କୁମ୍ଭାରିପଦର ଭୂସ୍ଖଳନ ସ୍ଥଳ ଦେଖିଲେ କଂଗ୍ରେସ ନେତା
ଦାରିଙ୍ଗବାଡି,୨୨ା୧୦(ଡି.ଏନ.ଏ): ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରିପଦର ଗ୍ରାମ ନିକଟସ୍ଥ ପାହାଡ଼ ଭୂସ୍ଖଳନ ହୋଇଥିବା ଘଟଣା ଅନୁଧ୍ୟାନ ପାଇଁ କଂଗ୍ରେସର ବରିଷ୍ଠ ନେତା ପ୍ରତାପ ପ୍ରଧାନ ଗୁରୁବାର ଗସ୍ତ କରିଛନ୍ତି। ସେ ସେଠାକାର ଗ୍ରାମବାସୀଙ୍କ ସହ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା…
୫ ବର୍ଷର ଶିଶୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ ଦଣ୍ଡାଦେଶ
ଫୁଲବାଣୀ ଅଫିସ,୨୧।୧୦: କନ୍ଧମାଳ ଜିଲା ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଶୁକ୍ରବାର ଜଣେ ୫ ବର୍ଷର ଝିଅଙ୍କୁ ବଳାତ୍କାର ମାମଲାର ବିଚାର କରିଛନ୍ତି। ଏହି ମାମଲାରେ ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…
ବନ୍ଧୁକ ଦେଖାଇ ଗାଡିକୁ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ
କୋଟଗଡ଼,୧୯।୧୦(ଡି.ଏନ.ଏ.): ବନ୍ଧୁକ ଦେଖାଇ ଲୁଟିନେଲେ ଅମୃତଭଣ୍ଡା ବୋଝେଇ ପିକଅପ୍ ଭ୍ୟାନ୍। କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନରେ ଥିବା ଜକିକିଆ ସ୍ଥାନରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ମୁନିଗୁଡାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ପିକଅପ୍ ଭ୍ୟାନକୁ ରାତି ୧୨ଟା…
ଦାରିଙ୍ଗବାଡ଼ିର ଅନେକ ପଞ୍ଚାୟତରେ ପବନ, ଘଡ଼ଘଡ଼ି ସହ ବର୍ଷା: ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି,୧୮।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଏକାଧିକ ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ପବନ, ଘଡଘଡି ସହ ବର୍ଷା ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛପଡ଼ି ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସୂଚନାନୁଯାୟୀ, ତିଲୋରୀ ପଞ୍ଚାୟତର ଜଗେରମାହା ଗ୍ରାମରେ ବିରାଟ…
ମୃତ ଶିଶୁ ଜନ୍ମ ପରେ ନାବାଳିକା ଛାତ୍ରୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ ଅଫିସ ଘେରିଲା ଭାଜପା ଯୁବ ମୋର୍ଚ୍ଚା
ଫୁଲବାଣୀ ଅଫିସ, ୧୭ା୧୦: ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପାଜୁ ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ମୃତପିଲା ଜନ୍ମ ଦେବା ଓ ପରେ ତାଙ୍କର ମୃତ୍ୟୁ ହେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ଲାଗିରହିଛି। ପ୍ରକୃତ ଦୋଷୀଙ୍କୁ ପୋଲିସ ତଦନ୍ତ…
କାମ କରିବାକୁ ଯାଇଥିଲେ ଚେନ୍ନାଇ: ଗାଁକୁ ଫେରିଲା ମୃତଦେହ
ଦାରିଙ୍ଗବାଡ଼ି,୧୬ା୧୦(ଡି.ଏନ୍.ଏ): ଚେନ୍ନାଇକୁ କାମ କରିବାକୁ ଯାଇଥିବା ଜଣେ ଯୁବକଙ୍କ ମୃତଦେହ ରବିବାର ନିଜ ଗାଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ସାସିଗାଡ଼ାରେ ପହଞ୍ଚିଛି। ସେ ହେଲେ ଉକ୍ତ ଗାଁର ବିପିନ ମଲ୍ଲିକଙ୍କ ପୁଅ ରତନ(୧୮)। ସୂଚନାଯୋଗ୍ୟ, ରତନ କିଛିମାସ…
କଣାସାଲୁ ଜଙ୍ଗଲରେ କମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ
ଫୁଲବାଣୀ ଅଫିସ, ୧୬।୧୦: କନ୍ଧମାଳ ଓ କଳାହାଣ୍ଡି ଜିଲା ସୀମାନ୍ତ ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ କଣାସାଲୁ ଜଙ୍ଗଲରେ ଗତ ୯ ତାରିଖରୁ କମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ସର୍ଚ୍ଚ ଅପରେସନ ବେଳେ ଏକ ସ୍ଥାନରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ…
ମହିଳାଙ୍କ ଗଳିତ ମୃତଦେହ ଜବତ: ବଡ଼ଭାଇ ଆଣିଲେ ହତ୍ୟା ଅଭିଯୋଗ
ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବୁଡ଼ାଙ୍ଗପିପିଲି ଜଙ୍ଗଲରେ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ମୃତ ମହିଳାଙ୍କ ବଡ଼ଭାଇ ସନାତନ ପ୍ରଧାନ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଏକ ହତ୍ୟା ମାମଲା (୧୮୩/୨୨)ରୁଜୁ କରି…
ରାସ୍ତାରେ ଅଚେତ ଅବସ୍ଥାରେ ପଡ଼ିରହିଥିଲେ ଯୁବକ, ଡାକ୍ତରଖାନାରେ ଭର୍ତ୍ତିକଲେ ଅଟୋଚାଳକ
ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅମ୍ବାଖାଲିଆ ଘାଟିରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଅଞ୍ଚଳ ଲୋକଙ୍କ ସହ ସୁଲୁମାହା ଗ୍ରାମର ସନ୍ତୋଷ କୁମାର ଦିଗାଲ ସେହିବାଟ ଦେଇ ଆସୁଥିବା ବେଳେ ଉଦ୍ଧାର କରି ନିଜ…
ଜଙ୍ଗଲରୁ ମିଳିଲା ନିଖୋଜ ମହିଳାଙ୍କ ମୃତଦେହ
ଦାରିଙ୍ଗବାଡି,୧୪।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ପଞ୍ଚାୟତ ବୁଡାଙ୍ଗପିପିଲି ଜଙ୍ଗଲରେ ମହିଳାଙ୍କ ଗଳିତ ମୃତଦେହ ଶୁକ୍ରବାର ଉଦ୍ଧାର କରାଯାଇଛି। ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଚର୍ଚ୍ଚା ହେଉଛି। ଖବରପାଇ ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀ…
ଦଉଡ଼ି ସାଜିଛି ନଦୀପାର ମାଧ୍ୟମ
କୋଟଗଡ,୧୪ା୧୦(ଡି.ଏନ.ଏ.): କନ୍ଧମାଳ ଜିଲାରେ ଏଭଳି କେତେକ ସ୍ଥାନ ଅଛି ଯେଉଁଠି କି ବର୍ତ୍ତମାନ ପର୍ଯ୍ୟନ୍ତ ପୋଲ କିମ୍ବା ଭଲ ରାସ୍ତାଖଣ୍ଡେ ନାହିଁ। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଅଭିଯୋଗ କଲେ ମଧ୍ୟ ପ୍ରଶାସନ କିମ୍ବା ରାଜନେତା…
ସୁରକ୍ଷାକର୍ମୀ -ମାଓବାଦୀ ଗୁଳିବିନିମୟ : ଜଣେ ମହିଳା ମାଓବାଦୀ ମୃତ
କୋଟଗଡ଼,୧୨।୧୦(ଡି.ଏନ୍.ଏ.): କନ୍ଧମାଳ – କଳାହାଣ୍ଡି ଜିଲା ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ନିକଟସ୍ଥ କୁନାସଲୁ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ବୁଧବାର ଦୀର୍ଘସମୟ ଧରି ଗୁଳିବିନିମୟ ହୋଇଛି। ଏଥିରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…
Archives


