କନ୍ଧମାଳ

ପୁଣି ସ୍ଥିତି ଜାହିର କଲେ ମାଓବାଦୀ: ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର ବ୍ୟାନର

ଫୁଲବାଣୀ ଅଫିସ,୧୮।୫: କିଛିଦିନର ନୀରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି। ଜିଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ, ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼, ଗୋଛାପଡ଼ା ଥାନା ଅଞ୍ଚଳରେ ମାଓବାଦୀ ସଙ୍ଗଠନ…

କାଳବୈଶାଖୀରେ ଉଡ଼ିଲା ଆଜ୍‌ବେଷ୍ଟସ୍‌

କ.ନୂଆଗାଁ,୧୬।୫(ଡି.ଏନ.ଏ.): କାଳବୈଶାଖୀ ପ୍ରଭାବରେ କନ୍ଧମାଳ କ.ନୂଆଗାଁ ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବର୍ଷା ପବନ ହେବାରୁ ଗ୍ରାମର ୧୫ରୁ ଉଦ୍ଧର୍‌ବ ଲୋକଙ୍କ ଘର ଆଜ୍‌ବେଷ୍ଟସ୍‌ ଉଡ଼ିଯାଇଛି l ଛପର ଉଡିଯିବା ଫଳରେ ଘରେ ଥିବା…

ଭୋଜି ଖାଇ ୧୬ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୭ ଗୁରୁତର

ତୁମୁଡିବନ୍ଧ,୧୬।୫(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ଅନ୍ତର୍ଗତ ବୁଢ଼ା କୁଣ୍ଡଳୀ ଗ୍ରାମରେ ବାହାଘର ଭୋଜି ଖାଇ ୧୫ଜଣ ମହିଳା, ପୁରୁଷ ଓ ଶିଶୁ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି। ସମସ୍ତଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ପଲ୍ଲିଶ୍ରୀ ମେଳାରେ ଅତିଥି ଚୟନକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧୬।୫: ଫୁଲବାଣୀ କରୋନେଶନ ପଡିଆରେ ଗତ ୧୩ ତାରିଖରୁ ଚାଲିଥିବା ପଲ୍ଲିଶ୍ରୀ ମେଳାରେ ଆରମ୍ଭରୁ ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ମେଳାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲେ ମଧ୍ୟ ଅତିଥି ଚୟନକୁ ନେଇ କେତେଜଣ ପ୍ରଶାସନିକ ଅଧିକାରୀ, ଲୋକପ୍ରତିନିଧି…

ଧରାପଡ଼ିଲେ ୫ ଡକାୟତ: ସୁନାଗହଣା ସହ ବାଇକ, ମୋବାଇଲ ଜବତ

ଫୁଲବାଣୀ ଅଫିସ,୧୫ା କନ୍ଧମାଳ ଜିଲା ଟିକାବାଲି ଥାନା ପୋଲିସ ଏକ ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୦ ଗ୍ରାମ ସୁନା ଗହଣା, ଦୁଇଟି ବାଇକ୍‌ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବ୍ରାହ୍ମଣୀଗାଁର ଉଦ୍ଧବ ମଲ୍ଲିକ, ଆଦମ…

କନ୍ଧମାଳରେ ସଂଗ୍ରହ ହେବ ୧୦ ହଜାର ଟନ୍‌ କେନ୍ଦୁପତ୍ର

ଫୁଲବାଣୀ ଅଫିସ, ୧୫।୫: କରୋନା ପ୍ରଭାବରେ ଗତ ଦୁଇ ବର୍ଷ ହେଲା କେନ୍ଦୁପତ୍ର ସଂଗ୍ରହ କାର୍ଯ୍ୟ ବନ୍ଦ ରହିଥିଲା। ଚଳିତ ଆର୍ଥିକ ବର୍ଷରେ ଏହି କାର୍ଯ୍ୟକୁ ପୁଣି ଆରମ୍ଭ କରାଯାଇଛିା ଏଥର ଜିଲାରେ ୧୦ ହଜାର ଟନ କେନ୍ଦୁପତ୍ର ସଂଗ୍ରହ କରାଯିବାକୁ ବିଭାଗ…

ନ୍ୟାୟ ପାଇଁ ପ୍ରେମିକଙ୍କ ଘରେ ଆଦିବାସୀ ପୀଡ଼ିତା

ମହାକାଳପଡ଼ା,୧୪ା୫ (ଡି.ଏନ.ଏ.): କନ୍ଧମାଳ ଜଲା ଦାରିଙ୍ଗବାଡ଼ି ଅଞ୍ଚଳର ଆଦିବାସୀ ଯୁବତୀ ଝିଲିମା ପ୍ରଧାନ (୨୪) ନ୍ୟାୟ ପାଇଁ ପ୍ରେମିକ ଘରେ ପହଞ୍ଚି ନ୍ୟାୟ ଦାବି କରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନାରେ ଶୁକ୍ରବାର ଲିଖିତ ଅଭିଯୋଗ କରିଛନ୍ତି।…

ରଖେ ଯାହାକୁ ହରି…

ଦାରିଙ୍ଗବାଡ଼ି,୧୨।୫(ଡି.ଏନ୍‌.ଏ.): ରଖେ ହରି ତୋ ମାରେ କିଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ। ଦାରିଙ୍ଗବାଡ଼ି ତିନିଛକ ବଜାର ଉପରେ ଏକ ୩ ମହଲା କୋଠାର ନିର୍ମାଣ କାର୍ଯ୍ୟ ଚାଳିଥିବା ବେଳେ ଜଣେ ଶ୍ରମିକ ୩୦…

୩୦ ଫୁଟ ଉଚ୍ଚ କୋଠାରେ କାମ କରୁଥିଲେ ଯୁବକ, ତଳକୁ ଖସିପଡ଼ିବା ସମୟରେ ଲାଗିଲା କରେଣ୍ଟ

ଦାରିଙ୍ଗବାଡ଼ି,୧୨ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତିନିଛକ ବଜାର ମଧ୍ୟରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁବାର ସକାଳେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଅଞ୍ଚଳର କାଳୁ ପ୍ରଧାନ(୩୦)। କାଳୁଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି…

ଆମ୍ବୁଲାନ୍ସରେ ନେଉଥିଲେ ଗଞ୍ଜେଇ

ଫୁଲବାଣୀ ଅଫିସ,୯।୫: ଗଞ୍ଜେଇ ଚାଲାଣର ନୂଆ ଉପାୟ। ଆମ୍ବୁଲାନ୍ସରେ ହେଉଥିଲା ଚାଲାଣ। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀରେ। ଖବରପାଇ ଅବକାରୀ ଟିମ୍‌ ଖଜୁରୀପଡା ବ୍ଲକ ରାଣୀପଥର ଘାଟିରେ ଜଗି ରହିଥିଲା। ସେଠାରେ ଅଧିକାରୀମାନେ ଆମ୍ବୁଲାନ୍ସକୁ ଅଟକାଇ ଯାଞ୍ଚ ବେଳେ…

ଗୁଣି ସନ୍ଦେହରେ ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇଲେ

ଫୁଲବାଣୀ ଅଫିସ, ୯ା୫: କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହ କରି ଏକ ବୃଦ୍ଧ ଦମ୍ପତିଙ୍କୁ ଲୋକେ ଅଖାଦ୍ୟ ଖୁଆଇଛନ୍ତି। ସେମାନେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଲୁହା ଛଡ଼ରେ ମାଡ଼ ମରାଯିବାରୁ ତାଙ୍କ ଡାହାଣ ଗୋଡ଼…

ରାଣୀପଥର ଘାଟିରେ ଜଳୁଛି ଜଙ୍ଗଲ

ଫୁଲବାଣୀ ଅଫିସ/ ବଲସକୁମ୍ପା, ୯ା୫: ଫୁଲବାଣୀ-ବୌଦ୍ଧ ଜିଲା ୧୫୭ ଜାତୀୟ ରାଜପଥ ରାଣୀପଥର ଘାଟିର ପୁରୁଣାପାଣିଠାରେ ଶାଗୁଆନ ଓ ବାଉଁଶ ଜଙ୍ଗଲ ରବିବାର ୧୦ଟାରୁ ହୁତୁ ହୁତୁ ହୋଇ ଜଳୁଛି। ରାଣୀପଥର ଫରେଷ୍ଟରଙ୍କ ଏଥିପ୍ରତି ନିଘା ନାହିଁ। ଫୁଲବାଣୀ ବନବିଭାଗ ଖଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri