ବୟସ ଷାଠିଏ ଅତିକ୍ରାନ୍ତ, ମିଳୁନି ଭତ୍ତା
ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ): ବୟସ ୬୦ ଅତିକ୍ରାନ୍ତ କଲାଣି ଏକାଧିକ ଲୋକଙ୍କ ଅଣ୍ଟା ନଇଁ ଗଲାଣି, ଚାଲିବାକୁ ସାହାରା ଦରକାର ପଡୁଛି। ହେଲେ ଆଧାର କାର୍ଡରେ ବୟସ ସଠିକ ରହିଥିବା ବେଳେ ଭୋଟ ପରିଚୟ ପତ୍ରରେ ତ୍ରୁଟି ଯୋଗୁ ଭତ୍ତା…
ନିମ୍ନ ମାନର ରାସ୍ତା, ଭୁଶୁଡିଲା ପିଏମ୍ଜିଏସ୍ୱାଇ କଲଭର୍ଟ
ଫୁଲବାଣୀ/ଗୋଛାପଡା,୨୪।୯: (ରାକେଶ କୁମାର ରାଉତ/ରୋହିତ କହଁର): କନ୍ଧମାଳ ଜିଲାରେ ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ଦୀର୍ଘ ବର୍ଷ ଧରି ଅଧିକାରୀମାନେ ଗୋଟିଏ ଷ୍ଟେଶନରେ ରହି ଥିବାରୁ ଏହି ଯୋଜନାରେ ହେଉଥିବା କାର୍ଯ୍ୟ ଠିକାଦାରମାନେ ମନ…
ସମସ୍ୟା ଘେରରେ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ର
ଦାରିଙ୍ଗବାଡି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିରେ ଚାଲିଛି। ରୋଗୀଙ୍କୁ ସେବା ଯୋଗାଇବା ପାଇଁ ଡାକ୍ତର, ଫାର୍ମାସିଷ୍ଟ, ଆୟୁଷ ଡାକ୍ତର, ଆଟେଣ୍ଡାଣ୍ଟ ରହିଥିଲେ ସୁଦ୍ଧା ଆରୋଗ୍ୟ କେନ୍ଦ୍ରରେ…
ବସ ଭଡ଼ା ନିର୍ଦ୍ଧାରିତ ଦରଠାରୁ ଅଧିକ ନେବାରୁ ଅସନ୍ତୋଷ: ଆନ୍ଦୋଳନ ପାଇଁ ଚେତାବନୀ
ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଯାତାୟତ କରୁଥିବା ଯାତ୍ରୀବାହୀ ଘରୋଇ ଓ ସରକାରୀ ବସଗୁଡିକର ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ଅଭିଯୋଗ ହୋଇଛି। ସରକାରଙ୍କ ନିର୍ଦ୍ଧାରିତ ଦର ଠାରୁ ଅଧିକ ଅର୍ଥ ଯାତ୍ରୀମାନଙ୍କଠାରୁ ସଂଗ୍ରହ କରାଯାଉଥିବା ନେଇ ଅଞ୍ଚଳରେ ଅସନ୍ତୋଷ…
ସମସ୍ୟା ଘେରରେ ସିମନବାଡି ସ୍ବାସ୍ଥ୍ୟକେନ୍ଦ୍ର
ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିଁରେ ଚାଲିଛି। ଆରୋଗ୍ୟ କେନ୍ଦ୍ରରେ ଦୈନିକ ଶତାଧିକ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ଇଞ୍ଜେକ୍ସନ, ସେଲାଇନ ଆଦି…
ଏପଟେ ମରାମତି, ସେପଟେ ଭୁଶୁଡୁଛି
ଦାରିଙ୍ଗବାଡ଼ି,୨୦ା୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଗାର୍ଡଓ୍ବାଲ ଭୁଶୁଡି ଯାଇଛି। ଏହାର ମରାମତି ଆରମ୍ଭ ହୋଇଥିବା ବେଳେ ପୁଣି ଆଉ ଗୋଟିଏ ସ୍ଥାନରେ ଭୁଶୁଡ଼ି ପଡ଼ିଛି। ଆହୁରି ଅନେକ…
୬ମାସରେ ଧସିଲା ରାଜପଥ ଗାର୍ଡୱାଲ
ଦାରିଙ୍ଗବାଡି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଗାର୍ଡୱାଲ ଧସି ଯାଇଛି। ଅତି ନିମ୍ମ ମାନର କାର୍ଯ୍ୟ ଯୋଗୁ ନିର୍ମାଣର ମାତ୍ର ୬ ମାସ ମଧ୍ୟରେ ଗାର୍ଡୱାଲ ଭୁଶୁଡି ପଡ଼ିଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହା…
ଶିକ୍ଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ଅଭିଭାବକଙ୍କ ଧାରଣା
ବାଲିଗୁଡ଼ା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଶିକ୍ଷକଙ୍କ ଆନ୍ଦୋଳନ ସୋମବାର ୧୦ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ କନ୍ଧମାଳ ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଇତି ମଧ୍ୟରେ ଶିକ୍ଷକଙ୍କ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି…
ବିଭିନ୍ନ ପ୍ରକଳ୍ପ ବୁଲିଲେ ଜିଲାପାଳ: ଶୁଣିଲେ ଲୋକଙ୍କ ଅଭିଯୋଗ
ଦାରିଙ୍ଗବାଡ଼ିି,୧୮।୯(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ବ୍ଲକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପୂର୍ବାହ୍ନ ୧୦ଟାରେ ଦାରିଙ୍ଗବାଡି ପହଞ୍ଚି ପ୍ରଥମେ ଇକୋ ରିଟ୍ରିଟ ସ୍ଥଳ ବୁଲି ଦେଖିଥିଲେ। ଆସନ୍ତା ଡିସେମ୍ବରରୁ ଇକୋରିଟ୍ରିଟ ଆରମ୍ଭ…
ଭୁଶୁଡ଼ିଲା ଗାର୍ଡ ଓ୍ବାଲ୍
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଗାର୍ଡଓ୍ବାଲ ଧସିପଡ଼ିଛି। ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ନିର୍ମାଣର ମାତ୍ର ୬ ମାସ ମଧ୍ୟରେ ଗାର୍ଡ ଓ୍ବାଲ ଭୁଶୁଡି ପଡ଼ିଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଭଳି…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଜଗନ୍ନାଥ ମନ୍ଦିରରେ ପ୍ରଦୀପ ପ୍ରଜ୍ବଳନ
ରାଇକିଆ,୧୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଭାରତୀୟ ଜନତା ପାର୍ଟି କନ୍ଧମାଳ ଓବିସି ମୋର୍ଚ୍ଚା ପକ୍ଷରୁ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ କାର୍ଯ୍ୟକ୍ରମର ସିଧା ପ୍ରସାରଣର ବ୍ୟବସ୍ଥା କରାଯିବା ସହ ଏହି…
ବିବାହ ସରକାରୀ ସହାୟତାରୁ ବଞ୍ଚିତ ହିତାଧିକାରୀ
ଖଜୁରୀପଡ଼ା,୧୭ା୯(ବିଦୁର ବେହେରା)ଖଜୁରିପଡ଼ା ବ୍ଲକ ପ୍ରଶାସନର ଭୁଲ ପାଇଁ ଜଣେ ନବ ବିବାହିତ ପରିବାର ସରକାରଙ୍କ ଶ୍ରମିକ କଲ୍ୟାଣ ବୋର୍ଡରୁ ବିବାହ ସହାୟତା ପାଇବାରୁ ବଞ୍ଚିତ ହୋଇଥିବା ଅରପାଜୁ ଗ୍ରାମପଞ୍ଚାୟତ ସରାଚୂଡ଼ ଗ୍ରାମର ସୁଶାନ୍ତ ବେହେରା ଅଭିଯୋଗ କରିଛନ୍ତି। ଅଭିଯୋଗ ପ୍ରକାରେ, ସେ…

