କନ୍ଧମାଳ

ଆଦିବାସୀଙ୍କ ଜୀବନ ଜୀବିକା ବିକାଶର ଆବଶ୍ୟକତା ରହିଛି

ଫୁଲବାଣୀ ଅଫିସ, ୧୧ା୩ : କନ୍ଧମାଳ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍‌ଡିସି)ର ନୂତନ ଭାବେ ମନୋନୀତ ସଭ୍ୟଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଫୁଲବାଣୀ କରୋନେସନ ପଡ଼ିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝି ଏଥିରେ…

ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍‌.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ…

ଟ୍ରକ୍‌କୁ ପିଟିଲା ଆଇସ୍‌କ୍ରିମ ବୋଝେଇ ଗାଡ଼ି

ବାଲିଗୁଡ଼ା,୯।୩:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ସବ୍‌ଜେଲ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ପୂର୍ବରୁ ରାସ୍ତା କଡ଼ରେ ଅଟକି ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ପଛ ପଟେ ତୁମୁଡିବନ୍ଧରୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ…

ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ପାଠପଢା

ବାଲିଗୁଡ଼ା:୯।୩ :(ଡି.ଏନ.ଏ.): ବିପଦ ସଙ୍କୁଳ ଅବସ୍ଥାରେ ଗଢାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ। ଏଭଳି ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ…

ଲିଫ୍ଟ ମାଗି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଦାରିଙ୍ଗବାଡ଼ି,୯ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ ରାଣିପାଙ୍ଗା ବିଦ୍ୟାଳୟର ଶିକ୍ଷକ ନହୁ ପ୍ରଧାନ ଆହତ ହୋଇଛନ୍ତି। ତାଙ୍କ ନିଜ ଗ୍ରାମ ଦାରିଙ୍ଗବାଡି…

ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ। ପରସ୍ପର ମଧ୍ୟରେ ସ୍ନେହ ଓ…

ଦାରିଙ୍ଗବାଡ଼ିରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦାରିଙ୍ଗବାଡି, ୮।୩ (ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସାରିଙ୍ଗିଇର୍ପି ପଡିଆଠାରେ ବୁଧବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବ୍ଲକର ୨୫ ପଞ୍ଚାୟତରୁ ଶତାଧିକ ମହିଳା ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ନାରୀ ମହାସଙ୍ଘ ପକ୍ଷରୁ ପ୍ରତିବର୍ଷ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…

ପାରମ୍ପରିକ ଫୁଲଝାଡୁ ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡ଼ି,୫ା୩(ଡି.ଏନ୍‌.ଏ.): ସବୁ ଘରେ ରାତି ପାହିଲେ ଖୋଜା ପଡ଼େ ଝାଡୁ। ଝାଡୁର ଆବଶ୍ୟକତା ସମସ୍ତଙ୍କ ନିକଟରେ ଥାଏ। ହେଲେ ପ୍ଲାଷ୍ଟିକ ଯୁଗରେ ଏବେବି ଫୁଲଝାଡୁର ଚାହିଦା ରହିଛି। ସେହିପରି ରାଜ୍ୟରେ ବିଭିନ୍ନ ଜିଲାରେ ବିଭିନ୍ନ ପ୍ରକାର ଝାଡୁ ତଥା ତାଳ ପତ୍ର…

ଫୁଲଝାଡ଼ୁ ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡ, ୫।୩(ଡି.ଏନ୍‌.ଏ): ସବୁ ଘରେ ରାତି ପାହିଲେ ଖୋଜା ପଡେ ଝାଡୁ। ପ୍ଲାଷ୍ଟିକ ଯୁଗରେ ଏବେ ବି ଫୁଲଝାଡୁର ଚାହିଦା ରହିଛି। ସେହିପରି ରାଜ୍ୟରେ ବିଭିନ୍ନ ଜିଲାରେ ବିଭିନ୍ନ ପ୍ରକାର ଝାଡୁ ତଥା ତାଳପତ୍ର ସମେତ ଖଜୁରି ଝାଡୁ, ନଡ଼ିଆ ଗଛରୁ…

ଅଳିଆଗଦାରେ ଶତାଧିକ ସ୍ବାସ୍ଥ୍ୟକାର୍ଡ

ପାରଳାଖେମୁଣ୍ଡି, ୫।୩ (ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସର ଅଳିଆଗଦାରେ ଶତାଧିକ ସ୍ବାସ୍ଥ୍ୟକାର୍ଡ ପଡ଼ିଥିବା ଦେଖିବାକୁ ମିଳିଛି। ଯଦିଓ କାର୍ଡଗୁଡ଼ିକ ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା ଅର୍ନ୍ତଭୁକ୍ତ, କିନ୍ତୁ ଏତେସଂଖ୍ୟକ କାର୍ଡ ଅଳିଆ ଗଦାରେ ପଡ଼ିବା ନିଶ୍ଚିତ ଦୁର୍ଭାଗ୍ୟଜନକ। କିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?