କନ୍ଧମାଳ

ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା

ଦାରିଙ୍ଗବାଡି, ୭।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି। ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର ସିମନବାଡି ପଞ୍ଚାୟତ ଦଡିବାଡି ସାହିରେ। ତାଙ୍କର…

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସରପଞ୍ଚଙ୍କ ବର୍ଜନ

ଦାରିଙ୍ଗବାଡି,୬।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ସୋମବାର ଆୟୋଜିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସ୍ଥାନୀୟ ସରପଞ୍ଚ ବର୍ଜନ କରିଛନ୍ତି। ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ୨୫ ପଞ୍ଚାୟତ ପାଇଁ ରାଜ୍ୟ ସରକାର…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନର ବିକାଶ ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଦାରିଙ୍ଗବାଡ଼ି,୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ସମସ୍ତ ୧୨ଟି ବ୍ଲକରେ ସୋମବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବିଡିଓ ଗଦାଧର ପାତ୍ର ପରିଚାଳନା କରିଥିବା ବେଳେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ…

ଦାରିଙ୍ଗବାଡିରେ ବିଦ୍ୟୁତ ବିଭ୍ରାଟ: ଡିବିରୀ, ଲଣ୍ଠନ ଭରସା

ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ତଥା ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡିରେ ଦୈନିକ ବିଦ୍ୟୁତ ବିଭ୍ରାଟ ନେଇ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା ଥାଉ କି, ଶନିବାର ସାରା ଜିଲାରେ ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟାରୁ ସଂଧ୍ୟା…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର: ଏବେ ୩ ମାସର ଗର୍ଭବତୀ

ଫୁଲବାଣୀ, ୪ା୧୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଗଡ ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ (ମାନସିକ ବିକାରଗ୍ରସ୍ତ) ଯୁବତୀଙ୍କୁ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏବେ ୩ ମାସର ଗର୍ଭବତୀ । ଏ ନେଇ…

ପୂର୍ତ୍ତ ବିଭାଗରେ ମନଇଚ୍ଛା କାର୍ଯ୍ୟ, ଭୁଶୁଡ଼ିପଡୁଛି ଡ୍ରେନ୍‌

ଫୁଲବାଣୀ, ୩ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ପୂର୍ତ୍ତ ବିଭାଗରେ ଚାଲିଛି ମନଇଚ୍ଛା କାର୍ଯ୍ୟ। ସରକାରଙ୍କ ଅର୍ଥକୁ ଆତ୍ମସାତ କରାଯାଉଛି। ନୂତନ ଭାବେ ହୋଇଥିବା ଡ୍ରେନ ୬ ମାସ ଯାଉନି, ଭୁଶୁଡି ପଡୁଛି। ଖାଲି ଗୋଟିଏ ସ୍ଥାନରେ ନୁହେଁ, ଅନେକ ସ୍ଥାନରେ ମୁଖ୍ୟ…

ଭିଜିଲାନ୍ସ ଜାଲରେ କନଷ୍ଟେବଳ, ୬ ଲକ୍ଷ ଟଙ୍କା ନେଇ ପଡ଼ିଲେ ଧରା

ଫୁଲବାଣୀ,୧ା୧୧(ରାକେଶ କୁମାର ରାଉତ): ଭିଜିଲାନ୍ସ ଜାଲରେ ଜଣେ ଡିଭିଏଫ କନଷ୍ଟେବଳ ପଡ଼ିଛନ୍ତି। ସେ ବେଆଇନ ଭାବେ ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଫୁଲବାଣୀ ଏବଂ ବୌଦ୍ଧ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। କନଷ୍ଟେବଳ ଜଣକ ହେଲେ ବୌଦ୍ଧ ଜିଲା…

Video: ଶୀତର ଆଗମନରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି

ଶୀତର ଆଗମନରେ ଏବେ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର। ଥଣ୍ଡାଥଣ୍ଡା ପାଗରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟନ କ୍ଷେତ୍ର ମୁହାଁ ହେଲେଣି ପର୍ଯ୍ୟଟକ । ଯାହାକୁ ଦୃଷ୍ଟିରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି…

କନ୍ଧମାଳର ଦୁଇଟି ନୂଆ ପର୍ଯ୍ୟଟନସ୍ଥଳର ସନ୍ଧାନ

ଫୁଲବାଣୀ, ୧।୧୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲାର ପ୍ରକୃତି ଓ ପର୍ଯ୍ୟଟନ ପାଇଁ ବେଶ ଜଣାଶୁଣା। ଜିଲାରେ ରହିଛି ବହୁ ପର୍ଯ୍ୟଟନ କ୍ଷେତ୍ର। ବହୁ କ୍ଷେତ୍ର ଲୁକାୟତ ଭାବରେ ରହି ଯାଉଥିବା ବେଳେ କନ୍ଧମାଳ ଇତିହାସ କଂଗ୍ରେସ ପକ୍ଷରୁ ଜିଲାର ଇତିହାସ…

ଦାରିଙ୍ଗବାଡିରେ ପ୍ରସ୍ତୁତ ହେବ ଜୈବିକ କଫି, ମଜା ନେବେ ପର୍ଯ୍ୟଟକ

ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ) ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା ଶୀତ ପଡିବା ଆରମ୍ଭ ହୋଇସାରିଛ। ୧୫ ଡିଗ୍ରୀ ତଳେ ପାରଦ ରହୁଛ। ଶୀତର ମଜା ନେବା ପାଇଁ ଦଶହରା ପୂଜାଛୁଟି ଠାରୁ ଦାରିଙ୍ଗବାଡି଼କୁ ପର୍ଯ୍ୟଟକଙ୍କ ଆଗମନ…

ଗାଁରେ ବ୍ୟାପୁଛି ଚର୍ମ ରୋଗ: ଡାକ୍ତରୀ ଦଳ ପହଞ୍ଚି ଆରମ୍ଭ କଲେ ଚିକିତ୍ସା

ତୁମୁଡିବନ୍ଧ,୨୬।୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଧୀନ ଲଙ୍କାଗଡ଼ ପଞ୍ଚାୟତ ବାଡ଼ିଙ୍ଗାଲୁ ଗ୍ରାମରେ ଚର୍ମ ରୋଗ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏନେଇ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ଖବର ପ୍ରକାଶିତ ପରେ ତୁମୁଡିବନ୍ଧ ଏବଂ ଲଙ୍କାଗଡ଼…

ବାଡ଼ିଙ୍ଗଲୁ ଗ୍ରାମରେ ବ୍ୟାପୁଛି ଚର୍ମ ରୋଗ

ତୁମୁଡିବନ୍ଧ,୨୬ା୧୦(ଦୀପକ କୁମାର ପରାସେଠ)ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତର ବାଡିଙ୍ଗଲୁ ଗ୍ରାମରେ କାଚୁ କୁଣ୍ଡିଆ ବ୍ୟାପିବାରେ ଲାଗିଛି। ଏଥିପାଇଁ ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତି ମାଝି ବୁଧିବାର ଉକ୍ତ ଗ୍ରାମକୁ ଯାଇ ପୀଡ଼ିତ ଲୋକଙ୍କୁ ଭେଟିଛନ୍ତି। ବୁଡିଙ୍ଗଲୁ ଗ୍ରାମରେ ୪୦ପରିବାରର କୁଟିଆ କନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?