କନ୍ଧମାଳ

ବ୍ୟାଙ୍କ ନିକଟରୁ ଲୁଟ୍‌ ଘଟଣା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ୍‌, ୬ ଗିରଫ

ଫୁଲବାଣୀ ଅଫିସ,୫ା୪: ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍‌ ଘଟଣାରେ କନ୍ଧମାଳ ଜିଲା ପୋଲିସ କଳାହାଣ୍ଡି ପୋଲିସ ସହାୟତାରେ ଲୁଟେରା ଗ୍ୟାଙ୍ଗ୍‌ଙ୍କୁ କେସିଙ୍ଗା ନିକଟରୁ ଧରିଛି। ଏହି ଘଟଣାରେ ମୋଟ ୬ ଜଣଙ୍କୁ…

କଂଗ୍ରେସ ନେତାଙ୍କ ପରଲୋକ

ବାଲିଗୁଡ଼ା,୫ା୪:(ଡି.ଏନ.ଏ): ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ଼ ବ୍ଲକ ପିସିସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ(୭୭)ଙ୍କ ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥତା ଥିବାରୁ ପୁନେ ଠାରେ ସାନପୁଅ ନିକଟରେ ରହି ଚିକିତ୍ସା…

ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ

ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, କୋଟଗଡ ଥାନା ଅନ୍ତର୍ଗତ ସାର୍ତ୍ତୁଲ ପଞ୍ଚାୟତ ରଡା…

ଟିଡିସିସିଓଏଲ୍‌ର ଉପାଧ୍ୟକ୍ଷ ହେଲେ ଦିଲୀପ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ.): ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମର ବିଭିନ୍ନ ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳର ଦିଲୀପ ପ୍ରଧାନ ରାଜ୍ୟ…

ଦିନ ଦ୍ୱିପ୍ରହରରେ ଲୁଟ୍‌: ଝାମ୍ପି ନେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଫୁଲବାଣୀ ଅଫିସ, ୩।୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍‌ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି…

ପାଣି କୁଣ୍ଡରେ ପଡ଼ି ଶିଶୁକନ୍ୟାର ଜୀବନ ଗଲା

ଫୁଲବାଣୀ ଅଫିସ,୨ା୪: ଫୁଲବାଣୀ ସଦର ଥାନା ଅଞ୍ଚଳରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ପାଣି କୁଣ୍ଡରେ ବୁଡ଼ିଯାଇ ଏକ ଦେଢ଼ ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ମିଳିଥିବା ସୂଚନାନୁସାରେ, ସଦର ଥାନା ଅନ୍ତର୍ଗତ ହାତିଗବା ଗ୍ରାମର ଗୋବର୍ଦ୍ଧନ କହଁରଙ୍କ ଦେଢ଼…

ଯୁବକଙ୍କ ମଳଦ୍ୱାରରେ ପଶିଗଲା ଶାବଳ

କୋଟଗଡ଼/ବାଲିଗୁଡ଼ା,୧ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସୁବର୍ଣ୍ଣଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ଏକ ସ୍କୁଲ ମରାମତି ବେଳେ ଜଣେ ଯୁବକଙ୍କ ମଳଦ୍ୱାରରେ ଶାବଳ ପଶିଯିବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।   ଗୁରୁତର ଯୁବକ ଜଣକ…

ଭାଜପା ଶାସନରେ ଦେଶର ଗଣତନ୍ତ୍ର ବିପନ୍ନ: କଂଗ୍ରେସ

ବ୍ରହ୍ମପୁର ଅଫିସ/ଫୁଲବାଣୀ ଅଫିସ, ୧ା୪: ଭାଜପା ନେତୃତ୍ୱାଧିନ କେନ୍ଦ୍ର ସରକାରଙ୍କ ଶାସନରେ ଦୁର୍ନୀତି ଓ ଭ୍ରଷ୍ଟାଚାର ବଢ଼ିଚାଲିଛି। ପ୍ରତିବାଦ ଓ ବିରୋଧ କଲେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ବିଭିନ୍ନ ଭାବରେ ହଇରାଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଶିଳ୍ପପତି…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧ା୩: ନାବାଳିକା ବଳାତ୍କାର ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ…

କିଓସ୍କ ବ୍ୟାଙ୍କରେ ହିତାଧିକାରୀଙ୍କ ଟଙ୍କା ଠକେଇ

ଫୁଲବାଣୀ ଅଫିସ, ୨୯।୩: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଥିବା କିଓସ୍କ ବ୍ୟାଙ୍କି ସଂସ୍ଥା ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ଉଠାଇ ନେଇଛି ା ବାୟୋମେଟ୍ରିକ ପଦ୍ଧତି ଜରିଆରେ ୨୦ ରୁ ଅଧିକ ଗ୍ରାହକଙ୍କ ୭ ଲକ୍ଷରୁ ଅଧିକ ଟଙ୍କା ଠକି ନିଆଯାଇଛି।…

ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଜି.ଉଦୟଗିରି,୨୮ା୩: ଜି.ଉଦୟଗିରି ପଞ୍ଚାୟତ ସମିତି ରଟିଙ୍ଗିଆ ଅଞ୍ଚଳବାସୀ ବିଭିନ୍ନ ଦାବି ନେଇ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ତୁରନ୍ତ ସମସ୍ୟା ସମାଧାନ ନିମନ୍ତେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ…

ରାସ୍ତା ନାହିଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଡାଙ୍ଗାସିବାସୀ

ରାଇକିଆ,୨୮ା୩(ଡି.ଏନ୍‌.ଏ):ରାସ୍ତା ନାହିଁ, ୫ କି.ମି. ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚି ହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ। କନ୍ଧମାଳ- ଗଞ୍ଜାମ ଜିଲା ସୀମାନ୍ତରେ ଥିବା ଏହି ଗ୍ରାମରେ ସରକାରର ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?