କନ୍ଧମାଳ

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା…

ପ୍ରେମ ପରେ ପ୍ରତାରଣା, ଥାନାରେ ପହଞ୍ଚିଲେ ପ୍ରେମିକା

ଖଜୁରିପଡ଼ା,୨୧ା୩(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ପିରିକୁଡ଼ି ପଞ୍ଚାୟତ ଅଞ୍ଚଳର ଜଣେ ଯୁବତୀ ପ୍ରେମ ପ୍ରତାରଣାର ଶିକାର ହୋଇଛନ୍ତି। ପ୍ରେମିକ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା, ଗର୍ଭ ନଷ୍ଟ କରିବା ଏବଂ ଶେଷରେ ଯୁବତୀକୁ ଚିହ୍ନି…

ଜଙ୍ଗଲ ସୁରକ୍ଷା ଉପରେ ବକ୍ତବ୍ୟ ରଖି ନମୋଜିନୀ ପୁରସ୍କୃତ

ଦାରିଙ୍ଗବାଡି,୨୧।୩ (ଅରୁଣ ସାହୁ ): ଅନୁଗୋଳରେ ଆୟୋଜିତ ୨ ଦିନିଆ ଚତୁର୍ଥ ଓଡ଼ିଶା ନଦୀ ସମ୍ମିଳନୀରେ ଦାରିଙ୍ଗବାଡି ବ୍ଲକର ମହିଳା ସ୍ବୟଂସହାୟକଙ୍କୁ ପୁରସ୍କୃତ କରାଯାଇଛି। ସମ୍ମିଳନୀରେ ଜଳବାୟୁ ପରିବର୍ତ୍ତନ ପାଇଁ ସାମାଜିକ, ଅର୍ଥନୈତିକ, ପରିବେଶ ଏବଂ ସାଂସ୍କୃତିକ ସ୍ଥିରତା ସମ୍ପର୍କରେ ଆଲୋଚନା…

ପ୍ରସବ ଯନ୍ତ୍ରଣାରେ ଛଟପଟ ଆଶାଦିଦିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହା ହୋଇ ଗଲେ ହସ୍ପିଟାଲ

ଦାରିଙ୍ଗବାଡି,୨୧।୩(ଅରୁଣ ସାହୁ)ଷକନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ଗଦାପୁର ପଞ୍ଚାୟତ ନିଲାକ୍ଲିଉଠାରୁ ସିକବାଡ଼ିକୁ ସବୁଦିନିଆ ପକ୍କା ରାସ୍ତାଟିଏ ନାହିଁ। ଉକ୍ତ ଅଞ୍ଚଳର ଜଣେ ଗର୍ଭବତୀ ମହିଳାଙ୍କୁ ଭାର ସାହାଯ୍ୟରେ ପ୍ରାୟ ୩ କିମି ରାସ୍ତା ବୋହି ନିଆଯାଉଥିବା ଏକ ଭିଡିଓ ମୋବାଇଲକୁ…

୨୦ ଲକ୍ଷ ଟଙ୍କା ହଡ଼ପ କରି ବିଇଓ ଗିରଫ

ଦାରିଙ୍ଗବାଡ଼ି/ଫୁଲବାଣୀ ,୨୧ା୩(ଅରୁଣ ସାହୁ/ରାକେଶ ରାଉତ): ନ୍ୟାଶନାଲ ପେନ୍‌ସନ୍‌ ସିଷ୍ଟମ(ଏନ୍‌ପିଏସ୍‌)ର ୨୦ ଲକ୍ଷ ଟଙ୍କା ହଡ଼ପ କରି ଭିଜଲାନ୍ସ ପଞ୍ଝାରେ ପଡ଼ି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର ଗିରଫ ହୋଇଛନ୍ତି। ବୁଧବାର ତାଙ୍କୁ ଦାରିଙ୍ଗବାଡ଼ିରୁ ଭିଜିଲାନ୍ସ ଉଠାଇ ନେଇ ଫୁଲବାଣୀରେ…

ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ

କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ…

ପଖାଳ ଦିବସରେ ଡିଜିଟାଲ ଆର୍ଟ କଲେ ନିହାର

ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ନିହାର ରଞ୍ଜନ ସାହୁ ମୋବାଇଲରେ ଡିଜିଟାଲ ଆର୍ଟ ମାଧ୍ୟମରେ ଅନେକ ଫଟୋ ଆଙ୍କି ସାରା ଜିଲା ତଥା ରାଜ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଥିବା ବେଳେ ପଖାଳ ଦିବସରେ ଶ୍ରୀ…

ଦାରିଙ୍ଗବାଡ଼ିରେ ପୁଣି ଶୀତର ପ୍ରକୋପ: ନିଆଁ ଲଗାଇ ବସୁଛନ୍ତି ଲୋକେ 

ଦାରିଙ୍ଗବାଡ଼ି,୨୦।୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଗତ ୩ ଦିନ ହେଲା ଅଞ୍ଚଳରେ ପାଗ କୋହଲା ରହୁଛି। ବର୍ଷା ଯୋଗୁ ଶୀତର ପ୍ରକୋପ ବୃଦ୍ଧି ପାଇ ହଠାତ ତାପମାତ୍ରା ହ୍ରାସ ଘଟି…

ନଡ଼ିଆ ତୋଳିବା ବେଳେ ଚାଲିଗଲା ଜୀବନ

ବାଲିଗୁଡ଼ା,୧୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନଡ଼ିଆ ତୋଳିବା ବେଳେ ଗଛରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ…

ଆଦର୍ଶ ଆଚରଣ ବିଧି ଲାଗୁ ପରେ ହୋର୍ଡିଂ ହଟାଇଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭ା୩(ଅରୁଣ ସାହୁ): ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶନିବାର ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ତାରିଖ ଘୋଷଣା କରିବା ପରେ ନେତାମାନେ ତତ୍ପରତା ଦେଖାଉଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ଅବାଧ ସାଧାରଣ ନିର୍ବାଚନ କରାଇବା ପାଇଁ…

ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ କିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?