ଦାରିଙ୍ଗବାଡିରେ ବଢୁଛି ଶୀତ, ସର୍ବନିମ୍ନ ତାପମାତ୍ରା ୧୦.୫%
ଦାରିଙ୍ଗବାଡି,୧୬।୧୧(ଡି.ଏନ.ଏ ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଶୀତ ବଢିବାରେ ଲାଗିଛି। ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଛି। ଏହି କ୍ରମରେ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବୃଦ୍ଧି ପାଇଛି। ବୁଧବାର ସକାଳ ସମୟରେ ସର୍ବନିମ୍ନ ୧୦.୫ଡିଗ୍ରୀ ତାପମାତ୍ରା…
ଜି.ଉଦୟଗିରିରେ ଶୀତ ଲହର ଜାରି
ଜି.ଉଦୟଗିରି,୧୬ା୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି। ଗତ ରବିବାର ସର୍ବନିମ୍ନ…
୫ କି.ମି. କାନ୍ଧରେ ବୁହାଗଲା ମୃତଦେହ
ଫୁଲବାଣୀ ଅଫିସ, ୧୬ା୧୧: କନ୍ଧମାଳ ଜିଲା ଫୁଲବାଣୀ ସହରଠାରୁ ମାତ୍ର ୬ କି.ମି. ଦୂର ଏକ ଗାଁକୁ ରାସ୍ତା ନ ଥିବାରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ କାନ୍ଧରେ ବୁହାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ଦେବେଶ୍ୱର କହଁର(୬୦)ଙ୍କ ମୃତଦେହକୁ କୋକେଇରେ ରଖି…
ଖସୁଛି ପାରଦ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଜି. ଉଦୟଗିରି,୧୫।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ୩ ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍ସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି…
କନ୍ଧମାଳରେ ଥରାଇଲାଣି ଶୀତ
କନ୍ଧମାଳ,୧୫।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ଗତ ଦୁଇ ତିନି ଦିନ ହେଲା ପ୍ରବଳ ଶୀତ ଅନୁଭୁତ ହେଉଛି । ଖାଲି ଫୁଲବାଣୀ ନୁହେଁ ସମଗ୍ର ଜିଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ…
ଜି.ଉଦୟଗିରିରେ ୧୦ ଡିଗ୍ରୀ ତାପମାତ୍ରା
ଜି.ଉଦୟଗିରି,୧୪ା୧୧(ଡି.ଏନ.ଏ.): କନ୍ଧମାଳ ଜିଲାରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ରବିବାର ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍ସିୟସକୁ ହ୍ରାସ ପାଇଛି। ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ର ତାପ ମାପକ ଯନ୍ତ୍ର ଦାୟିିତ୍ୱରେ ଥିବା ଅଧିକାରୀ ସତ୍ୟ ନାରାୟଣ ମହାନ୍ତି ଏହି…
ହଳଦୀପତ୍ରର ଚାହିଦା, ମିଳୁନି ଠିକ୍ ଦର
ଦାରିଙ୍ଗବାଡି,୧୨ା୧୧(ଡି.ଏନ.ଏ): ଆସନ୍ତା ବୁଧବାର ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷ କରି ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ ଜିଲାରେ ପାଳନ କରାଯାଉଛି। ତେବେ ଏହି ପର୍ବ ପାଳନ ଅବସରରେ ପିଠା…
ବଢୁଛି ହଳଦୀପତ୍ରର ଚାହିଦା, ମିଳୁନି ସଠିକ୍ ଦର
ଦାରିଙ୍ଗବାଡ଼ି,୧୧ା୧୧(ଡି.ଏନ୍.ଏ.): ଆସନ୍ତା ବୁଧବାର ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ଼ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷକରି ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ ଜିଲାରେ ପାଳନ କରାଯାଉଛି। ତେବେ ଏହି ପର୍ବ ପାଳନ ଅବସରରେ ପିଠା ପ୍ରସ୍ତୁତ…
ସପ୍ତମ ଶ୍ରେଣୀ ୪ ପିଲାଙ୍କୁ ପିଟିଲେ ଦଶମ ଛାତ୍ର: ଭିଡିଓ ଭାଇରାଲ
ଦାରିଙ୍ଗବାଡ଼ି,୧୦।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗର ଏକ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ୪ଜଣ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାପା…
ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା
କୋଟଗଡ଼,୮୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଦିନ ଦ୍ବିପହରରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ ଅଭିଯୋଗ ହୋଇଛି। ଏନେଇ ପେଟ୍ରୋଲ ପମ୍ପ ମାଲିକ ତୁମୁଡ଼ିବନ୍ଧ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଛି।…
ଗାଡ଼ି ଅଟକାଇ ଆହତଙ୍କୁ ହସ୍ପିଟାଲ ନେଲେ ବ୍ଲକ ଅଧ୍ୟକ୍ଷ
ଆର. ଉଦୟଗିର,୮।୧୧(ଡି.ଏନ୍.ଏ): ମାନବିକତା ଦେଖାଇଲେ ଗଜପତି ଜିଲା ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର । ଜଣେ ଯୁବକ ଦୁର୍ଘଟଣାରେ ଆହତ ହୋଇ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ। ଏହି ସମୟରେ ଅଧ୍ୟକ୍ଷ ଗାଡ଼ି ଅଟକାଇ ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ…
ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ କୋଟଗଡ଼ ଥାନା ଅଞ୍ଚଳର ଏଲିଅ ସୁନାମାଝି ବୋଲି ପ୍ରାଥମିକ…
Archives


