କନ୍ଧମାଳ

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ ଭାବେ ଉଭା ହୋଇଥିବା ଏହି ମହୋତ୍ସବ ପାଇଁ ଜିଲା ତଥା ଜିଲା ବାହାରୁ…

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ କଳହରୁ ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଶାଶୁଙ୍କ ମୃତ୍ୟୁ ଘଟିଛି। ସିର୍ତିଗୁଡା ଗ୍ରାମର ଜ୍ୱାଇଁ ସୁରତ…

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି। ବଡ ପୁଅ ଘର ଖଣ୍ଡେ ପାଇଛି। ସାନପୁଅ ବୋହୁ ବାପା ପାଖରେ ରହୁଛନ୍ତି। ଆଜକୁ…

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ କାହାର କୌଣସି କ୍ଷତି…

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅନେକ ଯୁବଗୋଷ୍ଠୀ ପସନ୍ଦ କରୁଥିବା ବେଳେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ…

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ…

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି। ଏବେଠାରୁ ଦାରିଙ୍ଗବାଡି ସଜେଇ ହେବା ଆରମ୍ଭ ହୋଇଛି। ମହୋତ୍ସବ ପଡିଆ ଓ ମଞ୍ଚର ମରାମତି…

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ ଧରୁନି କୁହାଯାଉଛି। ଆହୁରି ପ୍ରବଳ ଶୀତ ପଡିବ। ଏବେ ସନ୍ଧ୍ୟାା ନଇଁ ଆସିବା କ୍ଷଣି…

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର ଅପରାହ୍ନରେ ଉଦଘାଟନ କରିଛନ୍ତି। ପ୍ରଥମେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର, ସିଆରପିସିଏମ ଓ ଏମବିକେମାନେ…

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ଅନ୍ୟ କିଛି ଦାବି ପାଇଁ ସରକାରଙ୍କ ଅଣଦେଖା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା…

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଏହାର ଆକର୍ଷଣ ଅଲଗା। ଏହି ଜଳପ୍ରପାତ ପ୍ରତି ପର୍ଯ୍ୟଟକଙ୍କ ସ୍ବତନ୍ତ୍ର ଆକର୍ଷଣ ରହିଛି।…

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହେଉଛି। ସକାଳୁ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri