୮ରୁ ଶୀତ ମହୋତ୍ସବ: ଯୋଗଦେବେ ଓଡିଶାର ସୁନାମଧନ୍ୟ କଳାକାର
ଦାରିଙ୍ଗବାଡି, ୫।୧ (ଅରୁଣ ସାହୁ ):ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ରେ ଶୀତ ମହୋତ୍ସବର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବିଡ଼ିଓ ତଥା ମହୋତ୍ସବ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥ ସୂଚନା ଦେଇଛନ୍ତି। ଆଇନ ଶୃଙ୍ଖଳାର…
କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା
ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ ୨୦୨୬ ପାଇଁ ରବିବାର ରାଇକିଆରେ ପହଞ୍ଚିଛି ମାସ୍କଟ ଓ ମଶାଲ । ଜିଲ୍ଲାର ପ୍ରତ୍ୟେକ…
ଆରମ୍ଭ ହେବ ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ମା’ ପଟ୍ଟଖଣ୍ଡାଙ୍କ ପୀଠରେ ପୂଜାର୍ଚ୍ଚନା ପରେ…
ଦାରିଙ୍ଗବାଡ଼ି,୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଆଉ କିଛିଦିନ ପରେ ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ସ୍ଥାନୀୟ ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦା ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ପୂର୍ବାହ୍ନରେ ଶୀତ ମହୋତ୍ସବ କମିଟି ପକ୍ଷରୁ ନିକଟସ୍ଥ…
ଘରୁ ଔଷଧ ଆଣିବାକୁ ବୁଲେଟ୍ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..
ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ଗାଡ଼ିରେ ଭୟଙ୍କର ନିଆଁ…
ଦାରିଙ୍ଗବାଡ଼ିରେ ବଢୁଛି ଫେରିବାଲାଙ୍କ ଉପଦ୍ରବ: ଦିନରେ ବେପାର, ସନ୍ଧ୍ୟାରେ ଲୁଟ୍ ପାଇଁ ଯୋଜନା…
ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ବୁଲା ବିକାଳୀ। ସେମାନଙ୍କ ଗତିବିଧି ଉପରେ ପୋଲିସର ନଜର ପଡୁ ନ ଥିବା ଯୋଗୁ ଦିନରେ ବୁଲା ବିକାଳୀ ଓ ସଂଧ୍ୟା ହେଲେ ଲୋକଙ୍କୁ ଲୁଟ ପାଇଁ…
ଅବାଧରେ ଚାଲିଛି ନିଶା କାରବାର: ବନ୍ଦ କରିବାକୁ ଆଇଆଇଆସିଙ୍କୁ…
ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି। ଅଞ୍ଚଳରେ ଶାନ୍ତି ଫେରି ଆସିବା ପାଇଁ ଅବାଧରେ ଚାଲିଥିବା ନିଶା କାରବାରକୁ ବନ୍ଦ କରାଯିବା ଆବଶ୍ୟକ ବୋଲି…
ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ ଏକ କାରରେ ଅପହରଣ କରି ନେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଯୁବତୀଙ୍କୁ ଅପହରଣ…
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି ଏହି ମହୋତ୍ସବ ପାଳନ କରାଯିବ। ଏଥିପାଇଁ ମଞ୍ଚକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ ଚଳିତବର୍ଷ…
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍ ସଂଗ୍ରହକାରୀ ଟିକେଟ୍ ବାବଦକୁ ଅର୍ଥ ସଂଗ୍ରହ କରୁଥିଲେ ସୁଦ୍ଧା ଯାତ୍ରୀଙ୍କୁ ଅର୍ଥ ବାବଦରେ ଟିକେଟ୍…
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ସାଜିଛି। ଏହି ଜଳପ୍ରପାତ ସହ ହଜାର ହଜାର ବର୍ଷରୁ ଅନେକ ଲୋକକଥା ଚର୍ଚ୍ଚାରେ…
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି ଜିରୋ ନାଇଟ ପାଇଁ ବଡ଼ ଧୁମଧାମ ରେ ପାଳିତ ହୋଇଯାଇଛି ବିଶେଷ କରି ଚର୍ଚ୍ଚ,…
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ରାଇକିଆ ମର୍ଣିଂ ଷ୍ଟାର କ୍ଳବର ସଦସ୍ୟମାନେ । ଗୁରୁବାର ସକାଳୁ ବଜାର ଚାରିଛକଠାରେ…
Archives


