କନ୍ଧମାଳ

ଆଜି ଓଡ଼ିଶା ଆସିବେ ନଡ୍ଡା

ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ…

ଦାରିଙ୍ଗବାଡ଼ିରେ ଶୀତ ଗାଏବ

ଦାରିଙ୍ଗବାଡି,୨୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ହଠାତ ଶୀତ ଗାଏବ ହୋଇଛି। ଦିନରେ ଖରା ଏବଂ ଗରମ ବଢୁଛି। ମଙ୍ଗଳବାର ପ୍ରାୟ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇ ଦାରିଙ୍ଗବାଡିରେ ସର୍ବନିମ୍ମ ୧୨ ଡିଗ୍ରୀ ତାପମାତ୍ରା ରହିଥିବା ବିଡ଼ିଓ ଗଦାଧର ପାତ୍ର…

ମାନବାଧିକାର କମିଶନ ସଦସ୍ୟା ପରିଚୟ ଦେଇ ଠକେଇ, ୩ ଅଟକ

ବଲସକୁମ୍ପା,୨୬ା୧୨: କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ବେସରକାରୀ ଭାବେ ଚାଷୀମାନଙ୍କଠାରୁ ବିଭିନ୍ନ ପ୍ରମାଣପତ୍ର ସଂଗ୍ରହ କରି ପଞ୍ଜୀକରଣ କରୁଥିବା ଅଭିଯୋଗରେ ପୋଲିସ ୨ଜଣ ଯୁବକଙ୍କ ସମେତ ଜଣେ ମହିଳାଙ୍କୁ ଅଟକ ରଖିଛି। ତେବେ ମହିଳା ଜଣଙ୍କ ନିଜକୁ ଜଣେ…

ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ, ୧ ଲକ୍ଷ ଜରିମାନା

ଫୁଲବାଣୀ ଅଫିସ, ୨୬ା୧୨:ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ…

ବାଲିଗୁଡ଼ାରେ ବଡ଼ଦିନ ପର୍ବ, ଖଗେଶ୍ୱରଙ୍କ ସ୍ମୃତିରେ ଶହୀଦ ଦିବସ ପାଳିତ

ବାଲିଗୁଡ଼ା,୨୫।୧୨:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ବଡ଼ଦିନ ପର୍ବ ଶାନ୍ତି ଶୃଙ୍ଖଳା ଏବଂ ହର୍ଷଉଲ୍ଲାସରେ ପାଳିତ ହୋଇଯାଇଛି l ଏନେଇ କନ୍ଧମାଳ ଜିଲାରେ ଥିବା ଚର୍ଚ୍ଚଗୁଡ଼ିକୁ ଭଳିକିଭଳି ରଙ୍ଗବେରଙ୍ଗ ଆଲୋକମାଳାରେ ସଜ୍ଜିତ କରାଯାଇଛି। ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ଚର୍ଚ୍ଚରେ ପ୍ରାର୍ଥନା କରି ପରସ୍ପରକୁ ଶୁଭେଚ୍ଛା…

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୧୨: ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି।…

ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଦାରିଙ୍ଗବାଡ଼ି,୨୪ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ବଡ଼ଦିନ ପାଳନ ପାଇଁ ସମସ୍ତ ପ୍ରାର୍ଥନା ଗୃହ ସମେତ ଚର୍ଚ୍ଚରେ ସାଜସଜ୍ଜା କରାଯାଇଛି।  ରାତିରେ ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ସ୍ବାଗତ କରାଯିବା ପାଇଁ ବାଇବେଲ୍‌ ପଠନ, ସାମୁହିକ ପ୍ରାର୍ଥନା, ସଂଗୀତ ଭଜନ ଗାନ କରିବା ସହ ଶାନ୍ତି…

ବଡଦିନ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା

ଫୁଲବାଣୀ ଅଫିସ/ରାଇକିଆ(ଡି.ଏନ.ଏ.)୨୪ା୧୨: ଦିନକ ପରେ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ସେମାନଙ୍କ ପ୍ରମୁଖ ପର୍ବ ବଡଦିନ ପାଳନ କରିବେ। ଏଥିଲାଗି ଜିଲାର ସମସ୍ତ ଚର୍ଚ୍ଚ ଚଳଚଞ୍ଚଳ ହୋଇଉଠିଛି। ବଡ଼ଦିନକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି…

ଭୋପାଳରେ କମାଲ ଦେଖାଇଲେ ଆଦିବାସୀ ଯୁବତୀଯୁବକ

ବାଲିଗୁଡ଼ା,୨୩।୧୨(ଡି.ଏନ୍‌.ଏ.): ଭୋପାଳରେ କନ୍ଧମାଳର ଆଦିବାସୀ ଯୁବତୀଯୁବକ କମାଲ ଦେଖାଇଛନ୍ତି। ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମରେ ଭାଗନେଇ କନ୍ଧମାଳ ଟିମ୍‌ ପ୍ରଥମ ସ୍ଥାନ ଅଧିକାର କରିଛି । ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ କ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ୧୪ତମ…

ଶୀତରେ ଥରୁଛି ଜି.ଉଦୟଗିରି, ତାପମାତ୍ରା ରହିଛି…

ଜି.ଉଦୟଗିରି,୨୩ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହରରେ ଏକ ସପ୍ତାହ ହେବ ଶୀତର ଲହରି ଜାରିରହିଛି। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସୋମବାର ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଶୁକ୍ରବାର ମଧ୍ୟ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି…

ବଳାତ୍କାରୀଙ୍କୁ ୨୫ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୨ା୧୨: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୨ ହଜାର ଟଙ୍କା ଜରିମାନା…

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ବଳାତ୍କାରୀଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ତାଙ୍କୁ ୨୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri