ଦୀର୍ଘ ଦିନ ହେଲା ଟୟ ଟ୍ରେନ ଅଚଳ, ଶିଶୁ ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡି,୨୮/୪(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲାର ଦାରିଙ୍ଗବାଡି ଠାରେ ଥିବା ହିଲଭିୟୁ ପାର୍କର ବିକାଶରେ ବାଧା ସୃଷ୍ଟି ହୋଇଛି। ଏବେ ଗ୍ରୀଷ୍ମ ପ୍ରବାହ ରହିଥିଲେ ମଧ୍ୟ ମଝିରେ ମଝିରେ ବର୍ଷା ସହ କୋହଲା ପବନ ଯୋଗୁ ତାପମାତ୍ରା ସେତେଟା ବୃଦ୍ଧି…
ସେବାଶ୍ରମ ପାଚିକାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ
ବାଲିଗୁଡ଼ା, ୨୭।୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ କୋଟଗଡ଼ ବ୍ଲକର ରଢ଼ା ସେବାଶ୍ରମ କୋଭିଡ୍ ହଷ୍ଟେଲରେ ନିୟୋଜିତ ଜଣେ ପାଚିକାଙ୍କୁ ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି। କୋଟଗଡ଼ ଦେୱାନୀ ଓ ଫୌଜଦାରି ଅଦାଲତର ପ୍ରଥମ ବିଚାର ବିଭାଗୀୟ ବିଚାରପତି…
କିଓସ୍କ ବ୍ୟାଙ୍କ ଠକେଇ, ହାତବାନ୍ଧି ବସିଛି ପୋଲିସ
ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଥିବା କିଓସ୍କ ବ୍ୟାଙ୍କି ସଂସ୍ଥା ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ଉଠାଇ ନେବା ଘଟଣାକୁ ଆଉ ଦୁଇ ଦିନ ପରେ ମାସେ ପୂରିବ। ହେଲେ ଆଜି ପର୍ଯ୍ୟନ୍ତ ପୋଲିସ ଠକେଇରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କୁ…
ଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସା
ତୁମୁଡିବନ୍ଧ,୨୫।୪: (ଡି.ଏନ.ଏ.) ଗ୍ରୀଷ୍ମପ୍ରବାହ ଜାରି ରହିଛି ନଦୀ ନାଳ ପୋଖରୀ ଗୁଡ଼ିକ ଶୁଖି ଯାଇଛି। ଭୂତଳ ଜଳସ୍ତର ହ୍ରାସ ପାଉଛି। ଫଳରେ ତୁମୁଡିବନ୍ଧ ଅଞ୍ଚଳରେ ପିଇବା ପାଣିର ସମସ୍ୟା ବଢ଼ିବାରେ ଲାଗିଛି। ଏହା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତର ଦାଗିରି ଗାଁ…
କଲରାପତରିଆ ବାଘ ଛାଲ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତ
ଫୁଲବାଣୀ ଅଫିସ, ୨୪।୪: କନ୍ଧମାଳ ଜିଲା ଖଜୁରୀପଡ଼ା ଷ୍ଟେଟ ବ୍ୟାଙ୍କ ଛକରେ ଏସ୍ଟିଏଫ୍ ଟିମ୍ ଚଢ଼ାଉ କରି ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଖଜୁରୀପଡ଼ା ଥାନା ଆରାପାଜୁ ଅଞ୍ଚଳର…
ଡାୟାଲିସିସ ରୋଗୀଙ୍କୁ ଶୋଷଣ: ସେବା ନାଁରେ ବ୍ୟବସାୟ
ଫୁଲବାଣୀ ଅଫିସ,୨୪ା୪: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାୟାଲିସିସ ରୋଗୀଙ୍କୁ ଶୋଷଣ ଘଟଣାରେ ମେଡିକାଲ ପ୍ରଶାସନର ତଦନ୍ତକୁ ନେଇ ପ୍ରଶ୍ନ ଉଠିଛି। ଡାୟାଲିସିସି ସେବା ଯୋଗାଉଥିବା ସଂସ୍ଥାର କର୍ମଚାରୀ ଖୁଲମଖୁଲା ରୋଗୀଙ୍କୁ ଶୋଷଣ କରୁଥିବା ବେଳେ ଆଜି ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ନ…
ପରିବେଶର ସୁରକ୍ଷା ନେଇ ଶପଥ ନେଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୨୨।୪(ଡି.ଏନ୍.ଏ.): ଆଜି ଧରିତ୍ରୀ ଦିବସ। ଏହି ଦିବସକୁ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ଏକାଠି ହୋଇ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ପରିବେଶ ଅତ୍ୟନ୍ତ ସୁନ୍ଦର। ହେଲେ ପ୍ରାକୃତିକ ସମ୍ପଦରେ ଭରପୁର…
ଫୁଟ୍ପାଥରେ ଚଢ଼ିଗଲା ହାଇଓ୍ବା, ଜଣେ ଗୁରୁତର
ବାଲିଗୁଡ଼ା,୨୨ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ୫୯ ନଂ. ଜାତୀୟ ରାଜପଥର ବସ୍ଷ୍ଟାଣ୍ଡ ଓ ଆଦର୍ଶ ପୁଷ୍କରିଣୀ ନିକଟରେ ଥିବା ଡ୍ରେନ୍ ଉପରକୁ ଏକ ହାଇଓ୍ବା ନଂ.ଓଡି-୦୨-ଏଟି -୨୮୭୭ ଭାରସାମ୍ୟ ହରାଇ ଚଢ଼ିଯାଇଛି। ଫଳରେ ଡ୍ରେନ ଉପରେ ଫୁଟପାଥ୍ରେ ବିକ୍ରି କରୁଥିବା ବ୍ୟବସାୟୀଙ୍କ…
ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ
ଫୁଲବାଣୀ ଅଫିସ,୨୨।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସଖିପଡା ଗାଁର ଲିପକ ପ୍ରଧାନ(୨୧)ଙ୍କ ମୃତ୍ୟୁ ଘଟଣା ପଛରେ ରହିଛି ପ୍ରେମ ଏବଂ ସନ୍ଦେହ। ଲିପକ କେବେ ଆତ୍ମହତ୍ୟା କରିପାରିବ ନାହିଁ। ତାକୁ ହତ୍ୟା କରାଯାଇଛି। ଲିପକ ଯେଉଁ ଝିଅକୁ ଭଲ ପାଉଥିଲା…
ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫ
ଦାରିଙ୍ଗବାଡ଼ି,୨୦ା୪(ଡି.ଏନ୍.ଏ.): ପୁଅବୋହୂଙ୍କ ଆକ୍ରମଣରେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ମୃତ ବୃଦ୍ଧା ପୁଷ୍ପାଞ୍ଜଳି ପରିଚ୍ଛାଙ୍କ ପୁଅ ସୁନାମ ପରିଛା। ତାଙ୍କ ନାମରେ…
ପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀ
ବାଲିଗୁଡା, ୨୦।୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ପ୍ରତିଦିନର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ…
ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ
ବାଲିଗୁଡ଼ା,୧୯ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବାରେ ଲାଗିଛି। ପ୍ରତିଦିନର ତାପମାତ୍ରା ୪୦ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି…

