କନ୍ଧମାଳ

ଭୋପାଳରେ କମାଲ ଦେଖାଇଲେ ଆଦିବାସୀ ଯୁବତୀଯୁବକ

ବାଲିଗୁଡ଼ା,୨୩।୧୨(ଡି.ଏନ୍‌.ଏ.): ଭୋପାଳରେ କନ୍ଧମାଳର ଆଦିବାସୀ ଯୁବତୀଯୁବକ କମାଲ ଦେଖାଇଛନ୍ତି। ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମରେ ଭାଗନେଇ କନ୍ଧମାଳ ଟିମ୍‌ ପ୍ରଥମ ସ୍ଥାନ ଅଧିକାର କରିଛି । ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ କ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ୧୪ତମ…

ଶୀତରେ ଥରୁଛି ଜି.ଉଦୟଗିରି, ତାପମାତ୍ରା ରହିଛି…

ଜି.ଉଦୟଗିରି,୨୩ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହରରେ ଏକ ସପ୍ତାହ ହେବ ଶୀତର ଲହରି ଜାରିରହିଛି। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସୋମବାର ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଶୁକ୍ରବାର ମଧ୍ୟ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି…

ବଳାତ୍କାରୀଙ୍କୁ ୨୫ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୨ା୧୨: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୨ ହଜାର ଟଙ୍କା ଜରିମାନା…

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ବଳାତ୍କାରୀଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ତାଙ୍କୁ ୨୨…

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୨୨।୧୨(ଡି.ଏନ୍‌.ଏ): ଗତ ଚାରି ଦିନ ହେବ ଶୀତରେ ଥରୁଛି ଜି ଉଦୟଗିରି ସହର। ଏଠାରେ ଗୁରୁବାର ଦିନ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ ରହିଛି ବୋଲି ପାଣିପାଗ ତାପ ମାପକ ଯନ୍ତ୍ର ଦାୟିତ୍ୱରେ ଥିବା ଅଧିକାରୀ କହିଛନ୍ତି। ସୋମବାର ଦିନଠାରୁ…

୧୪ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): ପୋଲିସ ଓ ଅବକାରୀ ବିଭାଗର ମିଳିତ ପ୍ରୟାସରେ ପୁଣି ନଷ୍ଟ ହୋଇଛି ୧୪କୋଟି ଟଙ୍କାର ବେଆଇନ ଗଞ୍ଜେଇ ଗଛ। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ପଞ୍ଚାୟତ ପୁଷାଙ୍ଗିଆ,ପାଲୁଙ୍କିଆ ଓ ଜକିକିଆ ଅଞ୍ଚଳର ୧୪୦ ଏକର ଜଙ୍ଗଲ ଜମିରେ ହୋଇଥିବା…

କାର୍‌-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଆହତ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ତୁମୁଡ଼ିବନ୍ଧ ଥାନା ମାଲିପଡ଼ା ଅଞ୍ଚଳର ଜିହୁଦା ପରାସେଠ୍‌ ହୋଇଥିବା ସୂଚନା। ବୁଧବାର ମାଳିପଡ଼ା ଅଞ୍ଚଳର ଦୁଇଜଣ ଯୁବକ କୌଣସି ଏକ କାମରେ…

ମରାମତିରେ ଚାଲିଛି ୧୩୩ ବର୍ଷର ପୁରୁଣା ବିଦ୍ୟାଳୟ

ରାଇକିଆ,୨୧ା୧୨(ଡି.ଏନ୍‌.ଏ.): ଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଶିକ୍ଷାଦାନଠାରୁ ଆରମ୍ଭ କରି ଭିତ୍ତି ଭୂମି ପର୍ଯ୍ୟନ୍ତ ଯଥା ସମ୍ଭବ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ବିଦ୍ୟାଳୟ ଭଳି ଯୋଜନା ହାତକୁ ନେଇ ଅତ୍ୟାଧୁନିକ ବୈଷୟିକ ଶିକ୍ଷା ବ୍ୟବସ୍ଥା ଯୋଗାଇ…

ଦାରିଙ୍ଗବାଡିକୁ ଫେରିଲା ଶୀତ

ଦାରିଙ୍ଗବାଡି,୧୯।୧୨(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣି ଶୀତ ଫେରିଛି। ସୋମବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ମ ତାପମାତ୍ରା ୯ ଡିଗ୍ରୀ ରହିଥିବା ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର କହିଛନ୍ତି । ଗତ ମଙ୍ଗଳବାର ଅଞ୍ଚଳରେ ସର୍ବନିମ୍ମ…

ମୃତକଙ୍କ ପରିବାରକୁ ଠିକାସଂସ୍ଥା ଦେବ ଦେଢ଼ ଲକ୍ଷ ଲେଖାଏ ଟଙ୍କା: ହଟିଲା ଆନ୍ଦୋଳନ

ବାଲିଗୁଡ଼ା,୧୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସୁରୁବାଲି ବୁଲାଣି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣାରେ ବଡ଼ଗାଁ ଅଞ୍ଚଳର ଦୁଇ ଯୁବକ ରାକେଶ ମଲ୍ଲିକ(ଲିଚୁ) ଓ ଅଚ୍ୟୁତାନନ୍ଦ ନାୟକଙ୍କ ଜୀବନ ଚାଲିଯାଇଥିଲା। ଉଭୟେ ମହାସିଙ୍ଗି ଆଡୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ବେଳେ ସୁରୁବାଲି ଗାଁ…

ଜି.ଉଦୟଗିରିରେ ଅସହ୍ୟ ଶୀତ: ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ

ଜି.ଉଦୟଗିରି,୧୯ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ଦୁଇଦିନ ହେବ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରିବା କଷ୍ଟ ହେଉଛି। ଜି.ଉଦୟଗିରି କୃଷି ପାଣିପାଗ ମାପକ କେନ୍ଦ୍ର ପକ୍ଷରୁ ଜି.ଉଦୟଗିରିରେ ସୋମବାର ସର୍ବନିମ୍ନ ତାପମାତ୍ରା ୫…

ଗାଡ଼ି ଧକ୍କାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ

କୋଟଗଡ଼,୧୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସିରୁବାଲିଠାରେ ଆରକେଡି ଗାଡ଼ି ଦୁର୍ଘଟଣାରେ ରବିବାର ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଦ୍ୱୟ ହେଲେ ବଡ଼ଗାଁର ରାକେଶ ମଲିକ ଓ ରାଇକିଆ ଅଞ୍ଚଳର ଅଚ୍ୟୁତାନନ୍ଦ ନାୟକ। ପୋଲିସ ଆରକେଡି ଗାଡ଼ିକୁ ଛାଡ଼ିଦେବା ପ୍ରତିବାଦରେ ସୋମବାର ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri