କନ୍ଧମାଳ

ବିଦ୍ୟୁତ୍‌ ଆଘାତରେ ପାର୍କ କର୍ମଚାରୀଙ୍କ ଜୀବନ ଗଲା

ବାଲିଗୁଡ଼ା,୧୫ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରର ମଧ୍ୟ ଭାଗରେ ରହିଥିବା ତ୍ରିବେଦୀ ପାର୍କର କର୍ମଚାରୀ ଦିବାକର ବିନ୍ଧାଣି (୪୨)ଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସବୁଦିନ ପରି ଦିବାକରଙ୍କ ସହ ୮ଜଣ ପାର୍କକୁ ଆସି ନିଜ କାମ…

କେରଳରେ ସଡ଼କ ଦୁର୍ଘଟଣାରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ରାଇକିଆ,୧୪ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ପେଟାପାଙ୍ଗା ପଞ୍ଚାୟତ ଡାମ୍ବାକିଆ ଗ୍ରାମର ଯାଦବ ନାୟକ (୨୭)ଙ୍କର କେରଳରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୮ ବର୍ଷ ହେଲା କେରଳର ଏର୍ନାକୁଲୋମ ଜିଲା ପେରୂମବାବର୍‌ ଅଞ୍ଚଳରେ ପ୍ଲାଏ କମ୍ପାନୀରେ କାମ…

ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି,୧୧ା୨(ଶିଶିର ପଟ୍ଟନାୟକ): ପଦ୍ମ ବେଶରେ ରବିବାର ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଏନେଇ ଜି.ଉଦୟଗିରି ଜଗନ୍ନାଥ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। କମିଟି ପକ୍ଷରୁ ଅଶୋକ କୁମାର…

ଫିରିଙ୍ଗିଆ ଥାନାଧିକାରୀଙ୍କ ନାଁରେ ବଳାତ୍କାର ମାମଲା

ଭୁବନେଶ୍ୱର,୫ା୨(ସତ୍ୟଜିତ୍‌ ରାଉତ): ଗଞ୍ଜାମ ଜିଲା ପାଟପୁର ଥାନାର ପୂର୍ବତନ ଥାନାଧିକାରୀ ରମେଶ ପ୍ରଧାନଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଜଣେ ମହିଳା ଏସ୍‌ଆଇଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ରମେଶ ବର୍ତ୍ତମାନ କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଧିକାରୀ ଅଛନ୍ତି।…

ଭୋଜି ଖାଉଥିବା ବେଳେ ହୃଦଘାତରେ ଉଡ଼ିଗଲା ଯୁବ ଅଧ୍ୟାପକଙ୍କ ପ୍ରାଣବାୟୁ

ଭଞ୍ଜନଗର,୪ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ. ଆମାସ ପାଟମାଝୀ(୩୪) ରବିବାର ଅପରାହ୍ନରେ ହୃଦଘାତରେ ପରଲୋକ ହୋଇଯାଇଛି। ତାଙ୍କ ଘର ଗଜପତି ଜିଲା ମୋହନା ବ୍ଲକ ପାନିଗଣ୍ଡା ପଞ୍ଚାୟତ ଅଧୀନ…

ଯବାନ- ମାଓବାଦୀ ଗୁଳି ବିନିମୟ: ମାଓବାଦୀ ଦାସ୍ରୁ ନିହତ

ଫୁଲବାଣୀ,୪।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ବାଲିଗଡ଼ା ସୁଡ୍ରା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳିକାଣ୍ଡରେ କ୍ୟାଡର ମୋଷ୍ଟୱାଣ୍ଟେଡ ମାଓବାଦୀ ନେତା ଦାସ୍ରୁ ନିହତ ହୋଇଛନ୍ତି। ଏହି ଘଟଣାରେ ଜଣେ ଡିଭିଏଫ୍‌ ଯବାନ ଗୁରୁତର ହୋଇ…

୩ କି.ମି. ଦୂର ଝରଣାରୁ ଶିକ୍ଷକ ବୋହୁଛନ୍ତି ପାଣି

ଦାରିଙ୍ଗବାଡି,୪ା୨(ଅରୁଣ ସାହୁ )ଦାରିଙ୍ଗବାଡି ବ୍ଲକରେ ରହିଥିବା ବିଦ୍ୟାଳୟରେ ପିଇବାପାଣିର ସମସ୍ୟା ଦେଖାଦେଇଛି। ମଧ୍ୟାନ୍ନଭୋଜନ ପ୍ରସ୍ତୁତି ପାଇଁ ପାଣିକୁ ବାଇକ୍‌ରେ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ବୋହିବା ଘଟଣା ଏବେ ମୋବାଇଲରୁ ମୋବାଇଲ ଭାଇରାଲ ହେଉଛି। ଏଥିସହ ସାମାଜିକ ଗଣମାଧ୍ୟମରେ ସ୍ଥାନୀୟ…

ସୁଡ୍ରା ଜଙ୍ଗଲରେ ଯବାନ-ମାଓବାଦୀ ଗୁଳି ବିନିମୟ, ଡିଭିଏଫ ଯବାନ ଆହତ, ମାଓବାଦୀ ଗୁରୁତର

ଫୁଲବାଣୀ,୩ା୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ଅଞ୍ଚଳରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଡିଭିଏଫ୍‌ ଯବାନ ଆହତ ହୋଇଛନ୍ତି। ସେହିପରି ଜଣେ ମାଓବାଦୀ ଗୁରତର ଆହତ ହୋଇଥିବା ଅନୁମାନ…

ପିଇବା ପାଣି, ଶିକ୍ଷାର ଅବ୍ୟବସ୍ଥା ନେଇ ହଟ୍ଟଗୋଳ

ଦାରିଙ୍ଗବାଡ଼ି,୨।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ସପ୍ତମ ବୈଠକ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍‌ପିଡ. ଅଚ୍ୟୁତ ସାମନ୍ତ ଯୋଗଦେଇଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ…

ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ନବନିଯୁକ୍ତ ଉପଜିଲାପାଳ

ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ନବନିଯୁକ୍ତି ଉପଜିଲାପାଳ ଡ. ରୀନା ପ୍ରଧାନ ଶୁକ୍ରବାର ଦାରିଙ୍ଗବାଡ଼ି ଗସ୍ତ କରି ଅଚାନକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସମ୍ପର୍କରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ସହ…

ମହିଳାଙ୍କୁ ପରିଚୟ ଦେଇଛି କନ୍ଧମାଳ ଷ୍ଟ୍ରବେରି

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ବେଶ୍‌ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି ସେମାନଙ୍କୁ…

ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର: ୨ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

ଫୁଲବାଣୀ,୨୯।୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ଜିଲା ଦୌରାଜଜ୍‌ ସତ୍ୟପୀର ମିଶ୍ର ସୋମବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡ ଶୁଣାଇଛନ୍ତି ା ଏଥିସହ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏ ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?