ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ ସନ୍ଧ୍ୟା ଆଳତୀ ଦେଖିବାକୁ ଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହିଥିଲା। ଝିପି…
ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍: ଚାଳକ ଫେରାର, ଗୁରୁତର…
ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମର ଡ୍ରିଙ୍ଗୁଳା ନାୟକ। ମିଳିଥିବା…
ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ
ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍ ସମେତ ସମସ୍ତ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ସୂଚନା ଅନୁଯାୟୀ, ଧରମପୁର ନିକଟରେ…
ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର ନୁହେଁ, ସମଗ୍ର ଅଞ୍ଚଳରେ ଖୁସି ଓ ଆନନ୍ଦର ଲହରୀ ଖେଳିଯାଏ। ଏଭଳି ପୁଅ…
ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଭାଜପାର କର୍ମକର୍ତ୍ତାଙ୍କ ମଧ୍ୟରେ ଅଧିକ ଉତ୍ସାହ ରହିଛି। କନ୍ଧମାଳ ଏମପି ସୁକାନ୍ତ…
କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ ନାହିଁ । ଗତ ଗୋଟିଏ ଦଶନ୍ଧି ହେଲା ହଳଦୀ ଦର କିଲୋ ପିଛା…
ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ
ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ ଏହି ମୋବାଇଲ ଟାୱାର ହେବାର ଦଶନ୍ଧି ବିତିଯାଇଥିଲେ ବି ଏହାର ରକ୍ଷଣବେକ୍ଷଣ ଅଭାବରୁ…
ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ
ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲାପାଳ ବେଦଭୂଷ ଓ ସମ୍ମାନିତ ଅତିଥି ଭାବେ ବାଲିଗୁଡା…
ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ ଏହି ଘଟଣା ଘଟିଛି। ଛାତ୍ରୀଙ୍କୁ ଏବେ ତାଙ୍କ ଘରକୁ ପଠାଇ ଦିଆଯାଇଥିବା ବେଳେ…
ଖୋଲୁନି ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏଗ୍ରୋ ମଲ୍ : ନିର୍ମାଣ ଶେଷକୁ ବର୍ଷେ ବିତିଲାଣି,ତଥାପି….
ଦାରିଙ୍ଗବାଡି, ୧୯।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବସ୍ଷ୍ଟାଣ୍ଡ ନିକଟରେ ନବନିର୍ମିତ କୃଷି ବଜାର (ଏଗ୍ରୋ ମଲ୍) ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ଆଶା କରି ଅଞ୍ଚଳର କୃଷକ ଭାଇଭଉଣୀମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଥିଲା। ହେଲେ ମଲ୍ର ନିର୍ମାଣ…
ବଦଳିଲା ମାଉସୀ ମା’ ଘର ଠିକଣା: ଦର୍ଶନ ପାଇଁ ଜମୁଛି ଭିଡ଼
ଦାରିଙ୍ଗବାଡି,୧୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଚଳିତ ବର୍ଷ ନିଆରା ଓ ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ଚଳିତଥର ଶ୍ରୀ ଜଗନ୍ନାଥଙ୍କ ମାଉସୀ ମା’ଙ୍କ ଠିକଣା ପରିବର୍ତ୍ତନ ହୋଇଯାଇଛି। ପ୍ରତେକ ବର୍ଷ ରଥଯାତ୍ରାରେ ସିମନବାଡି ପତିତପାବନ ଶ୍ରୀ…
ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ
ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଅଞ୍ଚଳରେ ଗୃହପାଳିତ ପ୍ରାଣୀ ସମ୍ପଦ ମଧ୍ୟ ଏହାର…

