ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ ଏବଂ କୋଟଗଡ଼ ବ୍ଲକରେ ଭୋଟ୍ ହେଉଥିବାରୁ ପୋଲସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ…
୩ ଗ୍ରାମବାସୀଙ୍କ ଭୋଟ ବର୍ଜନ
ଫୁଲବାଣୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହୋଇଛିା କ.ନୂଆଗଁା ବ୍ଲକର ଜିରିଡିକିଆ ପଞ୍ଚାୟତରେ ସାମିଲ ହୋଇଥିବା ୩ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ୩ ଗ୍ରାମ ମଗଡିଙ୍ଗିଆ, କପୁଗୁଡା ଓ ମାହାଗୁଡା ପୂର୍ବରୁ ପୂର୍ବରୁ…
ଭୋଟ ବର୍ଜନ କଲେ ପଞ୍ଚାୟତବାସୀ
ବାଲିଗୁଡା,୧୬।୨:(ଡି.ଏନ.ଏ.):କନ୍ଧମାଳ ଜିଲାର ବାଲିଗୁଡା ଓ କ. ନୂଆଗାଁ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପଟେ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତର ୪ ନମ୍ବର ୱାର୍ଡବାସୀ ଭୋଟ ବର୍ଜନ…
ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ସକାଳୁ ଲମ୍ବା ଲାଇନ୍ରେ ଭୋଟର
ଫୁଲବାଣୀ ଅଫିସ,୧୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। କନ୍ଧମାଳ ଜିଲାର କ.ନୂଆଗାଁ ବ୍ଲକର ୧ ନମ୍ବର ଜୋନ, ବାଲିଗୁଡା ବ୍ଲକର ୧୫, ୧୬ ନମ୍ବର ଜୋନ୍ରେ ସକାଳ ୭ଟାରୁ ଭୋଟ…
ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କ ଗଳା କାଟି ହତ୍ୟା କଲେ ମାଓବାଦୀ
ଫୁଲବାଣୀ ଅଫିସ,୧୫।୨: କନ୍ଧମାଳରେ ପୁଣିି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ମଙ୍ଗଳବାର ମାଓବାଦୀ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରିଛନ୍ତି। ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଭଣ୍ଡରଙ୍ଗି ପଞ୍ଚାୟତ ଗୁମି ଗ୍ରାମରେ ଏହି ଘଟଣା ଘଟିଛି।…
ଗଛରେ ପିଟିଲା କାର୍, ଚାଲିଗଲା ଜଣଙ୍କ ଜୀବନ
ଫୁଲବାଣୀ ଅଫିସ,୧୫।୨: କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ କୁର୍ମିଙ୍ଗିଆ ଛକ ନିକଟରେ ଏକ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଡ୍ରାଇଭର ଭାରସାମ୍ୟ ହରାଇ ଗଛରେ ପିଟିବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତିି। ମୃତକ…
ବାଲିଗୁଡା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ଚେତାବନୀ
ବାଲିଗୁଡା,୧୪।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାଇନପଡା ଗ୍ରାମ ପଞ୍ଚାୟତର ୬ୱାର୍ଡବାସୀ ତଥା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ପାଇଁ ଚେତାବନୀ ଦିଆଯାଇଛି। ନୂତନ ପଞ୍ଚାୟତ ଗଠନ ଓ ମୌଳିକ ସମସ୍ୟାର ସମାଧାନ ପାଇଁ ଆଗାମୀ ତ୍ରିସ୍ତରୀୟ…
ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ
ବାଲିଗୁଡ଼ା,୧୪।୨(ଡି.ଏନ.ଏ.): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୧୬ରେ କନ୍ଧମାଳ ଜିଲାର…
ପୁଣି ହ୍ରାସ ପାଇଲା ତାପମାତ୍ରା, ଦାରିଙ୍ଗବାଡିରେ ସର୍ବନିମ୍ନ ୭ ଡିଗ୍ରୀ
ଦାରିଙ୍ଗବାଡି,୧୪ା୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଥରେଇଛି। ଗତ କିଛି ଦିନ ହେଲା ତାପମାତ୍ରା ୯ ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର ଏହା ହ୍ରାସ ପାଇ ୭ଡିଗ୍ରୀକୁ ଖସିଛି। ଫଳରେ ଅସମ୍ଭାଳ ଶୀତ ହେଉଥିବାରୁ ଲୋକ…
ଆଜୀବନ ସଜା କାଟୁଥିବା କଏଦୀଙ୍କ ମୃତ୍ୟୁ
ଫୁଲବାଣୀ ଅଫିସ, ୧୩ା୨: କନ୍ଧମାଳ ଜିଲା କାରାଗାରରେ ଆଜୀବନ ସଜା ଭୋଗୁଥିବା ଜଣେ କଏଦୀଙ୍କର ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେ ହେଲେ ଦାରିଙ୍ଗବାଡି ଥାନା ଅନ୍ତର୍ଗତ କାରାମାହା ଗ୍ରାମର କାହ୍ନୁ ଚରଣ ପ୍ରଧାନ(୬୧)।…
ଦାରିଙ୍ଗବାଡ଼ିରେ ୭ ଡିଗ୍ରୀକୁ ଖସିଲା ପାରଦ
ଦାରିଙ୍ଗବାଡି,୧୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଥରଉଛି ଶୀତ। ଗତ କିଛି ଦିନ ହେଲା ତାପମାତ୍ରା ୯ ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର ଏହା ହ୍ରାସ ପାଇ ୭ ଡିଗ୍ରୀକୁ ଖସିଛି। ଫଳରେ ଅସମ୍ଭାଳ ଶୀତ ହେଉଥିବାରୁ…
ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ; ଚାଲିଗଲା ୪ ଜୀବନ
ଫୁଲବାଣୀ ଅଫିସ,୧୩।୨: ଭୋଜି ଖାଇବା ହେଲା କାଳ । ଭୋଜିଖାଇ ଫେରୁ ଥିବା ବେଳେ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀ ସଦର…
Archives


