ପୁଅର ବର୍ବର କାଣ୍ଡ: କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା
ଫୁଲବାଣୀ ଅଫିସ,୨୭।୫: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଟାଉନ ଥାନା ଅଞ୍ଚଳର ଜଣେ ଯୁବକ ନିଜ ମା’ଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଛନ୍ତି। ମୃତକ ମା’ ହେଲେ କସ୍ତୁରୀ କହଁର(୬୦)। ପୋଲିସ ହତ୍ୟାକାରୀ…
କୂଅରେ ପଡ଼ିଛି ହାତୀଛୁଆ, ଉଦ୍ଧାର କାର୍ଯ୍ୟ ଜାରି
ରାଇକିଆ,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜର ପଳାଶପଲ୍ଲୀ ଗ୍ରାମର ଏକ ପରିତ୍ୟକ୍ତ କୂଅରେ ଗୁରୁବାର ରାତିରୁ ଏକ ୪/୫ ବର୍ଷ ର ହାତୀଛୁଆ ଖସି ପଡ଼ିଛି। ଏହି ଅଞ୍ଚଳରେ ହାତୀପଲଙ୍କର ନିୟମିତ ଚଳପ୍ରଚଳ ରହିଛି। କାଲି ସନ୍ଧ୍ୟାରୁ ହାତୀପଲ…
ଦାରିଙ୍ଗବାଡ଼ିରେ ସ୍ବଚ୍ଛ ଭାରତ ମିଶନ ଫେଲ: ବସ୍ଷ୍ଟାଣ୍ଡ ଅଞ୍ଚଳ ପୂତିିଗନ୍ଧରେ ନାକ ଫାଟିପଡ଼ୁଛି
ଦାରିଙ୍ଗବାଡ଼ି,୨୬।୫(ଡି.ଏନ.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଦୈନିକ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି। ଏହାକୁ ସରସ ସୁନ୍ଦର କରିବାକୁ ବହୁବାର ବୈଠକ ବସୁଛି ହେଲେ ଏବେ ଉକ୍ତ ଅଞ୍ଚଳରେ ସ୍ବଚ୍ଛଭାରତ ମିଶନ ଫେଲ ହେବା ଦେଖିବାକୁ ମିଳୁଛି। ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ନାକ…
ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ
ବାଲିଗୁଡ଼ା,୨୫ା୫(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ…
ଭିଜିଲାନ୍ସ ଜାଲରେ ଜଳଛାୟା ପ୍ରକଳ୍ପ ସହାୟକ
ଫୁଲବାଣୀ ଅଫିସ,୨୫।୫: କନ୍ଧମାଳ ଜିଲା ତୁମୁଡିବନ୍ଧ ଜଳଛାୟା ବିଭାଗର ପ୍ରକଳ୍ପ ସହଯୋଗୀ ନଗେନ୍ଦ୍ରନାଥ ସ୍ବାଇଁ ବୁଧବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୪ଟି ପୋଖରୀ ବାବଦ ବିଲ୍ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୁର୍ତ୍ତମଗଡ଼ଠାରେ ତାଙ୍କୁ ଭିଜିଲାନ୍ସ…
କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୨୮ ଆହତ
ଫୁଲବାଣୀ ଅଫିସ,୨୫।୫: କନ୍ଧମାଳ ଜିଲା କଳିଙ୍ଗା ଘାଟି ଦୁର୍ଗାପ୍ରସାଦ ସୀମାନ୍ତରେ ବୁଧବାର ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ବସ୍ରୁ ସମସ୍ତଙ୍କୁ ଉଦ୍ଧାର…
ରାସ୍ତା କଡ଼ରେ ଜଳିଗଲା ଗ୍ରିଡର ମେଶିନ
ବାଲିଗୁଡା,୨୩।୫:(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା କଞ୍ଜାମେଣ୍ଡି ଛକ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଏକ ଗ୍ରିଡର ମେଶିନ୍ରେ ନିଆଁ ଲାଗି ଜଳିଯାଇଛି। ମେଶିନ୍ଟି ଠିକା ସଂସ୍ଥାରେ ନିୟୋଜିତ ଥିବା ଜଣାପଡ଼ିଛି। ଶର୍ଟ ସର୍କିଟ ଯୋଗୁ…
ଏସ୍ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ
ଫୁଲବାଣୀ ଅଫିସ,୨୨।୫: କନ୍ଧମାଳ ଏସ୍ପି ଭିନୀତ ଅଗ୍ରୱାଲଙ୍କ ନିକଟରେ ଜଣେ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ଅଶୋକ ପୁନେ। ତାଙ୍କ ଘର ଛତିଶଗଡ଼ ବିଜାପୁର ଜିଲା ମାଲିପଦ ପଞ୍ଚାୟତ ଦଲା ଗ୍ରାମରେ। ଅଶୋକ ଦୀର୍ଘ ୬/୭ ବର୍ଷ ହେବ…
କନ୍ଧମାଳରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ
ଫୁଲବାଣୀ ଅଫିସ/ତୁମୁଡିବନ୍ଧ (ଡି.ଏନ୍.ଏ.),୧୯।୫: କିଛି ଦିନର ନିରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜ ସ୍ଥିତି ଜାହିର କରିଛନ୍ତି। ଜିଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ ଲଣ୍ଡାଗାଁ, ଖମଣଖୋଲ, ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼, ଗୋଛାପଡା ଥାନା ଅଞ୍ଚଳରେ ମାଓବାଦୀ ସଙ୍ଗଠନ ପକ୍ଷରୁ…
ପୁଣି ସ୍ଥିତି ଜାହିର କଲେ ମାଓବାଦୀ: ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର ବ୍ୟାନର
ଫୁଲବାଣୀ ଅଫିସ,୧୮।୫: କିଛିଦିନର ନୀରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି। ଜିଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ, ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼, ଗୋଛାପଡ଼ା ଥାନା ଅଞ୍ଚଳରେ ମାଓବାଦୀ ସଙ୍ଗଠନ…
କାଳବୈଶାଖୀରେ ଉଡ଼ିଲା ଆଜ୍ବେଷ୍ଟସ୍
କ.ନୂଆଗାଁ,୧୬।୫(ଡି.ଏନ.ଏ.): କାଳବୈଶାଖୀ ପ୍ରଭାବରେ କନ୍ଧମାଳ କ.ନୂଆଗାଁ ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବର୍ଷା ପବନ ହେବାରୁ ଗ୍ରାମର ୧୫ରୁ ଉଦ୍ଧର୍ବ ଲୋକଙ୍କ ଘର ଆଜ୍ବେଷ୍ଟସ୍ ଉଡ଼ିଯାଇଛି l ଛପର ଉଡିଯିବା ଫଳରେ ଘରେ ଥିବା…
ଭୋଜି ଖାଇ ୧୬ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୭ ଗୁରୁତର
ତୁମୁଡିବନ୍ଧ,୧୬।୫(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ଅନ୍ତର୍ଗତ ବୁଢ଼ା କୁଣ୍ଡଳୀ ଗ୍ରାମରେ ବାହାଘର ଭୋଜି ଖାଇ ୧୫ଜଣ ମହିଳା, ପୁରୁଷ ଓ ଶିଶୁ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି। ସମସ୍ତଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…
Archives


