କନ୍ଧମାଳ

ମିଳିଲାନି ଟିକେଟ: ବିଜେଡି ଛାଡ଼ିଲେ ପର୍ଶୁରାମ, ଦେବେନ୍ଦ୍ର

ସୋର/ଫୁଲବାଣୀ, ୪।୪(ଜନ୍ମେଜୟ ମିଶ୍ର/ ରାକେଶ କୁମାର ରାଉତ)ବିଜେଡି ବୁଧବାର ୨୭ ବିଧାନସଭା ଆସନ ଲାଗି ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଟିକେଟ ନ ମିଳିବାରୁ ସୋର ବିଧାୟକ ପର୍ଶୁରାମ ଧଡ଼ା ଓ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର…

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି କୋର୍ଟ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା ୬ ଆହତ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ। ଅଟୋରେ ବସିଥିବା ୬…

ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଅଟୋ; ଜଣେ ମୃତ, ୬ ଆହତ

ଦାରିଙ୍ଗବାଡି,୩।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ ପ୍ରଧାନ।…

ଟିକେଟ୍‌ ଘୋଷଣା ପରେ ଉତ୍ସାହିତ କଂଗ୍ରେସ କର୍ମୀ, ଏଥର ଜିତିବୁ

ଦାରିଙ୍ଗବାଡି,୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ କଂଗ୍ରେସ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିଥିବା ବେଳେ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଭାବେ ଅମୀର ଚାନ୍ଦ ନାୟକଙ୍କୁ ଦଳ ଟିକେଟ୍‌…

ମାନଗୋବିନ୍ଦଙ୍କ ଉପରେ ପୁଣି ଆସ୍ଥା ପ୍ରକଟ କଲା ଭାଜପା

ଦାରିଙ୍ଗବାଡି,୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି। ଦଳ ପକ୍ଷରୁ ମାନଗୋବିନ୍ଦ ପ୍ରଧାନଙ୍କୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବରୁ ଦଳ ୨୦୧୪ରେ…

ବ୍ରାହ୍ମଣୀଗାଁ ପୋଲିସକୁ ବଡ଼ ସଫଳତା: ୬ ଗିରଫ, କୋର୍ଟଚାଲାଣ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): ଆଗକୁ ସାଧାରଣ ନିର୍ବାଚନ ରହିଛି ଅଞ୍ଚଳରେ କିଭଳି ଶାନ୍ତି ଶୃଙ୍ଖଳା ରହିବ ଏବଂ ଅବାଧରେ ନିର୍ବାଚନ ହୋଇପାରିବ। ସେନେଇ ଜିଲା ପୋଲିସ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏଭଳି ଦେଖିବାକୁ ମିଳିଛି ଦୁର୍ଗମ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସନ ମୋଡ୍‌ରେ ପୋଲିସ

ଦାରିଙ୍ଗବାଡି,୧।୪ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଅବାଧ ଓ ନିରପେକ୍ଷ ନିର୍ବାଚନ କରିବା ଲକ୍ଷ୍ୟରେ ପୋଲିସ ଏବେ ଆକ୍ସନ ମୋଡରେ ଅଛି। ବିଭିନ୍ନ ଛକ ଗୁଡିକରେ ବ୍ଲକିଂ କରି ଗାଡିମୋଟର ଯାଞ୍ଚ କରିବା ସହ ସାଦା ପୋଷାକରେ ପୋଲିସ ପଇଁତରା ମାରୁଛି। ସେହିପରି…

ନିର୍ବାଚନ ପୂର୍ବରୁ ଠାବ ହେଲା ଦେଶୀ ବନ୍ଧୁକ କାରଖାନା

ରାଇକିଆ,୧ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ଦେଶୀ ବନ୍ଧୁକ ତିଆରି କାରଖାନ ଠାବ କରିଛି। ଦେଶୀ ବନ୍ଧୁକ ତିଆରି କରିବା ଅଭିଯୋଗରେ ସୋମବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ରାଇକିଆ…

ରାସ୍ତା ନ ଥିବାରୁ ଦୋଳାରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୩୧ା୩(ଅରୁଣ ସାହୁ)ଦାରିଙ୍ଗବାଡ଼ିର ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାରୁ ମୁକ୍ତି ମିଳୁନି। ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନା ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ହାସ୍ୟାସ୍ପଦ ପାଲଟିଛି। ବାଇକ୍‌ ଆମ୍ବୁଲାନ୍ସ ଅନେକ ସମୟରେ ଲୋକଙ୍କୁ ସହାୟତା କରୁଥିବା ବେଳେ ଯେଉଁଠି ସମ୍ପୂର୍ଣ୍ଣ ରାସ୍ତାଟିଏ ନାହିଁ…

ନିର୍ମାଣରେ ତ୍ରୁଟି, ଭୁଶୁଡ଼ିବ ମେଡିକାଲ କଲେଜ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ)କନ୍ଧମାଳ ଜିଲାର ବହୁ ପ୍ରତୀକ୍ଷିତ ମେଡିକାଲ କଲେଜ ନିର୍ମାଣରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି ା କେହି ତ୍ରୁଟି କଲେ କାଳେ କିଏ ଧରିବ, ତାହାକୁ ନଜରରେ ରଖି ନିର୍ମାଣାଧୀନ ମେଡିକାଲ କଲେଜ ପରିସରକୁ କାହାରିକୁ ଛଡ଼ାଯାଉନି। ଏପରିକି…

ପ୍ରାର୍ଥୀ ଚୟନ ବିଳମ୍ବ: କଂଗ୍ରେସ, ଭାଜପା କର୍ମୀ ନିରାଶ

ଦାରିଙ୍ଗବାଡ଼ି,୩୧ା୩ (ଅରୁଣ ସାହୁ)କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ବିଧାନସଭା ପ୍ରାର୍ଥୀ ଘୋଷଣା ପରେ ଏବେ ସମସ୍ତଙ୍କ ନଜର କଂଗ୍ରେସ ଓ ଭାଜପା ଉପରେ। ପ୍ରାର୍ଥୀ ଘୋଷଣା କରିବାରେ ବିଜେଡି ଆଗୁଆ ରହିଥିବା ବେଳେ ଦଳୀୟ କର୍ମୀ ଓ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?