କନ୍ଧମାଳ

୬ମାସରେ ଧସିଲା ରାଜପଥ ଗାର୍ଡୱାଲ

ଦାରିଙ୍ଗବାଡି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଗାର୍ଡୱାଲ ଧସି ଯାଇଛି। ଅତି ନିମ୍ମ ମାନର କାର୍ଯ୍ୟ ଯୋଗୁ ନିର୍ମାଣର ମାତ୍ର ୬ ମାସ ମଧ୍ୟରେ ଗାର୍ଡୱାଲ ଭୁଶୁଡି ପଡ଼ିଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହା…

ଶିକ୍ଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ଅଭିଭାବକଙ୍କ ଧାରଣା

ବାଲିଗୁଡ଼ା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଶିକ୍ଷକଙ୍କ ଆନ୍ଦୋଳନ ସୋମବାର ୧୦ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ କନ୍ଧମାଳ ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଇତି ମଧ୍ୟରେ ଶିକ୍ଷକଙ୍କ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି…

ବିଭିନ୍ନ ପ୍ରକଳ୍ପ ବୁଲିଲେ ଜିଲାପାଳ: ଶୁଣିଲେ ଲୋକଙ୍କ ଅଭିଯୋଗ

ଦାରିଙ୍ଗବାଡ଼ିି,୧୮।୯(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ବ୍ଲକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପୂର୍ବାହ୍ନ ୧୦ଟାରେ ଦାରିଙ୍ଗବାଡି ପହଞ୍ଚି ପ୍ରଥମେ ଇକୋ ରିଟ୍ରିଟ ସ୍ଥଳ ବୁଲି ଦେଖିଥିଲେ। ଆସନ୍ତା ଡିସେମ୍ବରରୁ ଇକୋରିଟ୍ରିଟ ଆରମ୍ଭ…

ଭୁଶୁଡ଼ିଲା ଗାର୍ଡ ଓ୍ବାଲ୍‌

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ଜାତୀୟ ରାଜପଥର ଗାର୍ଡଓ୍ବାଲ ଧସିପଡ଼ିଛି। ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ନିର୍ମାଣର ମାତ୍ର ୬ ମାସ ମଧ୍ୟରେ ଗାର୍ଡ ଓ୍ବାଲ ଭୁଶୁଡି ପଡ଼ିଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଭଳି…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଜଗନ୍ନାଥ ମନ୍ଦିରରେ ପ୍ରଦୀପ ପ୍ରଜ୍ବଳନ

ରାଇକିଆ,୧୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଭାରତୀୟ ଜନତା ପାର୍ଟି କନ୍ଧମାଳ ଓବିସି ମୋର୍ଚ୍ଚା ପକ୍ଷରୁ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ କାର୍ଯ୍ୟକ୍ରମର ସିଧା ପ୍ରସାରଣର ବ୍ୟବସ୍ଥା କରାଯିବା ସହ ଏହି…

ବିବାହ ସରକାରୀ ସହାୟତାରୁ ବଞ୍ଚିତ ହିତାଧିକାରୀ

ଖଜୁରୀପଡ଼ା,୧୭ା୯(ବିଦୁର ବେହେରା)ଖଜୁରିପଡ଼ା ବ୍ଲକ ପ୍ରଶାସନର ଭୁଲ ପାଇଁ ଜଣେ ନବ ବିବାହିତ ପରିବାର ସରକାରଙ୍କ ଶ୍ରମିକ କଲ୍ୟାଣ ବୋର୍ଡରୁ ବିବାହ ସହାୟତା ପାଇବାରୁ ବଞ୍ଚିତ ହୋଇଥିବା ଅରପାଜୁ ଗ୍ରାମପଞ୍ଚାୟତ ସରାଚୂଡ଼ ଗ୍ରାମର ସୁଶାନ୍ତ ବେହେରା ଅଭିଯୋଗ କରିଛନ୍ତି। ଅଭିଯୋଗ ପ୍ରକାରେ, ସେ…

ନଦୀରେ ଭାସିଗଲେ ଦୁଇ ନାବାଳିକା, ଜଣେ ଉଦ୍ଧାର, ଜଣେ ନିଖୋଜ

କୋଟଗଡ଼,୧୬ା୯(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ଜୁଡ଼ାବାଲିଠାରେ ଶନିବାର ଏକ ଅଘଟଣ ଘଟିଛି। ଆଜି ମଧ୍ୟାହ୍ନରେ ଜୁଡ଼ାବାଲିର ୬ ନାବାଳିକା ଗାଧୋଇବା ପାଇଁ ଶ୍ରଲିଗୁଡ଼ା ନଦୀକୁ ଯାଇଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଦୁଇ ଜଣ ନାବାଳିକା ଭାସିଯାଇଥିଲେ। ଏହି…

ଲୋକଙ୍କ ଦାବି ପରେ ଫେରିଲେ ଫାର୍ମାସିଷ୍ଟ

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଫାର୍ମାସିଷ୍ଟଙ୍କୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶ ପରେ ପୁଣି ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରକୁ ଫେରାଇ ଅଣାଯାଇଛି। ପ୍ରକାଶ ଯେ, ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ…

ଭିଡିଓ କନ୍‌ଫରେନ୍ସରେ ୫-ଟି ସଚିବଙ୍କ ସହ ଆଲୋଚନା

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଚତୁର୍ଥ ପର୍ଯ୍ୟାୟରେ ସରକାରୀ ଉଚ୍ଚ ବିଦ୍ୟାଳୟଗୁଡିକର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ଏହି ପରିପ୍ରେକ୍ଷୀରେ କାର୍ଯ୍ୟର ଅଗ୍ରଗତି ଏବଂ ବିଦ୍ୟାଳୟରେ ଲାଗି ରହିଥିବା ସମସ୍ୟାର ସମାଧାନ ନେଇ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ…

ଲଗାଣ ବର୍ଷାରେ ଧୋଇଗଲା ପୋଲ, ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋଟଗଡ଼,୧୫ା୯(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କୁର୍ତ୍ତମଗଡ଼ଠାରୁ କରକୁଡୁପା ଭାୟା ଡାଙ୍ଗେସିଗୁଡ଼ାକୁ ସଂଯୋଗ କରୁଥିବା ରାସ୍ତାରେ ଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପୂର୍ବରୁ ମଧ୍ୟ ଲଗାଣ ବର୍ଷାରେ ଏହି ଅସ୍ଥାୟୀ…

ଭାଙ୍ଗିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ଫୁଲବାଣୀ,୧୫ା୯(ରାକେଶ କୁମାର ରାଉତ)/ଫିରିଙ୍ଗିଆ,(ବିକ୍ରମ ଦିଗାଲ): କନ୍ଧମାଳ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଫିରିଙ୍ଗିଆ ବ୍ଲକରେ ବର୍ଷାର ପ୍ରଭାବ ଅଧିକ ପରିଲକ୍ଷିତ ହୋଇଛି। ବର୍ଷାରେ ଲୋକଙ୍କ ସ୍ଥିତି ବେହାଲ ହୋଇଛି। କିଛି ସ୍ଥାନରେ ପୋଲ ଭାଙ୍ଗିବା ସହ…

ଜୀବନକୁ ବାଜି ଲଗାଇ ନଦୀ ପାର

ବାଲିଗୁଡା,୧୪ା୯(ସଞ୍ଜୟ କୁମାର ପାଣିଗ୍ରାହୀ)ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଭରା ନଈରେ ରୋଗୀଙ୍କୁ ଟ୍ୟୁବରେ ବସାଇ ଖଡ଼ଗ ନଦୀ ପାର କରାଇଲେ ପରିବାର। ବାଲିଗୁଡାଠାରୁ ସାଇନପଡାକୁ ଯିବା ପାଇଁ ଖଡ଼ଗ ନଦୀରେ ଏକ ପୋଲ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?