ଅଧ୍ୟକ୍ଷା ପଦବୀ ହାତେଇବାକୁ ସବୁ ଦଳର ପ୍ରୟାସ
ଫୁଲବାଣୀ ଅଫିସ, ୧୭ା୩: ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦବୀ ହାତେଇବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ପକ୍ଷରୁ ଜୋରଦାର ପ୍ରୟାସ ଚାଲିଛି। ହେଲେ ଏଠାରେ ତ୍ରିମୁଖୀ ନୁହେଁ ଦ୍ୱିମୁଖୀ ଶାସକ ବିଜେଡି ଏବଂ କଂଗ୍ରେସ ମଧ୍ୟରେ…
ନିରାଶ ହେଲେ ଆଶାୟୀ
ଫୁଲବାଣୀ ଅଫିସ, ୧୪ା୩: କନ୍ଧମାଳ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ କିଏ ହାତେଇବେ ଏହାକୁ ନେଇ ଆଲୋଚନା ଜୋର ଧରିଥିଲା। ଶେଷରେ ବାଲିଗଡ଼ା ୧୫ ନମ୍ବର ଜୋନ ବିଜେଡି ପ୍ରାର୍ଥୀ ନନ୍ଦିନୀ ମଳିକ ଏହି ପଦବୀ ହାତେଇବାରେ ସକ୍ଷମ ହୋଇଛନ୍ତି। ଆଗରୁ…
ଜିଲାପରିଷଦ ସଭାପତି ନିର୍ବାଚନ: ଗଞ୍ଜାମ ଅଞ୍ଜଳି, ଗଜପତି ଜି. ତିରୁପତି, କନ୍ଧମାଳ ନନ୍ଦିନୀ
ଛତ୍ରପୁର/ପାରଳାଖେମୁଣ୍ଡି (ଡି.ଏନ୍.ଏ.)/ ଫୁଲବାଣୀ ଅଫିସ୍, ୧୪ା୩: ଗଞ୍ଜାମ ଜିଲା ପରିଷଦ ସଭାପତି ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅଞ୍ଜଳି ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍ରୁ ଜିଲା ପରିଷଦ ସଭ୍ୟା ନିର୍ବାଚିତ ହୋଇଛନ୍ତି। ଜିଲା ପରିଷଦ ସଭାପତି ନିର୍ବାଚନରେ ପ୍ରସ୍ତାବକ…
ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ହେଲେ ସୁଶାନ୍ତ
ଦାରିଙ୍ଗବାଡ଼ି,୧୨ା୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ବିଜେଡି ହାତେଇଛି। ଏହି ପଦରେ ବିଜେଡିର ସୁଶାନ୍ତ କୁମାର ପ୍ରଧାନ ବିଜୟୀ ହୋଇଛନ୍ତି। ସେ ୨୫ ସମିତିସଭ୍ୟଙ୍କ ମଧ୍ୟରୁ ୧୭ଟି ଭୋଟ୍ ପାଇ ବିଜୟ ହୋଇଛନ୍ତି। ତାଙ୍କ ବିପକ୍ଷରେ ତତ୍କାଳୀନ ବ୍ଲକ…
ବାଲିଗୁଡ଼ା ପୌରପରିଷଦ ପାଇଁ ପ୍ରାର୍ଥୀ ଦେଲା ବିଜେଡି
ବାଲିଗୁଡ଼ା,୬ା୩(ଡି.ଏନ୍.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଜିଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ମୋହର ବାଜିବା ପରେ ରବିବାର କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରଷଦର ୧୩ଟି ଓ୍ବାର୍ଡ ଓ ଅଧ୍ୟକ୍ଷ ପଦ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ…
ଅଜ୍ଞାତବାସରେ ୧୫ସମିତି ସଦସ୍ୟ, ଭାଇରାଲ ହେଲା ଫଟୋ
ଦାରିଙ୍ଗବାଡି,୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତିର ଅଧ୍ୟକ୍ଷ ପଦ ହାତେଇବାକୁ ପ୍ରୟାସ ଜୋରଦାର ଆରମ୍ଭ ହୋଇଛି । ବିଜେଡି ପକ୍ଷରୁ ଶ୍ରାନିକେତା ସମିତିସଭ୍ୟ ତଥା ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ସାନଭାଇ ସୁଶାନ୍ତ କୁମାର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଉଥିବା ଜଣାପଡିଛି।…
ନବନିର୍ବାଚିତ ସମିତିସଭ୍ୟାଙ୍କ ସ୍ବାମୀ ଗିରଫ
ବାଲିଗୁଡ଼ା,୨ା୩(ଡି.ଏନ୍.ଏ.): ଓ୍ବାରେଣ୍ଟ ବଳରେ ନବ ନିର୍ବାଚିତ ସମିତିସଭ୍ୟାଙ୍କ ସ୍ବାମୀ ଗିରଫ ହୋଇଛନ୍ତି। ବାଲିଗୁଡ଼ା ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟର କେସ ନଂ. ସିଟି ୫୨/୨୦ ମାମଲାରେ ମଦନ ଦିଗାଳ ଗିରଫ ହୋଇଛନ୍ତି। ଗିରଫ ମଦନ ଦିଗାଳଙ୍କ ଘର ବାଲିଗୁଡା ଥାନା ଅନ୍ତର୍ଗତ…
ସ୍କୁଲର ପ୍ରଥମ ଦିନରେ କରୋନାର ଅନୁଭୁତି ବଖାଣିଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୨୮।୨(ଡି.ଏନ୍.ଏ): ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସୋମବାର ଶିକ୍ଷା ଅନୁଷ୍ଠାନ ଖୋଲିଛି। ଛାତ୍ରୀଛାତ୍ର ନିଜ ନିଜ ବିଦ୍ୟାଳୟକୁ ନିୟମିତ ଯାଇ ଅଫଲାଇନରେ ପାଠ ପଢ଼ିବେ, ସାଙ୍ଗସାଥୀଙ୍କ ସହ ଖେଳକୁଦ କରିବେ ନିଜ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଜାଣିବେ…
ୟୁକ୍ରେନରେ ଫସିଥିବା ଭାରତୀୟଙ୍କୁ ଫେରେଇ ଆଣିବା ପାଇଁ ନିବେଦନ
ଦାରିଙ୍ଗବାଡି,୨୬।୨(ଡି.ଏନ୍.ଏ): ୟୁକ୍ରେନରେ ଏବେ ଯୁଦ୍ଧ ସ୍ଥିତି ରହିଥିବା ବେଳେ ବହୁ ଭାରତୀୟ ସେଠାରେ ଫସି ରହିଛନ୍ତି । ସେମାନଙ୍କୁ ଶୀଘ୍ର ସୁରକ୍ଷିତ ଫେରେଇ ଆଣିବାକୁ ଦାରିଙ୍ଗବାଡିର କିଛି ଛାତ୍ର ଏବଂ ବୁଦ୍ଧିଜୀବୀ ଭାରତ ସରକାରଙ୍କ ନିକଟରେ ଦାବି କରିଛନ୍ତି । ହାତରେ…
ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ, ରାସ୍ତା ନ ଥିବାରୁ ଗଲାନି ଆମ୍ବୁଲାନ୍ସ
ଫୁଲବାଣୀ ଅଫିସ, ୨୪।୨: କନ୍ଧମାଳ ଜିଲାରେ ରାସ୍ତା ସମସ୍ୟା ସୁଧୁରୁନାହିଁ। ଲୋକେ ଯେତେ ଅଭିଯୋଗ କରୁଥିଲେ ମଧ୍ୟ ପ୍ରଶାସନିକ ଅଧିକାରୀ କି ରାଜନେତା କେହି ଶୁଣୁନାହାନ୍ତି। ଯାହାଫଳରେ ଅନେକ ଗ୍ରାମକୁ ଆମ୍ବୁଲାନ୍ସ ଯାଇପାରୁ ନାହିଁ। ବୁଧବାର ପୁଣି ଏଭଳି ଘଟଣା ଜିଲାର…
ମାଓବାଦୀ ଦମନ କରିବେ ଆତ୍ମସମର୍ପିତ ସୁଧୀର
ଫୁଲବାଣୀ ଅଫିସ, ୨୪ା୨: ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଧନଞ୍ଜୟ ଗୋପେ ଓରଫ ସୁଧୀର ଆଣ୍ଟି ନକ୍ସଲ ପିପୁଲ ପିସ୍ ଫୋର୍ସ (ଏଏନ୍ପିପିଏଫ)ରେ ଯୋଗ ଦେଇଛନ୍ତି। ସେ ଏଥର ମାଓବାଦୀଙ୍କ ଦମନରେ ସାମିଲ ହେବେ। ବିଶେଷ କରି ପିପୁଲ୍ସ…
ରାତି ଅଧିଆ ଟଙ୍କା ବଣ୍ଟିବା ସନ୍ଦେହରେ ସରପଞ୍ଚ ପ୍ରାର୍ଥୀଙ୍କ ବାପାଙ୍କୁ ଅଟକ
ଦାରିଙ୍ଗବାଡି,୨୩।୨(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏବଂ ରାଇକିଆ ବ୍ଲକରେ ଶେଷ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ହେବ। ମଙ୍ଗଳବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମ ଶେଷ ହୋଇଥିଲା। ଭ୍ରମରବାଡି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ବାପା ଉକ୍ତ ପଞ୍ଚାୟତର କୁମ୍ଭାରବାଡି ଅଞ୍ଚଳରେ…
Archives


