କନ୍ଧମାଳ

ଆକ୍ସନମୋଡ଼ରେ ଦାରିଙ୍ଗବାଡି ପୋଲିସ:  ୭ ଅଟୋ, ୫ ବାଇକ ଜବତ

ଦାରିଙ୍ଗବାଡି, ୯।୬ (ଅରୁଣ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ କରିବା ସହ ଦୁର୍ଘଟଣାରେ ପୀଡ଼ିତ ପରିବାରମାନେ ଯଥୋଚିତ ନ୍ୟାୟ ଏବଂ ବୀମା ରାଶି ପାଇପାରନ୍ତୁ, ସେଥିପାଇଁ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଯାଞ୍ଚ ଅଭିଯାନ (ସ୍ପେଶାଲ ଡ୍ରାଇଭ୍) ଚାଲୁ ରହିଛି।…

କନ୍ଧମାଳରୁ ହେଉଥିଲା ଗଞ୍ଜେଇ ଚାଲାଣ: ବାଟରେ ମାଡ଼ି ବସିଲା ପୋଲିସ,ଆଉ ତା’ପରେ…

ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ବେଳେ ଏକ କାର୍‌ ଅଟକାଇ ଯାଞ୍ଚ କରିବାରୁ ସେଥିରୁ ୨୩ କି.ଗ୍ରା ଗଞ୍ଜେଇ ଜବତ କରିଛି। କାର୍‌ରେ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା ଭିଜିଲାନ୍ସ ଟିମ ସୋମବାର ଖୋଲିଛି। ସେଥିରୁ ୭୦୩ ଗ୍ରାମ ସୁନା ଠାବ ହୋଇଛି।…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ ପୋଲିସ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି…

ପୁରୁଣା ଓ୍ବାରେଣ୍ଟିଙ୍କୁ ଧରିବାକୁ ଯାଇ ମଦଭାଟି ଠାବକଲା ପୋଲିସ

ରାଇକିଆ,୮ା୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ବିଭିନ୍ନ ମାମଲାରେ ସଂପୃକ୍ତ ଥିବା ୧୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଏ.ସ୍ବର୍ଣ୍ଣଲତା ପାତ୍ରଙ୍କ ନେତୃତ୍ୱରେ ଟିମ ବାହାରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଆଳୁ ଖୋଳୁଖୋଳୁ…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ୩ ପଞ୍ଚାୟତ ତଥା ତାଜୁଙ୍ଗିଆ ପଞ୍ଚାୟତ ସରକାରୀ ଉନ୍ନୀତ…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି…

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼ ବଡ଼ ଗଛ ଉପୁଡ଼ି ବିଦ୍ୟୁତ ଖୁଣ୍ଟ ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ ତାର…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ ଟଙ୍କା ରୋଜଗାର କରିଥିଲେ। ଏହି ଟଙ୍କାରେ ବିଳାସବେସନ ସାମଗ୍ରୀ କିଣିବା ଠାରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଶନିବାର ସକାଳୁ ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି। ଭୁବନେଶ୍ବରରେ ୪ଟି…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା ବିଧାୟକଙ୍କୁ ସ୍ବାଗତ କରିଥିବା ୨ ନେତାଙ୍କ ନିଲମ୍ବନକୁ ତୀବ୍ର…

ପ୍ଲାଷ୍ଟିକ୍‌ମୁକ୍ତ ହେବ ଦାରିଙ୍ଗବାଡ଼ି, ସ୍ବଚ୍ଛତା ପାଇଁ ଆଗେଇ ଆସିଲେ…

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ରକୁ ଏବେ ରାଜ୍ୟ ସରକାର ବିଶ୍ୱସ୍ତରୀୟ କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ସାଂଜାସରୁ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷା ତଥା ବାଲିଗୁଡ଼ା ଉପଜିଲାପାଳ ଆଇଏଏସ୍‌ ଅଧିକାରୀ ପ୍ରଣୀତା ଦାସଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?