କନ୍ଧମାଳ

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା ଯୋଗୁ ମାଟି ଉର୍ବର ହେବା ସହ ଲଙ୍ଗଳ ମାଟି କାଟିବା ଯୋଗୁ ଚାଷୀଙ୍କ…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ ବଡ଼ ଭାଇଙ୍କ ଟାଙ୍ଗିଆରେ ଚାଲିଗଲା ସାନ ଭାଇର ଜୀବନ। ସୂଚନା ପ୍ରକାରେ କଦମ…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ସହକାରୀ ଏଡିଇଓ ବିମଳ ମଲିକ, ପଞ୍ଚାୟତ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର ଜୀବନ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି । ମୃତ ଶିଶୁ ହେଲେ ଭ୍ରମରବାଡ଼ି…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ ଜନ ସଚେତନ କଲେ ଭାଜପାର ବରିଷ୍ଠ କର୍ମକର୍ତ୍ତା ଓ କିଛି ଯୁବପିଢ଼ି…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ନେଇ ଜିଲାରେ ତୀବ୍ର ଅସନ୍ତୋଷ ଦେଖାଯାଇଛ। ଶନିବାର ସନ୍ଧ୍ୟାରେ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ। ପ୍ରକାଶ ଯେ, ଦାରିଙ୍ଗବାଡ଼ି ଆଇଆଇଆସି ସଂଗ୍ରାମ କେଶରୀ ଜେନା କହିଛନ୍ତି, ଗତ କିଛି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ୧୦ରୁ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦ ମିନିଟ ସମୟରେ ହଠାତ୍ ଅତି ପ୍ରବଳ ବେଗରେ ଆସିଥିବା ଏହି ଝଡ଼-ପବନ ଯୋଗୁଁ…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ସାରା ଦେଶରେ ଏହି ସଂଶୋଧନ…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ ଉଗ୍ରରୂପ ନେବା ଆଶଙ୍କାରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆଗୁଆ ସତର୍କ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ ବାହାରକୁ ବାହାରିବା ପାଇଁ ଇଚ୍ଛା ପ୍ରକାଶ କରୁନାହାନ୍ତି। କିନ୍ତୁ ଏହି ପ୍ରଚଣ୍ଡ ରୌଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?