କନ୍ଧମାଳ

ଏକ୍ସ-ରେ ମେଶିନ ଅଚଳ, ରୋଗୀ ହନ୍ତସନ୍ତ

ଫୁଲବାଣୀ ଅଫିସ, ୬ା୮: ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ୍ସ-ରେ ମେଶିନ ଦୁଇ ଦିନ ହେବ ଅଚଳ ହୋଇପଡିଛି । ଫଳରେ ରୋଗୀ ନାହିଁ ନ ଥିବା ହଇରାଣ ହେଉଛନ୍ତି  । ଅଧିକ ଖର୍ଚ୍ଚାନ୍ତ ହୋଇ ରୋଗୀ ବାହାରେ ଏକ୍ସ-ରେ କରିବାକୁ…

ସୁବର୍ଣ୍ଣଗିରି ଉଚ୍ଚ ବିଦ୍ୟାଳୟ କାମ ନିମ୍ନମାନର ଅଭିଯୋଗ

କୋଟଗଡ, ୫/୮(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟ ଭିତ୍ତିଭୂମି ସଜାଡିବା ସହ ପ୍ରାଥମିକ ଶିକ୍ଷାକୁ ନୂଆ ରୂପ ଦେବାକୁ ଯୋଜନା କରୁଛନ୍ତି ା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇ ତାର ଭିତ୍ତିଭୂମି ସଜାଡିବା ଦିଗରେ ବହୁ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ କେତେକ…

ନକଲି ପାଉଡର ବ୍ୟବସାୟୀଙ୍କୁ ଧରି ପୋଲିସ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୪।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗ୍ରାମ ଗବାଟବାଡ଼ି ଅଞ୍ଚଳରେ କେତେକ ଅଜଣା ବ୍ୟକ୍ତି ଲୋକଙ୍କୁ ଲୁଗାସଫା ପାଉଡର ବିକ୍ରି କରୁଥିଲେ। ୪କେଜି ପାଉଡରକୁ ମାତ୍ର ୧ଶହ ଟଙ୍କାରେ ବିକ୍ରି କରୁଥିଲେ। ହେଲେ ଉକ୍ତ ପାଉଡର ନକଲି…

ଦୋଳାରେ ବୁହା ହେଲେ ଗର୍ଭବତୀ

ଫୁଲବାଣୀ ଅଫିସ/ବାଲିଗୁଡା(ଡି.ଏନ.ଏ.),୩ା୮: କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାରଙ୍ଗ ଥାନା  ଟେଟେରା ଗଁାକୁ ଭଲ ରାସ୍ତା ନ ଥିବାରୁ ପୁଣି ଜଣେ ଗର୍ଭବତୀଙ୍କୁ ଦୋଳାରେ ନିଆଯାଇଛି। ମୁଖ୍ୟରାସ୍ତାଠାରୁ ଟେଟେରା ଗାଁ ପ୍ରାୟ ୨/୩ କିମି ଦୂରରେ ରହିଛି।ଆଜି…

ଜଙ୍ଗଲରେ ଲଜ୍‌, ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୧।୮: କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକ ଡଗାପାଙ୍ଗା ଗ୍ରାମ ନିକଟବର୍ତ୍ତୀ ସାଡ୍ରାପ୍ଲିଉ ସରଂକ୍ଷିତ ଜଙ୍ଗଲରେ ଜଣେ ବ୍ୟକ୍ତି ବେଆଇନ ନିର୍ମାଣ କାର୍ଯ୍ୟ କରୁଛନ୍ତି। ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଜଙ୍ଗଲରେ ବେଆଇନ…

ବିଡିଓଙ୍କୁ ଦାବିପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ କର୍ମଚାରୀ

ରାଇକିଆ,୨୦ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ପକ୍ଷରୁ ବୁଧବାର ବିଡିଓଙ୍କୁ ଦୁଇ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଏହା ସହିତ ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘର ବ୍ଲକ ସଭାପତି ସାଧୀନ କୁମାର ପଣ୍ଡାଙ୍କ ନେତୃତ୍ୱରେ…

ଅପରେଶନ ବେଳେ ଛତ୍ରଭଙ୍ଗ ଦେଲେ ମାଓବାଦୀ: ବିପୁଳ ପରିମାଣର ସାମଗ୍ରୀ ଜବତ

ଫୁଲବାଣୀ ଅଫିସ, ୧୯।: କିଛି ଦିନର ନୀରବତା ପରେ କନ୍ଧମାଳ ଜିଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଛନ୍ତି। କୋମ୍ବିଂ ଅପରେଶନ୍‌ ବେଳେ ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ଅଞ୍ଚଳ ଜଙ୍ଗଲରେ ଏକ ମାଓବାଦୀ କ୍ୟାମ୍ପକୁ ଯବାନମାନେ ଠାବ କରିଛନ୍ତି। ହେଲେ ଯବାନ…

କୃଷକଙ୍କ ବିକାଶ ପାଇଁ କାର୍ଯ୍ୟ କରିବାକୁ ଶପଥ

ଜି.ଉଦୟଗିରି,୧୫ା୭(ଡି.ଏନ୍‌.ଏ.): ଜି.ଉଦୟଗିରି ଲାମ୍ପ ସମବାୟ ସମିତିର ନବନିର୍ବାଚିତ ସଭାପତି, ଉପସଭାନେତ୍ରୀ, ସଦସ୍ୟା ସଦସ୍ୟମାନଙ୍କୁ କାର୍ଯ୍ୟାଳୟ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଲାମ୍ପ ପରିଚାଳନା ନିର୍ଦ୍ଦେଶକ ଶିଶିର କାନ୍ତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ନିମନ୍ତ୍ରିତ ଅତିଥି ଭାବେ ଡିଆରସିଏସ ପାଣୁ…

କାଦୁଅରେ ଉବୁଟୁବୁ ମେଡୁବାଡ଼ିଠାରୁ ତଜଡ଼ବାଡ଼ି ରାସ୍ତା

ଦାରିଙ୍ଗବାଡ଼ି,୧୦।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର କିରିକୁଟି ପଞ୍ଚାୟତ ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନଥିବା ବେଳେ ଏବେ ସେହି ପାଦଚଲା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି ା ଗ୍ରାମବାସୀ କର୍ଦ୍ଦମାତ୍ର ରାସ୍ତାରେ ଯାତାୟାତ କରୁଛନ୍ତି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ…

ଅସରାଏ ବର୍ଷାରେ ରାସ୍ତା ବେହାଲ, ସବୁଦିନିଆ ରାସ୍ତା ପାଇଁ ଦାବି

ଦାରିଙ୍ଗବାଡ଼ି,୯ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର କିରିକୁଟି ପଞ୍ଚାୟତ ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନ ଥିବା ବେଳେ ଏବେ ସେହି ପାଦଚଲା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗ୍ରାମବାସୀ କର୍ଦ୍ଦମାକ୍ତ ରାସ୍ତାରେ ଯାତାୟାତ କରୁଛନ୍ତି। ଏନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ…

ଲକ୍‌ଡାଉନ୍‌ ପରଠାରୁ ବିଦ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି,୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ଦୁର୍ଗମ ତଜଡ଼ବାଡ଼ି ଗାଁକୁ ସବୁଦିନିଆ ରାସ୍ତାଟିଏ ନ ଥିବାବେଳେ ବିଦ୍ୟାଳୟର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେହିପରି ପିଇବା ପାଣିର ଅଭାବ ସାଙ୍ଗକୁ ଅଙ୍ଗନଓ୍ବାଡ଼ି ଶିଶୁଙ୍କ ପାଇଁ କେନ୍ଦ୍ରଟିଏ ନ ଥିବା ଗ୍ରାମବାସୀ…

ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଲେ ସ୍ବାମୀ

ବାଲିଗୁଡ଼ା,୭ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ଲେତିଙ୍ଗିଆ ନିକଟସ୍ଥ ବୁହୁକିଆରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଛନ୍ତି ସ୍ବାମୀ। ଗୁରୁବାର ସକାଳୁ ପାରିବାରିକ କହଳରୁ ଏହି କାଣ୍ଡ ଘଟିଛି। ଅଳ୍ପକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri