କନ୍ଧମାଳ

ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ୫ ଗୁରୁତର

ଜି.ଉଦୟଗିରି,୧୦ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ନିକଟସ୍ଥ ଗୁଡ୍ରିପଡ଼ିଠାରେ ରବିବାର ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଛୋଟ ଛୁଆକୁ ମିଶାଇ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ବୁଲେଟ ଚାଳକ ସୁବ୍ରତ ପ୍ରଧାନ, ରଜନୀକାନ୍ତ ପ୍ରଧାନ, ବାଇକ ଚାଳକ ଲାଲୁ ନାୟକ, ରୁଚିମା...

ଟ୍ରକ୍‌ ଦୁର୍ଘଟଣାରେ ଆଖିବୁଜିଲେ ବୃଦ୍ଧ, ସ୍‌ଏଚ୍‌ ୫ ମୁଖ୍ୟ ରାସ୍ତାରୋକ

କୋଟଗଡ଼,୧୦।୯(ସରୋଜ ବଳିୟାରସିଂ ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ବଣ୍ଡା ପିପିଲି ଏସ୍‌ଏଚ୍‌ ୫ ରାସ୍ତାରେ ରବିବାର ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକ୍‌ ବୃଦ୍ଧଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବୃଦ୍ଧ...

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହିବା ସହ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଉକ୍ତ ବ୍ଲକର ୨୫ ପଞ୍ଚାୟତର ଶତାଧିକ ବିଭିନ୍ନ ବର୍ଗର ଶିକ୍ଷକ ବିଭିନ୍ନ ଦାବି...

ନିଖୋଜ ଥିଲେ: ଜଙ୍ଗଲରୁ ମିଳିଲା ମୃତଦେହ

ରାଇକିଆ,୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ନିକଟ ଦେରିନାଜୁ ଗ୍ରାମ ନିକଟ ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଗୁରୁବାର ଜବତ କରିଛି। ମୃତ ବ୍ୟକ୍ତି ଜଣକ ହେଲେ ଦେରିନାଜୁ ଗ୍ରାମର ବିଟୁ ପ୍ରଧାନ। ମିଳିଥିବା ସୂଚନା...

ସ୍କୁଲ ଫାଟକରେ ତାଲା ପକାଇଲେ ଠିକାଦାର, ବାହାରେ ପଢ଼ିଲେ ପିଲା

ବାଲିଗୁଡ଼ା,୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ପକାରୀରେ ୫-ଟି ଯୋଜନାରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କାମ କରି ଦୀର୍ଘ ଦିନ ପରେ ବି ଠିକାଦାରଙ୍କୁ ବିଲ୍‌ ମିଳିପାରିନାହିଁ। ଏ ନେଇ ଠିକାଦାର...

ଶ୍ୱଶୁର ଘରକୁ ବୁଲିବାକୁ ଆସି ନଦୀକୁ ଖସିପଡ଼ିଲେ ଜ୍ୱାଇଁ

ବାଲିଗୁଡ଼ା/କୋଟଗଡ଼,୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ/ ସରୋଜ ବଳିୟାରସିଂ): ପୋଲରୁ ନଦୀ ଗର୍ଭରେ ଖସିପଡ଼ି ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ ଘଟିଛି। ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ...

ଫିଲ୍ମ ଷ୍ଟାଇଲ୍‌ରେ କରିଥିଲେ ଅପହରଣ, ଧରାପଡ଼ିଲେ ୧୦ ଅଭିଯୁକ୍ତ

କୋଟଗଡ଼,୬ା୯(ସରୋଜ ବଳିୟାରସିଂ): ଫିଲ୍ମ ଷ୍ଟାଇଲ୍‌ରେ ଆସି ଦୁଇ ଜଣଙ୍କୁ ଅପହରଣ କରିନେଇଥିଲେ। ଏହି ଅଭିଯୋଗରେ ୧୦ ଅପହରଣକାରୀଙ୍କୁ ବୁଧବାର ଗିରଫ କରିଛି ବାଲିଗୁଡ଼ା ପୋଲିସ। ଏଥିସହିତ ଅପହରଣରେ ବ୍ୟବହୃତ ଗୋଟିଏ ବୋଲେରୋ ଓ ଗୋଟିଏ ଇନୋଭା କାର୍‌କୁ ମଧ୍ୟ ଜବତ...

ରାଇକିଆରେ ଜନ୍ମାଷ୍ଟମୀ

ରାଇକିଆ,୬ା୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସରସ୍ବତୀ ଶିଶୁ ମନ୍ଦିରରେ ବୁଧବାର ପବିତ୍ର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ଶିଶୁମାନେ ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ସହର ପରିକ୍ରମା କରିଥିଲେ। ଜନ୍ମାଷ୍ଟମୀ ପୂଜାର୍ଚ୍ଚନା ସହ ଦହି ହାଣ୍ଡି ଭଙ୍ଗନ, ଭଜନ,...

ରାଜସ୍ବ ନିରୀକ୍ଷକଙ୍କ ଅଫିସରେ ତାଲା

ଖଜୁରିପଡ଼ା,୫ା୯(ବିଦୁର ବେହେରା): ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ବିଭିନ୍ନ ସମ୍ପ୍ରଦାୟର ଲୋକଙ୍କ ଜମି ଜମା, ଜାତି ଗତ ପ୍ରମାଣ ପତ୍ର, ବାସିନ୍ଦା ପ୍ରମାଣ ପତ୍ର ଆଦି ସମସ୍ୟାର ସମାଧାନ ପାଇଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଖୋଲାଯାଇଛି। କିନ୍ତୁ ରାଜସ୍ବ ନିରୀକ୍ଷକ...

ଧସିଲା ବାଘ ନଦୀ ବିଜୁ ସେତୁ ଗାର୍ଡ ୱାଲ୍‌

ଫିରିଙ୍ଗିଆ ୫ା୯(ବିକ୍ରମ ଦିଗାଲ): ସରକାର ଜନସାଧାରଣଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି କାର୍ଯ୍ୟ କରୁଛନ୍ତି । କିନ୍ତୁ ବିଭାଗୀୟ ଅଧିକାରୀ ଯନ୍ତ୍ରୀ କି ଠିକାଦାର ମାନଙ୍କ ମନମୁଖୀ କାର୍ଯ୍ୟ ପାଇଁ ଅନେକ ଜାଗାରେ...

ଇନୋଭାରେ ଆସି ଦୁଇ ମାଂସ ବ୍ୟବସାୟୀଙ୍କୁ ଉଠାଇ ନେଲେ ଦୁବୃର୍ତ୍ତ

ବାଲିଗୁଡ଼ା, ୫।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟସ୍ଥ ବନ୍ଧଛକ ବୁଡ଼ାଗୁଡା ରାସ୍ତା ନିକଟରୁ ମଙ୍ଗଳବାର ସଂଧ୍ୟା ୬ଟା ସମୟରେ ଦୁଇଟି ଗାଡ଼ିରେ କିଛି ଦୁର୍ବୃତ୍ତ ଆସି ହାଟପଦା ସାହିର ମାଂସ ବ୍ୟବସାୟୀ ହେମନ୍ତ ଗଣ୍ଡା ଓ...

ଶୁଣିଲାନି ପ୍ରଶାସନ, କେନାଲ ସଫାକଲେ ଗ୍ରାମବାସୀ

ଖଜୁରିପଡ଼ା,୪ା୯(ବିଦୁର ବେହେରା): ଦୀର୍ଘ ଦିନରୁ ଶାଖା କେନାଲ ସମସ୍ୟା ଲାଗି ରହିଥିଲେ ବି ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ ନ କରାଯିବାରୁ ଜମି ଫସଲ ସୁରକ୍ଷା ପାଇଁ ଗ୍ରାମବାସୀ ଅଣ୍ଟା ଭିଡ଼ି କେନାଲ ସଫା କଲେ। ଖଜୁରିପଡ଼ା ବ୍ଲକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri