କନ୍ଧମାଳ

କାଳୁଆ ମନ୍ଦିର ଜମିକୁ ନେଇ ଉତ୍ତେଜନା

ଆର.ଉଦୟଗିରି,୧୯।୩(ଡି.ଏନ୍‌.ଏ.): ଠାକୁରାଣୀ ମନ୍ଦିର ଜମିକୁ ଜଣେ ବ୍ୟକ୍ତି ଅକ୍ତିଆର କରିଛନ୍ତି। ତା ସହ ଜଙ୍ଗଲ ମଧ୍ୟ ସଫ କରୁଛନ୍ତି ା ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ପରେ ବି ସ୍ଥାନ ଛାଡିଲାନି ସେହି ବ୍ୟକ୍ତି। ଶେଷରେ ମହିଳା ସଂଘ ଅଣ୍ଟା ଭିଡିଲେ। ଦୋକାନ…

ପ୍ରକୃତିପ୍ରେମୀଙ୍କୁ ଆକୃଷ୍ଟ କରୁଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୧୭ା୩: କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାଇକିଆର ମଣ୍ଡାସରୁ ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରୁଛି। ଗତ କିଛିବର୍ଷ ମଧ୍ୟରେ ପ୍ରାକୃତିକ ସୋନ୍ଦର୍ଯ୍ୟ ସାଙ୍ଗକୁ ଏହାର ପୁନରୁଦ୍ଧାର ଯୋଗୁ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ଏହି ଇକୋ ଟୁରିଜମ୍‌ କେନ୍ଦ୍ର।…

ଦ୍ବିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘର ଧର୍ମଘଟ: ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି

ବାଲିଗୁଡ଼ା:୧୬।୩(ଡି.ଏନ.ଏ): ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଗୁରୁବାର ଧର୍ମଘଟ ଦ୍ବିତୀୟ ଦିନରେ ପହଞ୍ଚିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ା…

ବିଛନ୍ଦ ଖାଉଛନ୍ତି କଞ୍ଚା ମାଂସ

ଫୁଲବାଣୀ ଅଫିସ,୧୬ା୩: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଏକ ଅଜବ ଦୃଶ୍ୟ ସାମ୍ନାକୁ ଆସିଛି । ପୁରାତନ ଯୁଗରେ ନିଆଁର ବ୍ୟବହାର ଜାଣି ନ ଥିବା ମନଷ୍ୟ ଜଙ୍ଗଲରେ ଶୀକାର କରି କଞ୍ଚା ମାଂସ ଆହାର କରୁଥିଲା । କିନ୍ତୁ ଆଜିର…

ପଲିଥିନ୍‌ ଖାଇ ଏକାଧିକ ଗୋରୁଙ୍କ ମୃତ୍ୟୁ ଅଭିଯୋଗ: ବ୍ୟବଚ୍ଛେଦ ବେଳେ ପେଟରୁ ବାହାରିଲା କୁଢ଼କୁଢ଼ ଆବର୍ଜନା

ଦାରିଙ୍ଗବାଡ଼ି,୧୬ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ ଚଳିତ ପହିଲାରେ ଶେଷ ହୋଇଛି। ଡିସେମ୍ବର ପହିଲାରୁ ଆରମ୍ଭ ହୋଇଥିବା ଏହି ରିଟ୍ରିଟ୍‌ ୩ ମାସ ଧରି ଚାଲିଥିଲା। ତେବେ ଏହି ଇକୋ ରିଟ୍ରିଟରୁ ପ୍ରତିଦିନ ବାହାରିଥିବା ପଲିଥିନ, ପ୍ଲାଷ୍ଟକ ଖାଇ ଏକାଧିକ…

ଡ୍ରାଇଭର ମହାସଂଘର ବିକ୍ଷୋଭ ଜାରି: ପିକେଟିଂ ବେଳେ ଚାପା ଉତ୍ତେଜନା

ଦାରିଙ୍ଗବାଡି,୧୫।୦୩(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ମହାସଂଘ ପକ୍ଷରୁ ୧୦ ଦଫା ଦାବିରେ ଷ୍ଟିୟରିଂ ଛାଡ ଆନ୍ଦୋଳନ କରାଯାଇଛି। ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଡ୍ରାଇଭର ମହାସଙ୍ଘ ସଙ୍ଘ ମଧ୍ୟ ସାମିଲ ହେବା ସହ ବ୍ଲକର ୨୫ ପଞ୍ଚାୟତର ପ୍ରାୟ ୪ ଶହ…

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ: ଫଶିଲେ ୪୦ ତୀର୍ଥଯାତ୍ରୀ

ବାଲିଗୁଡ଼ା,୧୫।୩:(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାର ପ୍ରଭାବ କନ୍ଧମାଳ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ବାଲିଗୁଡ଼ାଠାରେ ଡ଼୍ରାଇଭରମାନେ ଏକତ୍ରିତ ହୋଇ ଗାନ୍ଧୀ ଛକଠାରେ ଧାରଣା ଦେଇଛନ୍ତି। ଏଠାରୁ ବିଭିନ୍ନ ଅଞ୍ଚଳକୁ ବେସରକାରୀ…

ମଧ୍ୟାହ୍ନଭୋଜନ ନ ଦେଇ ବନ୍ଦକଲେ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୧୪ା୩(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ଅଞ୍ଚଳରେ ରହିଥିବା ପର୍ତ୍ତମାହା ପଞ୍ଚାୟତ ଯୁଗାବାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସୋମବାର ଗୋଟିଏ ଓଳି ଖୋଳା ରହିଥିବା ବେଳେ ମାଧ୍ୟାହ୍ନରେ ଛୁଟି କରିଦିଆଯାଇଛି। ମଧ୍ୟାହ୍ନଭୋଜନ ନ ରାନ୍ଧି ବିଦ୍ୟାଳୟରେ ତାଲା ପକାଇ ପ୍ରଧାନ ଶିକ୍ଷକ…

ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ ଶ୍ରୀନିବାସ ଘଟାଲା ଟିକାବାଲି ଥାନାର ଜଣେ କର୍ତ୍ତବ୍ୟରତ କର୍ମଚାରୀ ଥିଲେ। ସୋମବାର ସକାଳେ ସେ…

ଡାୟାଲିସିସ ରୋଗୀଙ୍କୁ ଶୋଷଣ ଅଭିଯୋଗ

ଫୁଲବାଣୀ ଅଫିସ, ୧୧ା୩: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କିଡନୀ ଖରାପ ରୋଗୀଙ୍କୁ ଡାୟାଲିସିସ ସେବା ଯୋଗାଇ ଦିଆଯାଉଛି । ଜୀବନ ସହ ସଂଘର୍ଷ କରି ବଞ୍ଚତ୍ବା ପାଇଁ ଆଶା ବାନ୍ଧୁଥିବା ଏହି ରୋଗୀଙ୍କୁ ଏଠାରେ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି।…

ଦୁର୍ନୀତିର ଗନ୍ତାଘର ପାଲଟିଛି ବଲସକୁମ୍ପା ହାଇସ୍କୁଲ

ଖଜୁରିପଡ଼ା,୧୧ା୩: ସମସ୍ତଙ୍କୁ ସ୍ବାକ୍ଷର କରିବା ପାଇଁ ଶିକ୍ଷାର ଆଲୋକ ଦେଖାଇବା ଲାଗି ସରକାର ଶିକ୍ଷକ ନିଯୁକ୍ତି ଦେଉଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ କରି ସ୍କୁଲ, କଲେଜ, ଅଙ୍ଗନୱାଡି ନିର୍ମାଣ କରୁଛନ୍ତି। ସ୍କୁଲରେ ଶିକ୍ଷା ବଦଳରେ ପ୍ରଧାନ ଶିକ୍ଷକ କରୁଛନ୍ତି ରାଜନୀତି।…

ଅଧିକାରୀଙ୍କ ଅନୁପସ୍ଥିତି ଯୋଗୁ ବିଧାୟକଙ୍କ କ୍ଷୋଭ

ତୁମୁଡିବନ୍ଧ,୧୧ା୩: ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଶୁକ୍ରବାର ୪ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝି ସଭାପତିତ୍ୱ କରିଥିଲେ। ବୈଠକରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କଁହର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?