ଛୁଆହାତୀ ମୃତ୍ୟୁ ଘଟଣାରେ ୨ ଗିରଫ
ରାଇକିଆ,୧୬ା୧(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜରେ ଗତ ବୁଧବାର ଏକ ଛୁଆହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବନ ବିଭାଗ ରବିବାର ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ସୋରଡ଼ା ଅଞ୍ଚଳର ଗଙ୍ଗାଧର ବିଷୋୟୀ ଏବଂ…
ଜି.ଉଦୟଗିରି କାଉନସିଲର ଉପନିର୍ବାଚନରେ ବିଜେଡି ବିଜୟୀ
ଜି.ଉଦୟଗିରି,୧୩ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍ଏସିର ୬ ନମ୍ବର ଓ୍ବାର୍ଡ କାଉନସିଲର ପଦବୀ ନିମନ୍ତେ ଗୁରୁବାର ହୋଇଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥିନୀ ସିଦ୍ଧେଶ୍ୱରୀ ନାୟକ ବିଜୟୀ ହୋଇଛନ୍ତି। ସିଦ୍ଧେଶ୍ୱରୀ ସମୁଦାୟ ୬୫ଟି ଭୋଟ୍ ପାଇ ବିଜୟୀ ହୋଇଥିବା ବେଳେ…
ଚିକିତ୍ସା ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ: ଥାନାରେ ଏତଲା
ଦାରିଙ୍ଗବାଡି,୧୨।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାମୁଣୀଗାଁ ଥାନା ଝିଞ୍ଜିରୀଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣେ ଦଶମ ଛାତ୍ରୀଙ୍କ ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଘଟିଥିବା ବାମୁଣୀଗାଁ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ମୃତଦେହ…
ମାଣ୍ଡିଆ ଚାଷ କରି ଏସ୍ଏଚ୍ଜି ସ୍ବାବଲମ୍ବୀ
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧: କନ୍ଧମାଳ ଜିଲା ଫିରିଙ୍ଗିଆ ପଞ୍ଚାୟତ ସିଟିକାପଟି ଗାଁର ଧରଣୀ ପେନୁ ଓ ଅମ୍ବିକା ସ୍ବୟଂ ସହାୟିକା ଗୋଷ୍ଠୀର ୨୦ଜଣ ସଦସ୍ୟା ମାଣ୍ଡିଆ ଚାଷ କରି ଆର୍ଥତ୍କ ସ୍ବାବଲମ୍ବୀ ହୋଇଛନ୍ତି। ଏହି ଦୁଇ ସ୍ବୟଂ ସହାୟିକା ଗୋଷ୍ଠୀ ପୂର୍ବରୁ…
ହାତୀଛୁଆର ମୃତଦେହ ଉଦ୍ଧାର
ରାଇକିଆ,୧୧ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାରବା ରେଞ୍ଜ ଅନ୍ତର୍ଗତ ଖମନଖୋଲ ଗ୍ରାମ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। ହାତୀ ଛୁଆର ମୃତ୍ୟୁ ନେଇ କାରଣ ଅସ୍ପଷ୍ଟ ରହିଛି। ବୁଧବାର ସକାଳୁ ଛୁଆ ହାତୀର ମୃତଦେହ ପଡ଼ିଥିବା ନେଇ ବନ…
ନିଜ ଗାଡ଼ିରେ ନିଆଁ ଲଗାଇ ଯୁବକଙ୍କ ଆତ୍ମହତ୍ୟା
ବାଲିଗୁଡ଼ା,୧୧ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ମାଲିକାପ ପଞ୍ଚାୟତର ଦେରିନାଯୁଠାରେ ଜଣେ ଯୁବକ ନିଜର ଡାଲା ଗାଡ଼ିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ପରେ ଏକ ବରଗଛରେ ଚଢ଼ି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା…
ପଥରରେ ଛେଚି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ
ବାଲିଗୁଡ଼ା,୧୧ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ସାରଙ୍ଗଡ଼ ପୁରୁଣା ସାହିର…
ଷ୍ଟ୍ରବେରି ଚାଷ ପାଇଁ ବଢ଼ୁଛି ଆଗ୍ରହ
ଦାରିଙ୍ଗବାଡ଼ି,୧୦ା୧ (ଡି.ଏନ୍.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରଥମଥର ପାଇଁ ଷ୍ଟ୍ରବେରି ଚାଷ କରାଯାଉଛି। ଗ୍ରୀନବାଡ଼ି ପଞ୍ଚାୟତର ଏଲିଜାବେଥ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଜିଲା ପ୍ରଶାସନର ସହଯୋଗରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶା…
ଜିଲାସ୍ତରୀୟ ହକି କ୍ରୀଡ଼ା ପ୍ରତିଯୋଗିତା ଉଦ୍ଘାଟିତ
ରାଇକିଆ,୯।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବାଳିକା ଉଚ୍ଚ ବିଦ୍ୟାଳୟ ଷ୍ଟାଡିୟମରେ ସୋମବାର ଜିଲାସ୍ତରୀୟ ସମୂହ ବିଦ୍ୟାଳୟ ହକି କ୍ରୀଡ଼ା ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି। ଜିଲାର ବିଭିନ୍ନ ବିଦ୍ୟାଳୟରୁ ହକି ଦଳ ପ୍ରତିଯୋଗିତାରେ ଭାଗ ନେଇଛନ୍ତି। ଅତିଥି ଭାବେ ରାଇକିଆ…
କୋଚିଲାଗଡ଼-ସିକିଡ଼ିକିଆ ରାସ୍ତା ବିପର୍ଯ୍ୟସ୍ତ
ଫୁଲବାଣୀ ଅଫିସ/ଟିକାବାଲି,୯ା୧: କନ୍ଧମାଳ ଜିଲାର ପ୍ରମୁଖ ସମସ୍ୟା ହେଉଛି ରାସ୍ତା। ଆଜି ପର୍ଯ୍ୟନ୍ତ ଜିଲାର ବହୁ ଦୁର୍ଗମ ଅଞ୍ଚଳକୁ ରାସ୍ତା ନାହିଁ। ଫଳରେ ଗ୍ରାମାଞ୍ଚଳର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କିନ୍ତୁ ଫୁଲବାଣୀ-ବ୍ରହ୍ମପୁର ଜାତୀୟ ରାଜପଥର ମାତ୍ର ୧୦୦ ମିଟର…
ଶୀତରେ ଥରୁଛି ଜି.ଉଦୟଗିରି
ଜି.ଉଦୟଗିରି,୮ା୧(ଡି.ଏନ୍.ଏ.): ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି ସହର। ଦୁଇ ଦିନ ହେବ ଏଠାରେ ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ସେଲ୍ସିୟର ରହିଛି ବୋଲି ଜି ଉଦୟଗିରି କୃଷି ପାଣିପାଗ ଫିଲ୍ଡ ୟୁନିଟ୍ ପକ୍ଷରୁ ଜଣାଯାଇଛି।…
ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ: ବିଭିନ୍ନ ସ୍ଥାନରେ ତୁଷାରପାତ
ଦାରିଙ୍ଗବାଡ଼ି,୮।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ଶୀତ ଅନୁଭବ ହେଉଛି। ରବିବାର ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି। ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବଡିଓ ଗଦାଧର ପାତ୍ର କହିଛନ୍ତି। ଗତ କିଛିଦିନର ବ୍ୟବଧାନ ପରେ ହଠାତ ଶନିବାର ସନ୍ଧ୍ୟାଠାରୁ…
Archives


