୭ କିମି ଜଙ୍ଗଲରେ ଚାଲିକିଗଲେ, ଗ୍ରାମବାସୀଙ୍କ ସମସ୍ୟା ବୁଝିଲେ ବିଡିଓ
ବଲସକୁମ୍ପା,୮।୫: କନ୍ଧମାଳ ଖଜୁରିପଡ଼ା ବ୍ଲକ ବିଡିଓ ରବୀନ୍ଦ୍ରନାଥ କହଁର ୭ କିଲୋମିଟର ଜଙ୍ଗଲରେ ଚାଲି ଚାଲି ଯାଇ ଗ୍ରାମବାସୀଙ୍କ ସମସ୍ୟା ବୁଝିଛନ୍ତି। ୧୪ଟି ପଞ୍ଚାୟତକୁ ନେଇ ଖଜୁରିପଡ଼ା ବ୍ଲକ ଗଠିତ। ପ୍ରାୟ ୨ କିମ୍ବା ୩ଟି ପଞ୍ଚାୟତର ଗାଁ ଗୁଡିକ ଅତି…
ଠାବହେଲା ହନୁମାନଙ୍କ ଆକାରର ପଥର, ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୫ା୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତ ମିଡ଼ିୟୁବାନ୍ଦା ଜଳପ୍ରପାତ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ଦାରିଙ୍ଗବାଡ଼ି ଯିଏ ଆସୁଛି ସିଏ କଫି ବଗିଚା ସହ ଏହି ଜଳପ୍ରପାତକୁ ନିଶ୍ଚିତ ବୁଲିବାକୁ ପସନ୍ଦ କରନ୍ତି।…
ଦାରିଙ୍ଗବାଡ଼ିରେ ଅସହ୍ୟ ଗରମ, ତାପମାତ୍ରା ୩୬
ଦାରିଙ୍ଗବାଡ଼ି,୨୯।୪(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପ୍ରଚଣ୍ଡ ଖରା ସହ ଗରମ ଗୁଳୁଗୁଳି ଲୋକଙ୍କୁ ଅସହ୍ୟ ଯନ୍ତ୍ରଣା ଦେଲାଣିା ତାପମାତ୍ରା ଯେଉଁଠି ଶୂନ ଡିଗ୍ରୀ ରହୁଥିବା ନଜିର ରହିଛି ଏବେ ସେଇଠି ତାପମାତ୍ରା ୩୬ ଡିଗ୍ରୀ ପର୍ଯ୍ୟନ୍ତ…
୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ
ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ୫୮ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଯାହାକୁ ନେଇ ସମଗ୍ର…
ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ
ଫୁଲବାଣୀ ଅଫିସ, ୨୯ା୪: କନ୍ଧମାଳ ଜିଲା ଫୁଲବାଣୀ ପୌର ପରିଷଦରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ଗୋଟିଏ ଗୋଟିଏ ପରିବାର ୪ରୁ ୫ଟି ଆବାସ ହାତେଇଛନ୍ତି। ଏପରିକି ଜଣେ ପୂର୍ବତନ କାଉନସିଲର ୪ଟି ଆବାସ ନେଇଛନ୍ତି। ମାତ୍ର ସ୍ଥଳ ବିଶେଷରେ…
ଭଙ୍ଗାଘରେ ଅସହାୟ ମା’, ଅବିବାହିତ ଝିଅ
ଫୁଲବାଣୀ ଅଫିସ, ୨୮।୪: କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରୀବ ହିତାଧିକାରୀଙ୍କୁ ଘର ଯୋଗାଇ ଦେଉଛନ୍ତି। ରାଜ୍ୟ ସରକାର ମଧ୍ୟ ବିଜୁ ପକ୍କାଘର ଯୋଜନାରେ ଘର ଦେଉଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଚୟନ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରାଯାଉଛି ା…
ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା
ଜି.ଉଦୟଗିରି,୨୫।୪(ଡି.ଏନ.ଏ.): ପାନୀୟ ଜଳ ଯୋଗାଣ ବିଭାଗର ଖାମଖିଆଲ ନୀତି ଯୋଗୁ ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ପାନୀୟ ଜଳ ଯୋଗାଣ ପାଇଁ ସହରରେ ବିଛା ଯାଇଥିଲା ପାଇପ୍। ଏହାର କାମ ସରିଲାଣି। କିନ୍ତୁ ଖୋଳିଥିବା ରାସ୍ତାକୁ ମରାମତି କରିବାକୁ ଭୁଲିଗଲା…
ମହମବତି ଆଲୋକରେ ଚାଲିଛି ପାଠପଢ଼ା
ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ ହୋଇଯାଉଛି। ଆଉ କିଛିଦିନ…
ପୂର୍ବତନ ବିଧାୟକଙ୍କ ପରଲୋକ
ବାଲିଗୁଡ଼ା,୨୩ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା ବିଧାୟକ…
ବିଦ୍ୟୁତ୍ ବିଭ୍ରାଟ: ଛାତ୍ରୀଛାତ୍ରଙ୍କ ପରୀକ୍ଷା ନିକଟ, ଚିନ୍ତାରେ ଅଭିଭାବକ
ଦାରିଙ୍ଗବାଡ଼ି,୨୨ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍କାଟକୁ ନେଇ ଜନ ଅସନ୍ତୋଷ ଦାନା ବାନ୍ଧୁଛି। ଦୀର୍ଘ ଘଣ୍ଟା ଧରି ବିଦ୍ୟୁତ ଅଚଳ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ୍ ହେଇଯାଉଛି। ବିଶେଷ…
ସ୍କୁଲ ପିଲାଙ୍କ ଲାଗି ନଳକୂପ ସଜାଡ଼ିଲେ ସରପଞ୍ଚ
ଫୁଲବାଣୀ ଅଫିସ, ୧୭।୪: ସ୍କୁଲରେ ପାଣି ସମସ୍ୟା ଦୀର୍ଘ ଦୁଇ ବର୍ଷ ଧରି ଲାଗି ରହିଥିଲା। ଏବେ ଖରାଦିନ। ପାଣି ପାଇଁ ପିଲାମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ। ଖବର ପାଇ ସ୍ଥାନୀୟ ସରପଞ୍ଚ ଗଁାର କେତେଜଣ ଲୋକଙ୍କୁ ନେଇ ସ୍କୁଲରେ ଖରାପ…
ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ
ବାଲିଗୁଡ଼ା,୧୬ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡ଼ାରୁ ବାଲିଗୁଡ଼ାକୁ ଆସୁଥିବା ମହୁଲ ବୋଝେଇ ୪୦୭ ଗାଡ଼ି ନଂ.ଓଆର-୧୨-୨୫୮୬କୁ…
Archives


