ବିକାଶ ଅପେକ୍ଷାରେ ପିଲାସାଲୁଙ୍କି ଡ୍ୟାମ୍
ବଲସକୁମ୍ପା, ୪।୧ (ଡି.ଏନ୍.ଏ): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଧୀନରେ ଥିବା ପିଲାସାଲୁଙ୍କି ଡ୍ୟାମ ଓ ପୁରୁଣାପାଣି ଡ୍ୟାମଠାରେ ନୂଆବର୍ଷ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। କିଏ ବଣଭୋଜିର ତ ଆଉ କିଏ ଡ୍ୟାମ୍ରେ ଗାଧୋଇବା ସହିତ ମନୋରମ ପରିବେଶର ମଜା…
ଜବରଦଖଲ ଉଚ୍ଛେଦ କଲେ ତହସିଲଦାର
ଫୁଲବାଣୀ ଅଫିସ, ୪।୧: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଜମି ମାଫିଆମାନେ ସରକାରୀ ଜାଗାକୁ ଜବରଦଖଲ କରି ବିକ୍ରି କରୁଛନ୍ତି ା ବିଗତ ଦିନରେ ଅନେକ ଜଙ୍ଗଲ ଜମିରୁ ଗଛ କାଟି ବିକ୍ରି କରି ଦିଆଯାଇଛି ା କିଛିଦିନ ହେବ ସହରର…
ରମାକାନ୍ତଙ୍କ ଚିକିତ୍ସାରେ ଅର୍ଥ ବାଧକ
ଫୁଲବାଣୀ ଅଫିସ,୩ା୧: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ବରଡାଖୋଲ ଗ୍ରାମର ରମାକାନ୍ତ କହଁର(୩୫) ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ପାଖରେ ଥିବା ଅର୍ଥ ସରିଯିବା ପରେ ଜମିବାଡି ବିକ୍ରି ହୋଇ ସାରିଲାଣି ା ତଥାପି ଚିକିତ୍ସା ହୋଇପାରୁନି।…
ରମାକାନ୍ତଙ୍କ ଚିକିତ୍ସାରେ ଅର୍ଥ ବାଧକ
ଫୁଲବାଣୀ ଅଫିସ, ୩ା୧:କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ବରଡାଖୋଲ ଗ୍ରାମର ରମାକାନ୍ତ କହଁର(୩୫) ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ପାଖରେ ଥିବା ଅର୍ଥ ସରିଯିବା ପରେ ଜମିବାଡି ବିକ୍ରି ହୋଇ ସାରିଲାଣି ା ତଥାପି ଚିକିତ୍ସା ହୋଇପାରୁନି।…
ଜି.ଉଦୟଗିରି କାଉନସିଲର ଉପନିର୍ବାଚନ ୪ ଜଣଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିିତା
ଜି.ଉଦୟଗିରି,୨ା୧(ଡି.ଏନ୍.ଏ.)-ଜି.ଉଦୟଗିରି ଏନ୍ଏସିର ୬ ନମ୍ବର ୱାର୍ଡ କାଉନସିଲର ପଦବୀ ପାଇଁ ଆସନ୍ତା ୧୨ତାରିଖରେ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ କେହି ମଧ୍ୟ ପ୍ରାର୍ଥତ୍ପତ୍ର…
ଦାରିଙ୍ଗବାଡ଼ିକୁ ପରିଚୟ ଦେଇଛି କଫି ବଗିଚା
ଦାରିଙ୍ଗବାଡ଼ି,୨।୧(ଡି.ଏନ୍.ଏ.):ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ପ୍ରଥମେ ପରିଚୟ ଦେଇଥିଲା କଫି ବଗିଚା ା ପର୍ଯ୍ୟଟକମାନେ କଫି ବଗିଚା ଦେଖିବା ପାଇଁ ଦାରିଙ୍ଗବାଡ଼ି ଆସୁଥିଲେ। ପରବର୍ତ୍ତୀ ସମୟରେ ଅର୍ଥାତ୍ ୨୦୦୦ ମସିହାରେ ବ୍ଲକ ପ୍ରଶାସନ ପକ୍ଷରୁ ହିଲଭିୟୁ ପାର୍କ କରାଯାଇଥିବା…
ଇକୋ ପାର୍କ ଖୋଲିବାକୁ ଅପେକ୍ଷା
ଜି.ଉଦୟଗିରି,୨ା୧(ଡି.ଏନ୍.ଏ.):ଜି.ଉଦୟଗିରି ସହରରେ ଚଳିତ ବର୍ଷ ଶୀତ ଲୁଚକାଳି ଖେଳିବା ପରି ମନେହେଉଛି। ରବିବାର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରହିଥିବା ବେଳେ ଶନିବାର ୭.୪ ଡିଗ୍ରୀ ରହିଥିଲା। ଶୁକ୍ରବାର ୬ଡିଗ୍ରୀ ସେଲସିୟସ ରହିଥିଲା ବେଳେ ଗୁରୁବାର ତାପମାତ୍ରା ୧୨ ଡିଗ୍ରୀ ଥିଲା।…
ରୁଷୀୟ ପର୍ଯ୍ୟଟକ ମୃତ୍ୟୁ ମାମଲାରେ କନ୍ଧମାଳ ଲିଙ୍କ୍
ଫୁଲବାଣୀ ଅଫିସ,୩୧।୧୨: ରାୟଗଡ଼ାରେ ରୁଷୀୟ ପର୍ଯ୍ୟଟକ ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟା ଯେତେ ଆଗଉଛି ଘଟଣାର ରହସ୍ୟ ସେତେ ବଢ଼ିବାରେ ଲାଗିଛି। ତେବେ ଏହି ଘଟଣାର ଲିଙ୍କ କନ୍ଧମାଳରେ ମଧ୍ୟ ରହିଥିବା ଜଣାପଡ଼ିଛି। ରୁଷୀୟ ପର୍ଯ୍ୟଟକ ଆଣ୍ଟେଭ ପାଭେଲ ଓ ଭ୍ଲାଡିମିର…
ଦାରିଙ୍ଗବାଡ଼ିରେ ଟ୍ରାଫିକ୍ ଜାମ: ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ନାକେଦମ୍
ଦାରିଙ୍ଗବାଡି,୩୦।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଗୋଟିଏ ପଟେ ଶୀତର ମଜା ନେବାକୁ ଦୈନିକ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡିରେ ରାତ୍ରି ଯାପନ କରୁଥିବା ବେଳେ ବଣଭୋଜି ପାଇଁ ଭିଡ଼ ଜମାଇଛନ୍ତି। ଫଳରେ ଏଠାରେ ଟ୍ରାଫିକ ସମସ୍ୟା…
ରାସ୍ତା ପାଇଁ ଗଛ କାଟିଦେଲେ, ଜାଣିନି ବନ ବିଭାଗ
ଫୁଲବାଣୀ ଅଫିସ, ୩୦ା୧୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଯାଜେଶ୍ ପାଙ୍ଗା ପଞ୍ଚାୟତର ନୂଆସାହିଠାରୁ ପାଡିପାଙ୍ଗା ଦେଇ ତେମାଙ୍ଗି ଯାଇଥିବା ପାଡ଼ିପାଙ୍ଗା ଘାଟି କଟିଂ ରାସ୍ତା କାମ ଚାଲିଛିା ହେଲେ ରାସ୍ତା ସମ୍ପର୍କରେ କୌଣସି ସୂଚନା ଫଳକ ଲାଗିନାହିଁ। ଏଥିରୁ ସ୍ପଷ୍ଟ…
ଦାବି ପୂରଣ ନ ହେଲେ ଦିନରାତି ଧାରଣା
ଫୁଲବାଣୀ ଅଫିସ,୨୯।୧୨: ଦୀର୍ଘଦିନ ଧରି ଅଙ୍ଗନୱାଡି କର୍ମୀମାନେ ସେମାନଙ୍କ ଦାବି ପୂରଣ ପାଇଁ ଆନ୍ଦେଳନ ଚଳାଇଥିଲେ ମଧ୍ୟ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଅଙ୍ଗନୱାଡି ଲେଡିଜ ୱାର୍କସ ଆସୋସିଏଶନ ପକ୍ଷରୁ ଏହି ଆନ୍ଦୋଳନକୁ ତୀବ୍ର…
ଆଜି ଓଡ଼ିଶା ଆସିବେ ନଡ୍ଡା
ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ…
Archives


