଗିଆ ଡ୍ୟାମ ନିକଟ ପୋଲରେ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ୩ ବର୍ଷୀୟା ଏକ ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri