କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨: ଗୋଟିଏ ଦିନରେ ୯ ସଂକ୍ରମିତ
ଫୁଲବାଣୀ ଅଫିସ, ୧ା୬-କନ୍ଧମାଳ ଜିଲା ଫୁଲବାଣୀ କୋଭିଡ୍ ହସ୍ପିଟାଲରେ ଦୁଇ ଦିନ ପୂର୍ବରୁ ଭର୍ତ୍ତି ହୋଇଥିବା ସମସ୍ତ ୯ ଜଣ କରୋନା ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ସ୍ବାବ୍ ନମୁନା ପଜିଟିଭ ଆସିଥିବା ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି...
ଜି.ଉଦୟଗିରିରେ ଘଡଘଡି ସହ ପ୍ରବଳ ବର୍ଷା
ଜି.ଉଦୟଗିରି,୧ା୬(ଡି.ଏନ.ଏ.)-ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରୁ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ସହ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ ରାସ୍ତା କଡରେ ବ୍ୟବସାୟ କରୁଥିବା ଛୋଟ ବ୍ୟବସାୟୀମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। କନ୍ଧମାଳ...
ଆତ୍ମନିର୍ଭର ଭାରତ ସମ୍ପର୍କିତ ସଚେତନତା
ଫୁଲବାଣୀ ଅଫିସ, ୧ା୬- କନ୍ଧମାଳ ଜିଲାର ସମସ୍ତ ବ୍ୟାଙ୍କ ପରିଚାଳକ ଓ ଉଦ୍ୟୋଗୀମାନଙ୍କୁ ନେଇ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ଆତ୍ମନିର୍ଭର ଭାରତ ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ...
ଅନଲାଇନ୍ ପାଠପଢ଼ାରେ ନେଟ୍ଓ୍ବାର୍କ ବାଧକ: ଥ୍ରୀ-ଜି ସେବା ପାଇଁ ଦାବି କଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୩୧ା୫(ଡି.ଏନ୍.ଏ.)- କରୋନା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡୋରି ବନ୍ଧାହୋଇଛି। ଫଳରେ ଅନ୍ଲାଇନରେ ପଢିବାକୁ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଟାଓ୍ବାର ନ ଥିବାବେଳେ କେତେକ ଅଞ୍ଚଳରେ ଟାଓ୍ବାର ଥିଲେ ସେଠାରେ ୨ଜି ନେଟ୍ଓ୍ବାର୍କ ରହିଛି। ଫଳରେ...
କଳିଙ୍ଗା ଘାଟିରେ ଡକାୟତି: କାର୍ ମାଲିକଙ୍କୁ ଆକ୍ରମଣ କରି ଲୁଟ୍
ଜି.ଉଦୟଗିରି/ଶଙ୍କରାଖୋଲ,୩୧ା୫(ଡି.ଏନ୍.ଏ.)- କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କଳିଙ୍ଗା ଘାଟିରେ ଶନିବାର ରାତିରେ ଦୁର୍ବୃତ୍ତମାନେ ଏକ କାର୍କୁ ଅଟକାଇ ମାଲିକଙ୍କୁ ଆକ୍ରମଣ କରିବା ସହ ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି। ଏନେଇ କାର ମାଲିକ ଶଙ୍କରାଖୋଲ ଗ୍ରାମର ଦ୍ୱିତୀକୃଷ୍ଣ ପାଢୀଙ୍କ...
ଖବର ପ୍ରକାଶ ପରେ ଦିବ୍ୟାଙ୍ଗ ଭାଇ, ଭଉଣୀଙ୍କୁ ମିଳିଲା ଭତ୍ତା
ଖଜୁରିପଡ଼ା/ବଲସକୁମ୍ପା,୩୧ା୫(ଡି.ଏନ୍.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ପଞ୍ଚାୟତ ଛନ୍ଦୁରୁପଦର ଗ୍ରାମର ବୀରେନ୍ଦ୍ର ପ୍ରଧାନଙ୍କ ପୁଅ ସତ୍ୟବାନ ଏବଂ ଝିଅ ସତ୍ୟପ୍ରଭା ଜନ୍ମରୁ ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ସେମାନଙ୍କୁ ଭତ୍ତା ମିଳୁ ନ ଥିଲା। ସେହିପରି ସୁନ୍ଦରଗଡ ଗ୍ରାମର ଶ୍ରୀୟା କହଁର ସ୍ବାମୀଙ୍କ...
କିରାମାହାରେ ୫ ଦିନ ହେଲା ଜଳଯୋଗାଣ ବନ୍ଦ
ଦାରିଙ୍ଗବାଡ଼ି,୩୧।୫(ଡି.ଏନ୍.ଏ.)- ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ୫ଦିନ ହେଲା ପାଇପରେ ପାଣି ଆସୁନାହିଁ। ଏଭଳି ସମସ୍ୟାରେ ଘାଣ୍ଟି ହେଉଛନ୍ତି ବ୍ରାହ୍ମଣୀଗଁ। ଥାନା ଝିଞ୍ଜିରିଗୁଡା ପଞ୍ଚାୟତ କିରାମାହା ଗ୍ରାମବାସୀ। ବିଦ୍ୟୁତ୍ ଲୋ ଭୋଲ୍ଟେଜ ଆଳ ଦେଖାଇ ୫ଦିନ ହେଲା ପାଇପ ଯୋଗେ ପାଣି...
କାର-ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ
ଫୁଲବାଣୀ ଅଫିସ, ୩୦ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପଲାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର ଶନିବାର ବେପରୁଆ ଗାଡି ଚାଳନା କାଳ ହୋଇଛି ା ଏକ କାର ସହ ବାଇକ୍ ଧକ୍କା ହେବାରୁ ବାଇକ୍ରେ ଥିବା ୨ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ...
କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ
ବାଲିଗୁଡା,୨୯ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଘର ଉପରେ ଏକ ବଡଗଛ ଉପୁଡି ପଡି ଯିବାରୁ ଘରଟି ସମ୍ପୂର୍ଣ୍ଣ ଭାଙ୍ଗି...
ତାମିଲନାଡୁରୁ ସାଇକେଲରେ ଫେରୁଥିବା ୬ଜଣଙ୍କୁ ଘରକୁ ପଠାଇଲା ପୋଲିସ
ଦାରିଙ୍ଗବାଡି,୨୯ା୫(ଡି.ଏନ୍.ଏ.)- ଦାରିଙ୍ଗବାଡି ଥାନା ଦେଇ ବଲାଙ୍ଗିର ଜିଲାକୁ ୬ ପ୍ରବାସୀ ଶୁକ୍ରବାର ତାମିଲନାଡୁ ଫେରୁଥିଲେ। ଦାରିଙ୍ଗବାଡି ପୋଲିସ ସେମାନଙ୍କୁ ଉଦ୍ଧାର କରି ରନ୍ଧା ଖାଦ୍ୟ, ପାଣି ବିସ୍କୁଟ ଦେବାସହ ବିଶ୍ରାମ ପାଇଁ ବ୍ୟବସ୍ଥା କରିଥିଲା। ପରେ ଏକ ଗାଡି କରି...
ବାଲିଗୁଡା ଏନ୍ଏସି: ୪ଦିନ ହେଲା ଜଳଯୋଗାଣ ବନ୍ଦ
ବାଲିଗୁଡ଼ା,୨୯ା୫(ଡି.ଏନ୍.ଏ.)- ଦୀର୍ଘ ସପ୍ତାହେ ହେଲାଣି ଲୋ ଭୋଲଟେଜ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବାଲିଗୁଡ଼ା ଅଞ୍ଚଳବାସୀ। ଦିନକୁ ଦିନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଲୋ ଭୋଲଟେଜ ଯୋଗୁ ସହରରେ ଜଳ ଯୋଗାଣ ମଧ୍ୟ ହୋଇପାରୁନାହିଁ। ଦୀର୍ଘ...
ଅଟୋ-ବାଇକ ମୁହଁାମୁହିଁ, ଜଣେ ମୃତ
ବାଲିଗୁଡା/ତୁମୁଡିବନ୍ଧ,୨୯ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ଡ଼ଡ଼ଙ୍ଗ ନିକଟ ଏନ୍ଏଚ୍.୫୯ରେ ଅଟୋ-ବାଇକ ମୁହଁାମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଗୁଡା ବ୍ଲକ ବାରଖମା ଗ୍ରାମର ଦୀନବନ୍ଧୁ ପାତ୍ର। ଦୀନବନ୍ଧୁ ଏକ ବାଇକ ଯୋଗେ ଜଲେଶପଟ୍ଟା...
Archives


