କନ୍ଧମାଳ

ସରକାରୀ ବିଦ୍ୟାଳୟରେ ତାଲା ପକାଇବା ଘଟଣା: ଖବର ପ୍ରକାଶିତ ପରେ ପ୍ରଶାସନ ନେଲା ପଦକ୍ଷେପ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜମି ମାଲିକ ତାଲା ପକାଇବା ଘଟଣା ଖବର ପ୍ରକାଶିତ ପରେ ତହସିଲଦାର ଧୀରୋଜ ପାତ୍ର ପହଞ୍ଚି ସମସ୍ୟାର ଆଶୁ ସମାଧାନ...

ସରକାରୀ ବିଦ୍ୟାଳୟରେ ତାଲା ପକାଇଲେ ଜମି ମାଲିକ: ବର୍ଷାରେ ଭିଜିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨୭।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦେଖାଯାଇଛି ଜମି ବିବାଦ। ଜଣେ ବ୍ୟକ୍ତିଗତ ଲୋକଙ୍କ ଜମିରେ ସରକାରୀ ବିଦ୍ୟାଳୟ ନିର୍ମାଣ କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଥିଲା ଶନିବାର ଜମି ମାଲିକ...

ବ୍ରାହ୍ମଣୀଗାଁରେ ଆର୍‌ଏସଏସର ୧୦୦ ବର୍ଷ ପୁର୍ତ୍ତି ପାଳନ

ବ୍ରାହ୍ମଣୀଗାଁ,୨୬।୯( ମନୋରଞ୍ଜନ ରଣା ): ଚଳିତ ବର୍ଷ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘସ୍‌ର ୧୦୦ ବର୍ଷ ପୂର୍ତ୍ତି ଅବସର ଭାରତର କୋଣ ଅନୁକୋଣରେ ଖୁବ ଧୁମ ଧାମରେ ପାଳନ କରାଯାଉଥିବା ବେଳେ ଶୁକ୍ରବାର ବ୍ରାହ୍ମଣୀଗାଁରେ ମଧ୍ୟ ସଂଘ ପକ୍ଷରୁ ପାଳନ...

ଅଧ୍ୟୟନ ପାଇଁ ଦାରିଙ୍ଗବାଡିକୁ ବାଛୁଛନ୍ତି ଅନ୍ୟ ରାଜ୍ୟର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୨୬ା୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସ୍ବତନ୍ତ୍ର ଶିକ୍ଷା ଗ୍ରହଣ ଲାଗି ଆସୁଛନ୍ତି ଅନ୍ୟ ରାଜ୍ୟର ଶିକ୍ଷାର୍ଥୀ। ସେମାନେ ଏସମ୍ପର୍କରେ ଅଧିକ ଜ୍ଞାନ ଆହରଣ ପାଇଁ ଦାରିଙ୍ଗବାଡିର ଦୁର୍ଗମ ଓ ଅପହଞ୍ଚ ଗ୍ରାମକୁ ବାଛୁଛନ୍ତି। ବେଙ୍ଗୁଲୁରରେ ଏଭଳି ଏକ...

ଭାଜପା ପକ୍ଷରୁ ସେବାପକ୍ଷ ପାଳିତ: ସଂଗ୍ରହ କଲେ…

ଦାରିଙ୍ଗବାଡ଼ି,୨୬ା୯ (ଅରୁଣ ସାହୁ): ଦାରିଙ୍ଗବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଭାଜପା ପକ୍ଷରୁ ସେବାପକ୍ଷ ପାଳନ କରାଯାଇଛି। ଏହି ଅବସରରେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଭାଜପାର ଜିଲା ସଭାପତି ପଣ୍ଡିତ ବିଶି ମାଝି ମୁଖ୍ୟ ଅତିଥିଭାବେ ଯୋଗଦେଇ ସେବାପକ୍ଷର ଉଦ୍ଦେଶ୍ୟ ଏବଂ...

ସିମନବାଡି ଗ୍ରାମପଞ୍ଚାୟତରେ ଆଦି ସେବା କେନ୍ଦ୍ର ଉଦ୍‌ଘାଟିତ

ଦାରିଙ୍ଗବାଡ଼ି,୨୬ା୯ (ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ପଞ୍ଚାୟତରେ ଆଦି ସେବା କେନ୍ଦ୍ରର ଉଦ୍‌ଘାଟିତ ହୋଇଛି। ଏଥିରେ ସରପଞ୍ଚ ଅମିତା ପ୍ରଧାନ ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜାଗୃତି କାର୍ଯ୍ୟାଳୟର ଧ୍ରୁବ ଚରଣ ନାୟକ ଯୋଗଦେଇଥିଲେ। ଏହି କେନ୍ଦ୍ରଟି ଗ୍ରାମବାସୀଙ୍କ ପାଇଁ...

ଗାହାକିଆ ଠାରୁ ଗସାପାଙ୍ଗା ଭୂସ୍ଖଳନ ଘଟଣା: ମରାମତି ଜୋରଦା,ର ରାସ୍ତାରୁ ହଟିଲା…

ଦାରିଙ୍ଗବାଡି,୨୬।୯ (ଅରୁଣ ସାହୁ):ଗାହାକିଆ ଠାରୁ ଗସାପାଙ୍ଗା ରାସ୍ତାରେ ଭୂସ୍ଖଳନ ଘଟଣା ଖବର ପ୍ରକାଶିତ ପରେ ରାସ୍ତା ମରାମତି କରାଯିବା ସହ ରାସ୍ତା ଉପରେ ପଡିଥିବା ବଡ଼ବଡ଼ ପଥରକୁ ହଟାଯାଇ ଯାତାୟାତ ସ୍ବଭାବିକ କରାଯାଇଛିା ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର...

କଳିଙ୍ଗାଘାଟିରେ ଯୁଦ୍ଧକାଳୀନ ଭିତିରେ ଚାଲିଛି ରାସ୍ତା ନିର୍ମାଣ କାର୍ଯ୍ୟ: ରାଜସ୍ଥାନରୁ ଆସିବେ ବିଶେଷଜ୍ଞ ଟିମ୍‌

ଜି ଉଦୟଗିରି, ୨୬/୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଭୁସ୍ଖଳନ ଘଟିଥିବା କଳିଙ୍ଗା ଘାଟିରେ ଯୁଦ୍ଧ କାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ଚାଲିଛି । ଶୁକ୍ରବାର ସିମେଣ୍ଟ କଂକ୍ରିଟ ପକାଯାଉଛି । ଉଭୟପଟକୁ ରାସ୍ତା ସଂଯୋଗ ହୋଇ ଠିକା ସଂସ୍ଥାର ରାସ୍ତା...

ଆର୍‌ଏସ୍‌ଏସ୍‌ର ଶତାବ୍ଦୀ ବର୍ଷ ପାଳିତ

ଦାରିଙ୍ଗବାଡ଼ି,୨୫ା୯ (ଅରୁଣ ସାହୁ): ଦାରିଙ୍ଗବାଡ଼ିର ରାଶିପଦା ପଡିଆଠାରେ ଆର୍‌ଏସ୍‌ଏସ୍‌ର ଶହେ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଛି। ଏହି ଅବସରରେ ପଥ ସଞ୍ଚଳନ କାର୍ଯ୍ୟକ୍ରମ ପେଟ୍ରୋଲ ଟାଙ୍କି ଛକ ନିକଟରୁ ବାହାରି ବଜାର ଦେଇ ଘୋଷ ବାଦ୍ୟ ତାଳେତାଳେ ରାଶିପଦା...

ପରିତ୍ୟକ୍ତ ଝାଟି ମାଟି ଘରେ ୧୭୬ ରାଶନ କାର୍ଡ, କିଏ -କାହିଁକି ଫିଙ୍ଗିଛି ତାହା ଏବେ ବଡ଼ ପ୍ରଶ୍ନବାଚୀ

ତୁମୁଡିବନ୍ଧ,୨୫।୯,(ଦୀପକ କୁମାର ପରାସେଠ): ପରିତ୍ୟକ୍ତ ଝାଟି ମାଟି ଘରୁ ରାଶନ କାର୍ଡ ମିଳିବା ପରେ ଏବେ ଅନେକ ପ୍ରଶ୍ନ ଉଠିଛି। କିଏ ଆଉ କେଉଁ ଉଦ୍ଦେଶ୍ୟରେ ଏହାକୁ ଫିଙ୍ଗିଛି ତାହା ପ୍ରଶ୍ନବାଚୀ ହୋଇଥିବା ବେଳେ ବିଭାଗୀୟ ଅଧିକାରୀ ପଡିରହିଥିବା କାର୍ଡ଼କୁ...

ତୁଡୁକିବାଡିରେ ଗଜଲଷ୍ମୀ ପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ତୁଡୁକିବାଡି ଗ୍ରାମରେ ଚଳିତ ଗଜଲଷ୍ମୀ ପୂଜା ବଡ଼ ଧୂମଧାମରେ ପାଳନ ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗୁରୁବାର ଅପରାହ୍ନରେ ଗ୍ରାମରେ ସମସ୍ତ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଗଜଲଷ୍ମୀଙ୍କ ପୂଜା ପାଇଁ...

ଚଳଚଞ୍ଚଳ ଜି.ଉଦୟଗିରି: ପୂଜାମଣ୍ଡପରେ ନିର୍ମାଣ ଚାଲିଛି ମେଢ଼, ମା’ଙ୍କ ଆଗମନକୁ ଅପେକ୍ଷା

ଜି.ଉଦୟଗିରି,୨୫ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରର ସର୍ବ ପୁରାତନ ପୂଜା ମଣ୍ଡପରେ ଦଶହରା ପାଇଁ ଜୋର୍‌ଦାର୍‌ ପ୍ରସ୍ତୁତି ଚାଲିଛ। ୭୦ ବର୍ଷରୁ ଊଦ୍ଧର୍‌ବ ହେବ ଏହି ପୂଜା ମଣ୍ଡପରେ ଦୁର୍ଗାପୂଜା ହୋଇଆସୁଛି । ଏଇ ଦୁର୍ଗା ମଣ୍ଡପରେ ଅଞ୍ଚଳର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri