୩ କି.ମି. ଦୂର ଝରଣାରୁ ଶିକ୍ଷକ ବୋହୁଛନ୍ତି ପାଣି
ଦାରିଙ୍ଗବାଡି,୪ା୨(ଅରୁଣ ସାହୁ )ଦାରିଙ୍ଗବାଡି ବ୍ଲକରେ ରହିଥିବା ବିଦ୍ୟାଳୟରେ ପିଇବାପାଣିର ସମସ୍ୟା ଦେଖାଦେଇଛି। ମଧ୍ୟାନ୍ନଭୋଜନ ପ୍ରସ୍ତୁତି ପାଇଁ ପାଣିକୁ ବାଇକ୍ରେ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ବୋହିବା ଘଟଣା ଏବେ ମୋବାଇଲରୁ ମୋବାଇଲ ଭାଇରାଲ ହେଉଛି। ଏଥିସହ ସାମାଜିକ ଗଣମାଧ୍ୟମରେ ସ୍ଥାନୀୟ…
ସୁଡ୍ରା ଜଙ୍ଗଲରେ ଯବାନ-ମାଓବାଦୀ ଗୁଳି ବିନିମୟ, ଡିଭିଏଫ ଯବାନ ଆହତ, ମାଓବାଦୀ ଗୁରୁତର
ଫୁଲବାଣୀ,୩ା୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ଅଞ୍ଚଳରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଡିଭିଏଫ୍ ଯବାନ ଆହତ ହୋଇଛନ୍ତି। ସେହିପରି ଜଣେ ମାଓବାଦୀ ଗୁରତର ଆହତ ହୋଇଥିବା ଅନୁମାନ…
ପିଇବା ପାଣି, ଶିକ୍ଷାର ଅବ୍ୟବସ୍ଥା ନେଇ ହଟ୍ଟଗୋଳ
ଦାରିଙ୍ଗବାଡ଼ି,୨।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ସପ୍ତମ ବୈଠକ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍ପିଡ. ଅଚ୍ୟୁତ ସାମନ୍ତ ଯୋଗଦେଇଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ…
ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ନବନିଯୁକ୍ତ ଉପଜିଲାପାଳ
ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ନବନିଯୁକ୍ତି ଉପଜିଲାପାଳ ଡ. ରୀନା ପ୍ରଧାନ ଶୁକ୍ରବାର ଦାରିଙ୍ଗବାଡ଼ି ଗସ୍ତ କରି ଅଚାନକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସମ୍ପର୍କରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ସହ…
ମହିଳାଙ୍କୁ ପରିଚୟ ଦେଇଛି କନ୍ଧମାଳ ଷ୍ଟ୍ରବେରି
ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍ରେ ବେଶ୍ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି ସେମାନଙ୍କୁ…
ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର: ୨ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ
ଫୁଲବାଣୀ,୨୯।୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ଜିଲା ଦୌରାଜଜ୍ ସତ୍ୟପୀର ମିଶ୍ର ସୋମବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡ ଶୁଣାଇଛନ୍ତି ା ଏଥିସହ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏ ଜରିମାନା…
୧୩ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଦାରିଙ୍ଗବାଡ଼ି,୨୯।୧(ଅରୁଣ ସାହୁ): ରାଜ୍ୟର ବିଭିନ୍ନ ଜିଲାରେ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବାକି ରହିଥିବା ୧୩ଟି ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ସୋମବାର ସନ୍ଧ୍ୟାରେ ବିଦ୍ୟାଳୟଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଜି.ଉଦୟଗିରିକୁ ପୁଣି ଫେରିଲା ଶୀତ, ସର୍ବନିମ୍ନ ତାପମାତ୍ରା ୬.୪ ଡିଗ୍ରୀ
ଜି.ଉଦୟଗିରି,୨୮ା୧: କିଛି ଦିନ ହେବ ଲାଗିରହିଥିବା ମେଘୁଆ ପାଗ ହଟିଯିବା ପରେ ଜି.ଉଦୟଗିରିକୁ ପୁଣିଥରେ ଶୀତ ଫେରିଛି। ରବିବାର ସର୍ବନିମ୍ନ ତାପମାତ୍ରା ୬.୪ ରହିଥିବା ରେକର୍ଡ କରିଛି କୃଷି ଗବେଷଣା କେନ୍ଦ୍ର। ଯାହା ଫଳରେ ଶୀତର ପ୍ରକୋପ ବଢ଼ିଛି। ଦିନର ତାପମାତ୍ରା…
୮୪ତମ ସର୍ବଭାରତୀୟ ସ୍ତରୀୟ ବାଚସ୍ପତି, ଉପବାଚସ୍ପତି ସମ୍ମିଳନୀରେ ଯୋଗ ଦେଲେ ଜି.ଉଦୟଗିରି ବିଧାୟକ
ଦାରିଙ୍ଗବାଡ଼ି,୨୮ା୧(ଅରୁଣ ସାହୁ): ମୁମ୍ବାଇଠାରେ ୮୪ତମ ସର୍ବ ଭାରତୀୟସ୍ତରରେ ୩ ଦିନିଆ ବାଚସ୍ପତି ଓ ଉପବାଚସ୍ପତିଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହା ଶନିବାର ଆରମ୍ଭ ହୋଇଥିବା ବେଳେ ସୋମବାର ଶେଷ ହେବ। ଏହି ସମ୍ମିଳନୀରେ ଜି. ଉଦୟଗିରି ବିଧାୟକ ତଥା ବିଧାନସଭାର ଉପବାଚସ୍ପତି…
ଫୁଲବାଣୀରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ
ଫୁଲବାଣୀ,୨୬ା୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରି ଉପସ୍ଥିତ…
ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ସ୍ବାମୀ
ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଏକ ଘଞ୍ଚ ଜଙ୍ଗଲରେ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ଜବତ କରିଛି। ଏହା ଏକ ହତ୍ୟା ଘଟଣା ବୋଲି ଦାରିଙ୍ଗବାଡ଼ି ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି। ହତ୍ୟାର ଶିକାର…
ପୁଣି ଥରେଇଲା ଦାରିଙ୍ଗବାଡି
ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ସୋମବାର ବହୁ ସମୟ ଧରି ବର୍ଷା ହୋଇଛି। ଫଳରେ କୋହଲା ପାଗ ସାଙ୍ଗକୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏପରିକି ଅଞ୍ଚଳରେ ଦିନ ତମାମ ଶୀତ ଅନୁଭୂତ ହୋଇଛି। କୁହୁଡି…

