କନ୍ଧମାଳ

୬୦% ଜବ୍‌କାର୍ଡଧାରୀ କାମ ପାଇଁ ଇଚ୍ଛୁକ ନୁହନ୍ତି

ଫୁଲବାଣୀ ଅଫିସ, ୨୨।୨: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ଏବେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏହି ଯୋଜନାରେ ବ୍ଲକ ସମେତ ଅନ୍ୟ ବିଭାଗରେ କାମ କରାଯାଉଛି। ବିଶେଷ କରି କୋଭିଡ ପରେ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୧ା୨: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ସୋମବାର ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…

ଦୁଇ ମାସରେ ଷ୍ଟ୍ରବେରୀ ଦେଲାଣି ଦେଢ଼ ଲକ୍ଷ

ଦାରିଙ୍ଗବାଡି,୨୧ା୨(ଡି.ଏନ.ଏ.): ଓଡ଼ିଶାର କାଶ୍ମୀରକଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଷ୍ଟ୍ରବେରୀ ଚାଷ ଏବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ବଡ଼ ସଫଳତା ଦେଇଛି। ପୂର୍ବେ ବର୍ଷକୁ ରୋଜଗାର ମାତ୍ର ୧୦ ହଜାର ଟଙ୍କା ହେଉଥିବା ବେଳେ ଏବେ ଦୁଇ…

ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ

ବାଲିଗୁଡା,୨୦।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ପକ୍ଷରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ବେଆଇନ ଭାବରେ ଲାଗିଥିବା ଗଞ୍ଜେଇ…

କନ୍ଧମାଳ ହଳଦୀ ଦେଖି ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ, କଫି ପ୍ୟାକେଟ୍‌ ବି କିଣିଲେ

ଦାରିଙ୍ଗବାଡ଼ି,୧୮ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର ହଳଦୀ ପାଇଁ ବିଶ୍ୱ ବିଖ୍ୟାତ ହୋଇପାରିଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ କନ୍ଧମାଳ ହଳଦୀର…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ବିକ୍ଷୋଭ

ରାଇକିଆ,୧୬।୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକ ସଭାପତି ରାଜମୋହନ ଦିଗାଲଙ୍କ ନେତୃତ୍ୱରେ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ…

ସ୍କୁଲରେ ଶିକ୍ଷକଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା,ଥାନାରେ ପ୍ରଥମ ସ୍ତ୍ରୀଙ୍କ ଏତଲା

ଦାରିଙ୍ଗବାଡ଼ି(ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ, ୧୬ା୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଜଣେ ଶିକ୍ଷକ ସେହି ସ୍କୁଲରେ ଦ୍ୱିତୀୟ ବିବାହ କରିଥିବା ଚର୍ଚ୍ଚା ହେଉଛି। ସ୍କୁଲରେ ପାଠପଢ଼ା ସମୟରେ ସମ୍ପୃକ୍ତ ଶିକ୍ଷକ ଜଣଙ୍କ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକଙ୍କ ଉପସ୍ଥିତିରେ ଜଣେ…

ଯନ୍ତ୍ରୀଙ୍କ ଘରୁ ବାଳଶ୍ରମିକ ଉଦ୍ଧାର

ଫୁଲବାଣୀ ଅଫିସ,୧୫ା୨: ଫୁଲବାଣୀ କ୍ଷୁଦ୍ର ଜଳସେଚନ (ଏମ୍‌ଆଇ) ବିଭାଗ ଯନ୍ତ୍ରୀଙ୍କ ଘରୁ ଜଣେ ବାଳଶ୍ରମିକଙ୍କୁ ବୁଧବାର ଚାଇଲ୍ଡ ଲାଇନ ଏବଂ ଜିଲା ଶ୍ରମ ବିଭାଗ ଅଧିକାରୀ ଚଢ଼ାଉ କରି ଉଦ୍ଧାର କରିଛ। ନାବାଳକଙ୍କୁ ଜିଲା ମଙ୍ଗଳ କମିଟି(ସିଡବ୍ଲ୍ୟୁସି)ରେ ହାଜର କରାଯିବା ପରେ…

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଫୁଲବାଣୀ ଅଫିସ,୧୫ା୨: କନ୍ଧମାଳ ଜିଲା ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ବୁଧବାର ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଦଳୀୟ କର୍ମୀମାନେ ମାଦିକୁନ୍ଦା ଛକରୁ ରାଲିରେ ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଫାଟିଲା ବସ୍‌ ଚକା, ୧୫ ଗୁରୁତର

ଫୁଲବାଣୀ ଅଫିସ,୧୪।୨: ମୁନିଗୁଡାରୁ ଫୁଲବାଣୀ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପ୍ରାୟ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଆଉ ୧୫ଜଣ…

ମାଡ଼ମାରି ଲୁଟ୍‌ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡ଼ା,୧୪ା୨(ଡି.ଏନ୍‌.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ ନିକଟରୁ ଗୋଟିଏ କାର୍‌, ଦୁଇଟି ମୋବାଇଲ ଫୋନ୍‌ ଓ ୩ ହଜାର ଟଙ୍କା ଜବତ…

ଶିକ୍ଷୟିତ୍ରୀଙ୍କ ବଦଳି ଦାବି ନେଇ ସ୍କୁଲରେ ତାଲା

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୪ା୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ଜୋର ଧରିଛି। ସୋମବାର ଅଭିଭାବକଙ୍କ ସମେତ ଗ୍ରାମବାସୀ ଏହି ଦାବି ନେଇ ବିଦ୍ୟାଳୟରେ ତାଲା ପକାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?