କନ୍ଧମାଳ

ଗୋଟିଏ ସପ୍ତାହରେ କଳିଙ୍ଗାଘାଟିରେ ୨ ଥର ଭୂସ୍ଖଳନ, ଧୋଇଗଲା ମରାମତି କାର୍ଯ୍ୟ

ଦାରିଙ୍ଗବାଡ଼ି,୨୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ କଳିଙ୍ଗାଘାଟିରେ ପୁଣି ଥରେ ଭୂସ୍ଖଳନ ହୋଇଛି। ଗତ ୧୬ ତାରିଖ ମଧ୍ୟାହ୍ନରେ ଭୂସ୍ଖଳନ ହୋଇଥିଲା। ସୋମବାର ପ୍ରବଳ ବାଦଲ ଫଟା ବର୍ଷାରେ ପୂର୍ବରୁ ଭୂସ୍ଖଳନ ହୋଇଥିବା ସ୍ଥାନ ମରାମତି ଚାଲିଥିବାବେଳେ...

କଳିଙ୍ଗା ଘାଟି ଭୂସ୍ଖଳନ ଘଟଣା:ଦାରିଙ୍ଗବାଡିରୁ ଭୁବନେଶ୍ୱର ଯିବାକୁ ପଡୁଛି ଆଉ ୩୫କିମି ଅଧିକ ବାଟ

ଦାରିଙ୍ଗବାଡି, ୨୨।୯(ଅରୁଣ ସାହୁ):କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟି ଭୂସ୍ଖଳନ ଘଟଣା ପରେ ଜିଲାର ଦୁର୍ଗମ ଓ ଘାଟି ପାହାଡ଼ ଉପରେ ରହିଥିବା ଦାରିଙ୍ଗବାଡିବାସୀଙ୍କ ପାଇଁ ସମସ୍ୟା ବୃଦ୍ଧି ପାଇଛି। ଯେଉଁ ଯାତ୍ରୀମାନେ ବସ ଉପରେ ନିର୍ଭର କରୁଛନ୍ତି।...

ବାହୁବଳୀ ସହ ମୁହାଁମୁହିଁ ଧକ୍କା ହେଲା ହାଇଓ୍ବା, ଚାପି ହୋଇଗଲେ ଚାଳକ

ଦାରିଙ୍ଗବାଡ଼ି,୨୧ା୯(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସୀମାବର୍ତ୍ତୀ ଗାଜଲବାଡ଼ି ଘାଟି ନିକଟରେ ଘରୋଇ ବସ୍‌ ବାହୁବଳୀ ସହ ଅନ୍ୟ ଏକ ହାଇଓ୍ବା ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ହାଇଓ୍ବା ଚାଳକ ଚାପି ହୋଇ ରହିଯାଇଛନ୍ତି। ପ୍ରାୟ ୧ ଘଣ୍ଟା ଧରି ଉଦ୍ଧାର...

ଭଗବାନ୍‌ଙ୍କୁ ବି ଛାଡ଼ିଲେନି: ହୁଣ୍ଡି ଭାଙ୍ଗି ନେଇଗଲେ…

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡିଠାରେ ଥିବା ଶିବ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ଦାରିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଏସଆଇ...

ରାଷ୍ଟ୍ର ଗଠନରେ ମହିଳା ମାନଙ୍କ ଭୂମିକା ଅତୁଳନୀୟ: ମହିଳା ସୁସ୍ଥ ରହିଲେ ପରିବାର ସୁସ୍ଥ ରହିବ

ଦାରିଙ୍ଗବାଡି,୨୦।୯(ଅରୁଣ ସାହୁ): ରାଷ୍ଟ୍ର ଗଠନରେ ମହିଳା ମାନଙ୍କ ଭୂମିକା ଅତୁଳନୀୟ। ମହିଳାମାନେ ପରିବାର ସଦସ୍ୟଙ୍କ ଆଦରଯତ୍ନ କରନ୍ତି। ମହିଳାମାନେ ଅନେକ ସମୟରେ ଗୃହ କାର୍ଯ୍ୟରେ ବ୍ୟସ୍ତ ହୋଇ ନିଜ ପ୍ରତି ଧ୍ୟାନ ଦେଇ ନ ଥାନ୍ତି। ତେବେ ମହିଳାମାନଙ୍କ ସ୍ବାସ୍ଥ୍ୟ...

ଦାଦନ ଯିବା ଛାଡ଼ି ଚାଷ କଲେ ୪ ଭାଇ: କ୍ଷେତରେ ଫଳୁଛି ସୁନା

ଦାରିଙ୍ଗବାଡି, ୨୦।୯ (ଅରୁଣ ସାହୁ): ଆଉ ଦାଦନ ଖଟିବୁନି କାହାରି ଗୋଲାମ ସାଜିବୁନି। ନିଜ ଜମିରେ ନିଜେ ଖଟିବୁ ଆଉ ଚାଷ କାର୍ଯ୍ୟ କରି ଭଲରେ ଚଳିବୁ। ଏଭଳି ନିଷ୍ପତି ନେଇଛନ୍ତି ୪ ଭାଇ ଆଉ ନିଜର ପୈତୃକ ୫...

ଛତିଶଗଡ଼କୁ ଗଞ୍ଜେଇ ଚାଲାଣ: ଜଣଙ୍କ ପରେ ଜଣଙ୍କୁ  ମାଡ଼ିବସିଲା 

ତୁମୁଡିବନ୍ଧ,୧୯।୯(ଦୀପକକୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସକୁ ଏକ ବଡ ସଫଳତା ମିଳିଛି। ବାଲିଗୁଡା ଥାନା ଅଞ୍ଚଳରୁ  ଛତିଶଗଡ଼କୁ ୧୮୦କିଗ୍ରା ଗଞ୍ଜେଇ ଚୋରା ଚାଲାଣବେଳେ ତୁମୁଡିବନ୍ଧ ପୋଲିସ କାବୁ କରିଛି। ସୂଚନାନୁସାରେ, ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ନେତୃତ୍ୱରେ...

ରେଞ୍ଜରଙ୍କ ପୈତୃକ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଚାଲିଛି ମାରାଥନ ଚଢ଼ାଉ

ଦାରିଙ୍ଗବାଡି,୧୯।୯(ଅରୁଣ ସାହୁ):ରାୟଗଡା ଜିଲା କାଶୀପୁର ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ପୈତୃକ ଘରେ ଭିଜିଲାନ୍ସ ଟିମ ଚଢ଼ାଉ କରୁଛନ୍ତି। ଏହି ଟିମରେ କୋରାପୁଟ ଜିଲା ଜୟପୁର, ନବରଙ୍ଗପୁର ଓ କଳାହାଣ୍ଡିର ସରକାରୀ ସାକ୍ଷୀ ସମେତ ୬ ଜଣିଆ ଭିଜିଲାନ୍ସ...

ଭୂସ୍ଖଳନର ୩ ମାସ ବିତିଲା, ମରାମତି ନୋହିଲା: ବିପଦରେ ବଙ୍ଗରଦୁଆ ଘାଟି ରାସ୍ତା

ଦାରିଙ୍ଗବାଡି,୧୯।୯(ଅରୁଣ ସାହୁ): ଚଳିତ ବର୍ଷା ଦିନ ଆରମ୍ଭରୁ କନ୍ଧମାଳ ଜିଲାର ଏକାଧିକ ରାସ୍ତା ତଥା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ହେଉ କି ବ୍ଲକ ହେଡ଼ କ୍ୱାର୍ଟରକୁ ସଂଯୋଗ କରୁଥିବା ରାସ୍ତା ସବୁଠି କ୍ଷତି ହୋଇଥିବା ଜଣାପଡିଛି। ଏହି କ୍ରମରେ...

୨୧ରେ ମାଓବାଦୀ ପାଳିବେ ପ୍ରତିଷ୍ଠା ଦିବସ: ବ୍ୟାନର ଲଗାଇ…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା, ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକ୍‌କୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାର ଏକାଧିକ ସ୍ଥାନରେ ଗୁରୁବାର କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ବ୍ୟାନର ଲଗାଯାଇଛି। ଆସନ୍ତା ୨୧...

କଳିଙ୍ଗା ଘାଟିରେ ଭୂ-ସ୍ଖଳନ, ମରାମତି କାମ ବୁଲି ଦେଖିଲେ ଜିଲାପାଳ

ଜି.ଉଦୟଗିରି,୧୮ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର...

ସୌନ୍ଦର୍ଯ୍ୟ ହରାଉଛି ଡୁଲୁରୀ ପାଇନବଣ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୧୮।୯ (ଅରୁଣ ସାହୁ): ଆଉ କିଛି ଦିନ ପରେ ଦଶହରା ଛୁଟି। ପର୍ଯ୍ୟଟନ ଋତୁ ମଧ୍ୟ ଆରମ୍ଭ ହୋଇଗଲାଣି। ତେବେ ପର୍ଯ୍ୟଟନକ୍ଷେତ୍ର ଡୁଲୁରୀକୁ ପ୍ରତିଦିନ ଶହ ଶହ ପର୍ଯ୍ୟଟକଙ୍କ ଆଗମନ ହେବ ଏଥିପାଇଁ ଡୁଲୁରୀକୁ ସୌନ୍ଦର୍ଯ୍ୟ କରାଇବାରେ ସ୍ଥାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri