କନ୍ଧମାଳ

ବର୍ଷାରେ ଧୋଇଗଲା ରାସ୍ତା

ଦାରିଙ୍ଗବାଡି,୧୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରୁ ପାଣିଗଣ୍ଡା ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ହେଲେ ମଙ୍ଗଳବାର ଲଘୁଚାପଜନିତ ବର୍ଷାରେ ରାସ୍ତାର ବିଭିନ୍ନ ସ୍ଥାନରେ ପିଚୁ ଧୋଇ ହୋଇଯିବା ସହ ବଡ଼ ଖାଲଖମା ସୃଷ୍ଟି ହୋଇ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ମାତ୍ର…

ବିନା ଫାର୍ମାସିଷ୍ଟରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୧୨ା୯(ଅରୁଣ ସାହୁ): ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟ ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟକେନ୍ଦ୍ର ବିନା ଫାର୍ମାସିଷ୍ଟରେ ଚାଲିଛି। ଫଳରେ ରୋଗୀଙ୍କୁ ଔଷଧ ବଣ୍ଟନ, ଜରୁରୀକାଳୀନ ସେବା ପ୍ରଦାନରେ ଏବେ ବ୍ୟତିକ୍ରମ ଦେଖାଯାଇଛି। ସିମନବାଡି ଫାର୍ମାସିଷ୍ଟ ସୁଶାନ୍ତ କୁମାର ସାହୁଙ୍କ ନାମରେ ଏକ ଅଭିଯୋଗ…

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା, ସ୍ବାମୀ ଅଟକ

ଜି.ଉଦୟଗିରି,୧୧ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ଥାନା ଅଧୀନ କଳିଙ୍ଗା ପଞ୍ଚାୟତର ନନ୍ଦଗିରି ଗ୍ରାମରୁ ପୋଲିସ ସୋମବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ଶୁଭଶ୍ରୀ ପ୍ରଧାନ (୨୨)। ଝିଅକୁ ହତ୍ୟା କରାଯାଇଥିବା ଶୁଭଶ୍ରୀଙ୍କ ବାପା ଜଳନ୍ଧର ପ୍ରଧାନ ଅଭିଯୋଗ କରିଛନ୍ତି।…

ବନବାସୀ ସେବା ସମିତି ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ

ବାଲିଗୁଡ଼ା,୧୦।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜଲା ବାଲିଗୁଡ଼ା ଅଞ୍ଚଳର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ ହୋଇଛି। ଅନୁଷ୍ଠାନର କ୍ରୀଡ଼ା ଶିକ୍ଷକ ହେମନ୍ତ କୁମାର ପାତ୍ର ଓ ମହିଳା କ୍ରୀଡ଼ା ପ୍ରଶିକ୍ଷକ ସାରାଣୀ…

ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ୫ ଗୁରୁତର

ଜି.ଉଦୟଗିରି,୧୦ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ନିକଟସ୍ଥ ଗୁଡ୍ରିପଡ଼ିଠାରେ ରବିବାର ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଛୋଟ ଛୁଆକୁ ମିଶାଇ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ବୁଲେଟ ଚାଳକ ସୁବ୍ରତ ପ୍ରଧାନ, ରଜନୀକାନ୍ତ ପ୍ରଧାନ, ବାଇକ ଚାଳକ ଲାଲୁ ନାୟକ, ରୁଚିମା ପ୍ରଧାନ,…

ଟ୍ରକ୍‌ ଦୁର୍ଘଟଣାରେ ଆଖିବୁଜିଲେ ବୃଦ୍ଧ, ସ୍‌ଏଚ୍‌ ୫ ମୁଖ୍ୟ ରାସ୍ତାରୋକ

କୋଟଗଡ଼,୧୦।୯(ସରୋଜ ବଳିୟାରସିଂ ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ବଣ୍ଡା ପିପିଲି ଏସ୍‌ଏଚ୍‌ ୫ ରାସ୍ତାରେ ରବିବାର ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକ୍‌ ବୃଦ୍ଧଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବୃଦ୍ଧ ଜଣକ…

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହିବା ସହ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଉକ୍ତ ବ୍ଲକର ୨୫ ପଞ୍ଚାୟତର ଶତାଧିକ ବିଭିନ୍ନ ବର୍ଗର ଶିକ୍ଷକ ବିଭିନ୍ନ ଦାବି ନେଇ…

ନିଖୋଜ ଥିଲେ: ଜଙ୍ଗଲରୁ ମିଳିଲା ମୃତଦେହ

ରାଇକିଆ,୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ନିକଟ ଦେରିନାଜୁ ଗ୍ରାମ ନିକଟ ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଗୁରୁବାର ଜବତ କରିଛି। ମୃତ ବ୍ୟକ୍ତି ଜଣକ ହେଲେ ଦେରିନାଜୁ ଗ୍ରାମର ବିଟୁ ପ୍ରଧାନ। ମିଳିଥିବା ସୂଚନା ମୁତାବକ,…

ସ୍କୁଲ ଫାଟକରେ ତାଲା ପକାଇଲେ ଠିକାଦାର, ବାହାରେ ପଢ଼ିଲେ ପିଲା

ବାଲିଗୁଡ଼ା,୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ପକାରୀରେ ୫-ଟି ଯୋଜନାରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କାମ କରି ଦୀର୍ଘ ଦିନ ପରେ ବି ଠିକାଦାରଙ୍କୁ ବିଲ୍‌ ମିଳିପାରିନାହିଁ। ଏ ନେଇ ଠିକାଦାର ବାରମ୍ବାର…

ଶ୍ୱଶୁର ଘରକୁ ବୁଲିବାକୁ ଆସି ନଦୀକୁ ଖସିପଡ଼ିଲେ ଜ୍ୱାଇଁ

ବାଲିଗୁଡ଼ା/କୋଟଗଡ଼,୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ/ ସରୋଜ ବଳିୟାରସିଂ): ପୋଲରୁ ନଦୀ ଗର୍ଭରେ ଖସିପଡ଼ି ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ ଘଟିଛି। ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ ନାୟକ(୪୮)…

ଫିଲ୍ମ ଷ୍ଟାଇଲ୍‌ରେ କରିଥିଲେ ଅପହରଣ, ଧରାପଡ଼ିଲେ ୧୦ ଅଭିଯୁକ୍ତ

କୋଟଗଡ଼,୬ା୯(ସରୋଜ ବଳିୟାରସିଂ): ଫିଲ୍ମ ଷ୍ଟାଇଲ୍‌ରେ ଆସି ଦୁଇ ଜଣଙ୍କୁ ଅପହରଣ କରିନେଇଥିଲେ। ଏହି ଅଭିଯୋଗରେ ୧୦ ଅପହରଣକାରୀଙ୍କୁ ବୁଧବାର ଗିରଫ କରିଛି ବାଲିଗୁଡ଼ା ପୋଲିସ। ଏଥିସହିତ ଅପହରଣରେ ବ୍ୟବହୃତ ଗୋଟିଏ ବୋଲେରୋ ଓ ଗୋଟିଏ ଇନୋଭା କାର୍‌କୁ ମଧ୍ୟ ଜବତ କରିଥିବା…

ରାଇକିଆରେ ଜନ୍ମାଷ୍ଟମୀ

ରାଇକିଆ,୬ା୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସରସ୍ବତୀ ଶିଶୁ ମନ୍ଦିରରେ ବୁଧବାର ପବିତ୍ର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ଶିଶୁମାନେ ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ସହର ପରିକ୍ରମା କରିଥିଲେ। ଜନ୍ମାଷ୍ଟମୀ ପୂଜାର୍ଚ୍ଚନା ସହ ଦହି ହାଣ୍ଡି ଭଙ୍ଗନ, ଭଜନ, ନୃତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?