ସ୍କୁଲରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର
ଖଜୁରୀପଡ଼ା,୨୭ା୨: ବିଦ୍ୟାଳୟରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର। ଏହି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଝାଡ଼ବଲସକୁମ୍ପା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପରିବର୍ତ୍ତେ ସ୍କୁଲରେ ରୋଷେଇ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି…
ମାଓବାଦୀ ମୁକ୍ତ ପାଇଁ ଗୋଇନ୍ଦା ନିର୍ଦ୍ଦେଶକଙ୍କ ଆହ୍ବାନ
ବାଲିଗୁଡା,୨୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆର୍ପିଏଫ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଆଇଜି ଅପରେଶନ ଅମିତାଭ ଠାକୁର, ଆଇଜି ସିଆର୍ପିଏଫ ଏସ.କେ…
ସିଆର୍ପିଏଫ୍ ଯବାନ କହି ଠକି ନେଲେ ୮୩ ହଜାର
ବାଲିଗୁଡା,୨୩।୨: ନିଜକୁ ସିଆର୍ପିଏଫ୍ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା। ଶଙ୍କରଙ୍କ…
ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ
ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା ଦୋକାନ ରହିଛି। ମଙ୍ଗଳବାର ସନ୍ଧ୍ୟାରେ ଗହଳି ସୁଯୋଗ ନେଇ କେହି ଜଣେ ବ୍ୟକ୍ତି ଏକ…
୬୦% ଜବ୍କାର୍ଡଧାରୀ କାମ ପାଇଁ ଇଚ୍ଛୁକ ନୁହନ୍ତି
ଫୁଲବାଣୀ ଅଫିସ, ୨୨।୨: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) ଏବେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏହି ଯୋଜନାରେ ବ୍ଲକ ସମେତ ଅନ୍ୟ ବିଭାଗରେ କାମ କରାଯାଉଛି। ବିଶେଷ କରି କୋଭିଡ ପରେ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୨୧ା୨: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ସୋମବାର ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…
ଦୁଇ ମାସରେ ଷ୍ଟ୍ରବେରୀ ଦେଲାଣି ଦେଢ଼ ଲକ୍ଷ
ଦାରିଙ୍ଗବାଡି,୨୧ା୨(ଡି.ଏନ.ଏ.): ଓଡ଼ିଶାର କାଶ୍ମୀରକଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଷ୍ଟ୍ରବେରୀ ଚାଷ ଏବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ବଡ଼ ସଫଳତା ଦେଇଛି। ପୂର୍ବେ ବର୍ଷକୁ ରୋଜଗାର ମାତ୍ର ୧୦ ହଜାର ଟଙ୍କା ହେଉଥିବା ବେଳେ ଏବେ ଦୁଇ…
ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ
ବାଲିଗୁଡା,୨୦।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ପକ୍ଷରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ବେଆଇନ ଭାବରେ ଲାଗିଥିବା ଗଞ୍ଜେଇ…
କନ୍ଧମାଳ ହଳଦୀ ଦେଖି ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ, କଫି ପ୍ୟାକେଟ୍ ବି କିଣିଲେ
ଦାରିଙ୍ଗବାଡ଼ି,୧୮ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର ହଳଦୀ ପାଇଁ ବିଶ୍ୱ ବିଖ୍ୟାତ ହୋଇପାରିଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ କନ୍ଧମାଳ ହଳଦୀର…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ବିକ୍ଷୋଭ
ରାଇକିଆ,୧୬।୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକ ସଭାପତି ରାଜମୋହନ ଦିଗାଲଙ୍କ ନେତୃତ୍ୱରେ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ…
ସ୍କୁଲରେ ଶିକ୍ଷକଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା,ଥାନାରେ ପ୍ରଥମ ସ୍ତ୍ରୀଙ୍କ ଏତଲା
ଦାରିଙ୍ଗବାଡ଼ି(ଡି.ଏନ୍.ଏ.)/ ଫୁଲବାଣୀ ଅଫିସ, ୧୬ା୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଜଣେ ଶିକ୍ଷକ ସେହି ସ୍କୁଲରେ ଦ୍ୱିତୀୟ ବିବାହ କରିଥିବା ଚର୍ଚ୍ଚା ହେଉଛି। ସ୍କୁଲରେ ପାଠପଢ଼ା ସମୟରେ ସମ୍ପୃକ୍ତ ଶିକ୍ଷକ ଜଣଙ୍କ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକଙ୍କ ଉପସ୍ଥିତିରେ ଜଣେ…
ଯନ୍ତ୍ରୀଙ୍କ ଘରୁ ବାଳଶ୍ରମିକ ଉଦ୍ଧାର
ଫୁଲବାଣୀ ଅଫିସ,୧୫ା୨: ଫୁଲବାଣୀ କ୍ଷୁଦ୍ର ଜଳସେଚନ (ଏମ୍ଆଇ) ବିଭାଗ ଯନ୍ତ୍ରୀଙ୍କ ଘରୁ ଜଣେ ବାଳଶ୍ରମିକଙ୍କୁ ବୁଧବାର ଚାଇଲ୍ଡ ଲାଇନ ଏବଂ ଜିଲା ଶ୍ରମ ବିଭାଗ ଅଧିକାରୀ ଚଢ଼ାଉ କରି ଉଦ୍ଧାର କରିଛ। ନାବାଳକଙ୍କୁ ଜିଲା ମଙ୍ଗଳ କମିଟି(ସିଡବ୍ଲ୍ୟୁସି)ରେ ହାଜର କରାଯିବା ପରେ…
Archives


