କନ୍ଧମାଳ

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ ଅଭିଯୁକ୍ତ…

ବ୍ରାହ୍ମଣୀଗାଁ ପୋଲିସକୁ ସଫଳତା: ୨ ଫେରାର ଅଭିଯୁକ୍ତଙ୍କୁ ଗିରଫ

ଦାରିଙ୍ଗବାଡି, ୯।୪ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଥାନା ଅଞ୍ଚଳରେ ପୋଲିସର ଉପସ୍ଥିତକୁ ଲୋକଙ୍କୁ ଜଣାଇବା ଓ ଶାନ୍ତିଶୃଙ୍ଖଳା ପାଇଁ…

ପଞ୍ଚୁଦଣ୍ଡ ମିଳନରେ ଯୋଗଦେଲେ ହଜାର ହଜାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡିରେ ସୋମବାର ପଞ୍ଚୁଦଣ୍ଡ ମିଳନ ହେବା ସହ ମଙ୍ଗଳବାର କାର୍ଯ୍ୟକ୍ରମ ଶେଷ ହୋଇଛି। ପ୍ରକାଶ ଯେ, ସକାଳ ୮ଟାରେ ବିଭିନ୍ନ ଅଞ୍ଚଳର ଦଣ୍ଡ ଦଳ ଆସି ସିମନବାଡ଼ିରେ ପହଞ୍ଚି ଥିଲେ। ପୂର୍ବ ନିଦ୍ଧାରିତ ଅନୁସାରେ…

ସ୍କୁଟି ଦୁର୍ଘଟଣା: ମିଳିଲା ୩ ମୃତକଙ୍କ ପରିଚୟ

ରାଇକିଆ,୮ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ବ୍ରିଜ୍‌ରେ ସ୍କୁଟି ଦୁର୍ଘଟଣାରେ ୩ ଯୁବକଙ୍କ ମୁତ୍ୟୁ ଘଟିଛି। ରବିବାର ବିଳମ୍ବିତ ରାତିରେ ପାବୁରିଆରୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ମାନେ…

ବ୍ରିଜ୍‌ ତଳକୁ ଖସିଲା ସ୍କୁଟି, ଚାଲିଗଲା ୩ ଜୀବନ

ବାଲିଗୁଡ଼ା,୮ା୪: କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ମଣ୍ଡାକିଆରେ ସୋମବାର ଏକ ଦୁଃଖଦାୟକ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ସ୍କୁଟି ବୁଢ଼ାମାହା ବ୍ରିଜ୍‌ ତଳକୁ ଖସି ପଡ଼ିବାରୁ ୩ ଜଣଙ୍କ ଜୀବନ ଯାଇଛି। ଘଟଣାସ୍ଥଳରେ ରାଇକିଆ ପୋଲିସ ପହଞ୍ଚି ୩…

ଟେନ୍‌ସନ୍‌ରେ ବିଜେଡି: ବିଧାୟକ ପ୍ରାର୍ଥୀଙ୍କ କୁଶପୁତ୍ତଳିକା ଦାହ କଲେ ନିଜ ଦଳର କର୍ମୀ

ଖଜୁରିପଡ଼ା,୭ା୪(ବିଦୁର ବେହେରା): କନ୍ଧମାଳ ଜିଲାର ୩ ନିର୍ବାଚନମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥୀ ଘୋଷଣା କରିଛନ୍ତି। ଯେଉଁମାନଙ୍କୁ ଦଳ ପ୍ରାର୍ଥୀ କରିଛି, ତାହାକୁ ନେଇ ଏବେ ସବୁଠି ଅସନ୍ତୋଷର ସ୍ବର ଉଠିଥିବା ବେଳେ ଦେବେନ୍ଦ୍ର…

ନିର୍ବାଚନକୁ ପ୍ରଭାବିତ କରିବ ନିଶା

ଦାରିଙ୍ଗବାଡ଼ି,୭ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଚୋରାମଦ କାରବାର ବୃଦ୍ଧିପାଇଛି। ବିଶେଷକରି ସିମନବାଡ଼ି ଅଞ୍ଚଳରେ ଏହି କାରବାର ବୈଧ ଓ ମୁକ୍ତ ଭାବେ ଚାଲିଛି ଦିନ ଦ୍ବିପ୍ରହରରେ ମଧ୍ୟ ଏହିକାରବାର ବନ୍ଦ ହେବାର ନାମ ଧରୁନି। କେବଳ ଯେ…

ଅବାଧ ନିର୍ବାଚନ ପାଇଁ ଜିଲା ପ୍ରଶାସନର ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଆସନ୍ତା ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଅଞ୍ଚଳରେ ଏହି ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ କରାଯିବା ସହ ଲୋକଙ୍କୁ ଭୟଭୀତ ନ ହେବା ଓ ପ୍ରଭାବିତ ନ ହେବା…

ଆଦିବାସୀ କାର୍ଡ ଖେଳିପାରେ ବିଜେଡି: ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୫ା୪(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଜି. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ହେଲେ ବାଲିଗୁଡ଼ା ଆସନକୁ ଦଳ ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି। ଫୁଲବାଣୀ…

ରୋଚକ ହେଉଛି କନ୍ଧମାଳ ରାଜନୀତି

ଫୁଲବାଣୀ, ୫ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲାର ୩ ନିର୍ବାଚନ ମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥି ଘୋଷଣା କରିଛନ୍ତି। କେବଳ ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥି ଦେଇନାହିଁ ା ଯେଉଁମାନଙ୍କୁ ଦଳ ପ୍ରାର୍ଥି…

ବାଲିଗୁଡ଼ା ଆସନରେ ଆଦିବାସୀ କାର୍ଡ ଖେଳିପାରେ ବିଜେଡି, ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୪ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ବାଲିଗୁଡ଼ା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ…

ଭାଜପାରୁ ଇସ୍ତଫା ଦେଲେ ରାମଚନ୍ଦ୍ର ପାଙ୍ଗି

ନନ୍ଦପୁର, ୪।୪(ଶଙ୍କର ପୂଜାରୀ): ପଟାଙ୍ଗି ବିଧାନସଭା ଆସନ ପାଇଁ ଭାଜପା ଟିକେଟ ନ ମିଳିବାରୁ ଆଶାୟୀ ପ୍ରାର୍ଥୀ ତଥା ରାଜ୍ୟ ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ରାମଚନ୍ଦ୍ର ପାଙ୍ଗି ବୁଧବାର ପାର୍ଟିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?