କନ୍ଧମାଳ

ଅଭାବୀ ବିକ୍ରି: ମିଳୁନି ଉପଯୁକ୍ତ ଦର

ରାଇକିଆ, ୩।୩(ଡି.ଏନ୍‌.ଏ.): ପନିପରିବା ଚାଷୀଙ୍କୁ ମିଳୁନି ଉପଯୁକ୍ତ ଦର । ମିଳୁନି ବଜାର ସୁବିଧା । ବିକ୍ରି କରି ନ ପାରି ଶେଷରେ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଉତ୍ପାଦିତ ଫସଲ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ…

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଇଓଙ୍କ ଜିମାଦେଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୩: ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ଗ୍ରାମବାସୀ ଗୁରୁବାର ଚରମ ପଦକ୍ଷେପ ନେଇଛନ୍ତି। ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ଅନୁସାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି କରା ନ ଯିବାରୁ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ…

ତାଲା ଭାଙ୍ଗି ଆର୍ମି ଅଫିସରଙ୍କ ଘରୁ ସବୁ ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି।…

କାର୍ଯ୍ୟରେ ଲାଗୁନି ଗୋଷ୍ଠୀ ଶୌଚାଳୟ

ଖଜୁରିପଡ଼ା,୧।୩: ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି କାର୍ଯ୍ୟରେ ଲାଗୁ ନାହିଁ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛି ପ୍ରତ୍ୟେକ ପଞ୍ଚାୟତରେ…

ଡକାୟତ ଗ୍ୟାଙ୍ଗର ୨ ଗିରଫ

ବାଲିଗୁଡ଼ା,୨୮ା୨(ଡି.ଏନ.ଏ): ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍‌ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ଗୋଟିଏ ଛୁରି, ଦୁଇଟି ମୋବାଇଲ ସମେତ…

ଅବ୍ୟବସ୍ଥାରେ ଗଣ୍ଡସାହି, ବେଙ୍ଗସାହି ଅଙ୍ଗନୱାଡି

ଫୁଲବାଣୀ ଅଫିସ/ଟିକାବାଲି, ୨୮ା୨:ସରକାର ଛୋଟ ପିଲା ଏବଂ ଗର୍ଭବତୀ ଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ପୁଷ୍ଟିକର ଆହାର ଯୋଗାଇ ଦେଉଛନ୍ତି ା ଯୋଜନାର ମୂଳ ଲକ୍ଷ୍ୟ ରହିଛି କେହି ଯେପରି ଅପପୁଷ୍ଟିର ଶୀକାର ନ ହେବେ ା କିନ୍ତୁ ଗ୍ରାମାଞ୍ଚଳରେ ଥିବା ଅଙ୍ଗନୱାଡି…

ପୂର୍ବତନ ପିଇଓ, ସରପଞ୍ଚଙ୍କୁ ଜେଲ

ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ୪ ବର୍ଷ ଏବଂ ସରପଞ୍ଚଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି…

୭୨ ଅଭିଯୋଗ ଶୁଣିଲେ ଜିଲାପାଳ: ୩ଜଣଙ୍କୁ ମିଳିଲା ଚିକିତ୍ସା ସହାୟତା

ଦାରିଙ୍ଗବାଡ଼ି,୨୭।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜନଶୁଣାଣି କରିଛନ୍ତି। ଏଥିରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୋଟ ୭୨ ଅଭିଯୋଗ ହୋଇଥିଲା। ସେଥି ମଧ୍ୟରେ ୪୯ ବ୍ୟକ୍ତିଗତ ସମସ୍ୟା ରହିଥିବା ବେଳେ…

ସ୍କୁଲରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର

ଖଜୁରୀପଡ଼ା,୨୭ା୨: ବିଦ୍ୟାଳୟରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର। ଏହି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଝାଡ଼ବଲସକୁମ୍ପା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପରିବର୍ତ୍ତେ ସ୍କୁଲରେ ରୋଷେଇ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି…

ମାଓବାଦୀ ମୁକ୍ତ ପାଇଁ ଗୋଇନ୍ଦା ନିର୍ଦ୍ଦେଶକଙ୍କ ଆହ୍ବାନ

ବାଲିଗୁଡା,୨୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆର୍‌ପିଏଫ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଆଇଜି ଅପରେଶନ ଅମିତାଭ ଠାକୁର, ଆଇଜି ସିଆର୍‌ପିଏଫ ଏସ.କେ…

ସିଆର୍‌ପିଏଫ୍‌ ଯବାନ କହି ଠକି ନେଲେ ୮୩ ହଜାର

ବାଲିଗୁଡା,୨୩।୨: ନିଜକୁ ସିଆର୍‌ପିଏଫ୍‌ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍‌ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା। ଶଙ୍କରଙ୍କ…

ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ

ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା ଦୋକାନ ରହିଛି। ମଙ୍ଗଳବାର ସନ୍ଧ୍ୟାରେ ଗହଳି ସୁଯୋଗ ନେଇ କେହି ଜଣେ ବ୍ୟକ୍ତି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?