ଦୁର୍ଗମ ଅଞ୍ଚଳବାସୀଙ୍କ ଭାଗ୍ୟ ବଦଳିବ
ଫୁଲବାଣୀ ଅଫିସ, ୧୩।୧୨ବଣ, ପାହାଡ ଘେରା କନ୍ଧମାଳ ଜିଲାର ଶତାଧିକ ଗ୍ରାମକୁ ଆଜି ପର୍ଯ୍ୟନ୍ତ ସବୁଦିନିଆ ରାସ୍ତା ନିର୍ମାଣ ହୋଇ ପାରିନାହିଁ। ଫଳରେ ଦୁର୍ଗମ ଅଞ୍ଚଳର ଲୋକେ ବର୍ଷର ଅଧିକାଂଶ ସମୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହୁଛନ୍ତି। ରୋଗୀଙ୍କୁ ଦୋଳାରେ…
ଜୋରଧରିଲା ବାଲିଗୁଡ଼ା ଜିଲା ଘୋଷଣା ଦାବି
ବାଲିଗୁଡ଼ା,୧୧।୧୨(ଡି.ଏନ୍.ଏ.): ବାଲିଗୁଡ଼ାକୁ ଜିଲା ଘୋଷଣା ଦାବି ନେଇ ମିଳିତ ମଞ୍ଚର ଆବାହକ ତଥା ବରିଷ୍ଠ ଆଇନଜୀବୀ କୌଶିକ ସାହୁଙ୍କ ନେତୃତ୍ୱରେ ଏକ ହୋଟେଲରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳମତ ନିର୍ବିଶେଷରେ ସମସ୍ତେ ଏକହୋଇ ବାଲିଗୁଡ଼ାକୁ ଜିଲା ଘୋଷଣା କରିବାକୁ…
ଛତୁଆଗାଡ଼ି ଅଟକ ରଖିଲେ ଅଙ୍ଗନୱାଡି କର୍ମୀ
ବଲସକୁମ୍ପା, ୧୦ା୧୨: ଖଜୁରୀପଡ଼ା ବ୍ଲକର ସମସ୍ତ ଅଙ୍ଗନୱାଡି କର୍ମୀ ଶୁକ୍ରବାର ସକାଳୁ ଦୁତିମେଣ୍ଡି ଗ୍ରାମପଞ୍ଚାୟତ ସମ୍ବେପଦରଠାରେ ଥିବା ଛତୁଆ ପ୍ରସ୍ତୁତ କମ୍ପାନୀରୁ ଗୋଟିଏ ପିକ୍ଅପ ଗାଡ଼ିରେ ଛତୁଆ ବୋଝେଇ ହୋଇ ବାହାରୁଥିବା ଖବର ପାଇବା ପରେ ସେଠାରେ ପହଞ୍ଚି ଗାଡିକୁ ଅଟକ…
ଶୀତରେ ଥରୁଛି କନ୍ଧମାଳ
ଫୁଲବାଣୀ ଅଫିସ/ଜି.ଉଦୟଗିରି/ ଦାରିଙ୍ଗବାଡି(ଡି.ଏନ୍.ଏ.)୧୦ା୧୨: କନ୍ଧମାଳ ଜିଲା ଶୀତରେ ଥରୁଛି ା ଶୁକ୍ରବାର ଜି.ଉଦୟଗିରିରେ ପାରଦ ଖସି ୬ ଡିଗ୍ରୀରେ ପହଞ୍ଚିଥିବା ବେଳେ ଫୁଲବାଣୀରେ ୬.୬ ଡିଗ୍ରୀଓ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି। ପ୍ରବଳ ଶୀତ ସାଙ୍ଗକୁ କୁହୁଡିି…
ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ନେଇ ସଚେତନତା
ଦାରିଙ୍ଗବାଡ଼ି,୯।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ଗୁରୁବାର ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନି ନିରାପତ୍ତା ସମ୍ପର୍କରେ ଇକୋ ରିଟ୍ରିଟରେ…
ଦାରିଙ୍ଗବାଡିରେ ବଢିଲା ଶୀତ, ସର୍ବନିମ୍ମ ତାପମାତ୍ରା ୮
ଦାରିଙ୍ଗବାଡି,୯।୧୨(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଶୀତ ଫେରିଛି। ଶୁକ୍ରବାର ଏଠୋରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଛି। ଚଳିତ ବର୍ଷ ଏହା ଦାରିଙ୍ଗବାଡିରେ ଏହା ସର୍ବନିମ୍ମ ତାପମାତ୍ରା ରେକର୍ଡ କରାଯାଇଥିବା ଜଣାପଡିଛି। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ…
୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଅଙ୍ଗନଓ୍ବାଡି କର୍ମୀ
ବାଲିଗୁଡା,୮।୧୨(ଡି.ଏନ.ଏ.): ବାଲିଗୁଡା ସିଡିପିଓ କାର୍ଯ୍ୟାଳୟ ସମ୍ମୁଖରେ ଅଙ୍ଗନଓ୍ବାଡି କର୍ମୀମାନେ ଗତମାସ ୨୧ତାରିଖରୁ କାର୍ଯ୍ୟବନ୍ଦ କରି ୮ ଦଫା ଦାବିରେ ଆନ୍ଦୋଳନ କରୁଛନ୍ତି। ଅଙ୍ଗନଓ୍ବାଡି କର୍ମୀ ଏବଂ ସାହାର୍ଯ୍ୟକାରିଣୀଙ୍କୁ ସରକାରୀ ମାନ୍ୟତା, କର୍ମୀମାନଙ୍କୁ ୧୮ ହଜାର ଦରମା, ସାହାର୍ଯ୍ୟ କାରିଣୀଙ୍କୁ ୯ ହଜାର…
ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର
ବାଲିଗୁଡ଼ା,୭ା୧୨(ଡି.ଏନ୍.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ ଏବଂ ଅନ୍ୟାନ୍ୟ ପାଠପଢ଼ା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକ ଭାବେ କାମ କରୁଥିଲେ। ଇଫୁ…
ଯୁକ୍ତ ୩ ପରୀକ୍ଷାଫଳକୁ ନେଇ ଅସନ୍ତୋଷ
ଫୁଲବାଣୀ ଅଫିସ, ୭।୧୨: ଗୋଟିଏ ପଟେ ଫୁଲବାଣୀ ସ୍ବୟଂ ଶାସିତ ମହାବିଦ୍ୟାଳୟରୁ ସ୍ବୟଂ ଶାସିତ ମାନ୍ୟତା ଉଠି ଯାଇଛି ା ଅନ୍ୟପଟେ ପିଲାଙ୍କ ସିଲାବସ ସମାପ୍ତ ନ କରି ପରୀକ୍ଷା କରାଯାଇଛି ା ଗତ ୪ ତାରିଖରେ ଯୁକ୍ତ ୩ର କଳା…
ଟାୟାର ପକାଇ ନିଆଁ ଲଗାଇଲେ ଦୁର୍ବୃତ୍ତ
ବାଲିଗୁଡ଼ା,୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଗୁଣ୍ଡିଚାମନ୍ଦିର ନିକଟସ୍ଥ କେରଳି ଟାୟାର ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସୋମବାର ରାତିରେ ଦୋକାନ ବନ୍ଦ ଥିବା ବେଳେ କେହି ଦୁର୍ବୃତ୍ତ ବାରଣ୍ଡାରେ ଟାୟାର ରଖି ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ବିଳମ୍ବିତ ରାତିରେ…
ଦୁର୍ବୃତ୍ତଙ୍କ ଉନ୍ମତ୍ତ କାଣ୍ଡ, ଗୋଟିଏ ରାତିରେ ପୋଡ଼ିଦେଲେ ୩ ଦୋକାନ
କୋଟଗଡ, ୬।୧୨(ଡି଼.ଏନ୍.ଏ): କନ୍ଧମାଳ ଜିଲା ବାଲିଗୁଡା ନୂଆଁସାହି ନିକଟ ବଜାରରେ ଦୁର୍ବୃତ୍ତମାନେ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ଗୋଟିଏ ରାତିରେ ୩ଟି ଦୋକାନ ପୋଡି ଦେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ଗୋଟିଏ ଜଳଖିଆ ଦୋକାନ, ପରିବା ଦୋକାନ ଓ ଗୋଟିଏ ଟାୟାର ଦୋକାନ…
ସ୍କୁଲ ଖୋଲିବା ଦାବି ନେଇ ରାସ୍ତାରେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୬ା୧୨: କମ୍ ସଂଖ୍ୟା ପିଲା ଥିବା ବିଦ୍ୟାଳୟକୁ ବନ୍ଦ କରାଯାଇ ପାଖ ବିଦ୍ୟାଳୟରେ ମିଶାଯାଉଛିା କନ୍ଧମାଳ ଜିଲାରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ପିଲାମାନଙ୍କୁ ପାହାଡ ନଦୀ ପାର ହୋଇ ବିଦ୍ୟାଳୟକୁ ଯିବାକୁ ପଡୁଛି। ସରକାର ଯେଉଁ ବିଦ୍ୟାଳୟ…
Archives


