କନ୍ଧମାଳ

ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଫୁଲବାଣୀ ଅଫିସ,୬ା୨: ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ କନ୍ଧମାଳ ଜିଲା ଭେଟକୋଲ ଘାଟି ଏହି ଦୁର୍ଘଟଣା ଘଟିଛି। ସୂଚନାଯୋଗ୍ୟ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ। ଭେଟକୋଲ ଘାଟି…

କରୋନାରେ ଦାରିଙ୍ଗବାଡ଼ିର ଜଣେ ଛାତ୍ରୀଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୫ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହା ଚଳିତ ତୃତୀୟ ଲହରୀର ପ୍ରଥମ ଘଟଣା ବୋଲି ଜଣାପଡ଼ିଛି। ମୃତକ ଜଣକ ଦଶମ ଶ୍ରେଣୀର ଛାତ୍ରୀ ବୋଲି ଜଣାପଡ଼ିଛି। ସେ ଗତ କିଛି ଦିନ…

ଦାରିଙ୍ଗବାଡ଼ିରେ ଧିମା ଚାଲିଛି କୋଭିଡ୍‌ ଟିକାକରଣ

ଦାରିଙ୍ଗବାଡ଼ି,୫ା୨(ଡି.ଏନ୍‌.ଏ.): କରୋନା ଭୂତାଣୁ ପ୍ରତିହତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସରକାରଙ୍କ ମାଗଣା ଟିକାକରଣ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି। ଏହି ଟିକାକରଣରେ ୧୫ରୁ ୧୭ବର୍ଷଙ୍କ ପାଇଁ ଯେଉଁ ଟିକାକରଣ ବ୍ୟବସ୍ଥା କରାଯାଇଛି ତାହା ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ସବୁଠାରୁ କମ୍‌ ପ୍ରତିଶତ…

ଶ୍ମଶାନ ଜମି ଚିହ୍ନଟ ନ ହେଲେ ଭୋଟ ବର୍ଜନ ଧମକ

ବାଲିଗୁଡା,୫ା୨(ଡି.ଏନ୍‌.ଏ.): ଶ୍ମଶାନ ନ ହେଲେ ଭୋଟ ଦେବୁନାହିଁ ବୋଲି ବାଲିଗୁଡା ଏନଏସିର ୩ ଓ୍ବାର୍ଡବାସୀ ଚେତାବନୀ ଦେଇଛନ୍ତି। ଏନ୍‌ଏସିର ସବୁଠୁ ବଡ଼ ସାହି ହେଉଛି ନୂଆସାହି। ଏନ୍‌ଏସିର ୫, ୬ ଓ ୭ନମ୍ବରରେ ୬ ହଜାରରୁ ଉର୍ଦ୍ଧ୍ୱ ଲୋକ ବସବାସ କରୁଥିଲେ…

ଘାଟିରୁ ଖସିଲା ମିନି ଟ୍ରକ, ୩ଜଣଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୪।୧: କନ୍ଧମାଳ ଜିଲା କୋଟଗଡ ବ୍ଲକ କୃଟିବାଡି ଘାଟିରେ ଏକ ମିନି ଟ୍ରକ ଭାରସାମ୍ୟ ହରାଇ ତଳକୁ ଖସି ପଡିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ କୋଟଗଡ ମେଡିକାଲରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ…

ପାଣିଟାଙ୍କି ଥାଇ ଯୋଗାଣ ବନ୍ଦ

ଦାରିଙ୍ଗବାଡ଼ି,୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଡକରବାଡ଼ି ଏବଂ ଗବାଟବାଡ଼ି ଗ୍ରାମରେ ପିଇବା ପାଣି ସମସ୍ୟା ଉତ୍କଟରୂପ ଧାରଣ କରିଛି। ଖରାଦିନ ପୂର୍ବରୁ ପାନୀୟଜଳ ଅଭାବ ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀ ନିକଟ ଚୁଆ, ନାଳରୁ ପାଣି…

ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କଲେ ବ୍ରହ୍ମପୁର ବିଧାୟକ

ରାଇକିଆ,୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଜେଡି ପକ୍ଷରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ବୁଧବାର ମଣ୍ଡକିଆ ଓ ପେଟାପାଙ୍ଗାଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀ ସୁନନ୍ଦା ବେହେରାଙ୍କ ପାଇଁ ପ୍ରଚାର କରିଛନ୍ତି। ଏଥିସହ…

କୋଭିଡ୍‌ କଟକଣାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ

ଦାରିଙ୍ଗବାଡି,୨୬।୧(ଡି.ଏନ.ଏ.): ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ୨୫ ପଞ୍ଚାୟତ ଅଞ୍ଚଳର ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ପରିସର ସମେତ ଶିକ୍ଷା ଅନୁଷ୍ଠାନ ଗୁଡିକରେ କରୋନା ଗାଇଡ୍‌ଲାଇନ ମଧ୍ୟରେ ଏହି ଦିବସ ପାଳନ କରାଯାଇଛି । ବ୍ଳକ ସ୍ତରୀୟ…

ପୈଠ ହୋଇନି ବିଲ୍‌, ବିଦ୍ୟୁତ୍‌ କାଟିଲା ବିଭାଗ

ଫୁଲବାଣୀ ଅଫିସ, ୨୪।୧:  ବାତ୍ୟା ଜୱାଦ ଓ ପରେ ଅଦିନିଆ ବର୍ଷାରେ ଧାନ ଫସଲ ଉଜୁଡିଗଲା ା ଚାଷୀକୂଳ ହତାଶ ହୋଇ ପରିବା ଚାଷ ଆରମ୍ଭ କରିଥିଲେ ା ଆଉ ସପ୍ତାହେ ମଧ୍ୟରେ ବିକ୍ରି ଲାଗି ବଜାରକୁ ପରିବା ଯାଇଥାନ୍ତା। ଏଭଳି…

ଜେଜେମା’ଙ୍କ ଜୀବନ ନେଲେ ନାତି

ରାଇକିଆ,୨୨ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର କାମ୍ବାଗୁଡ଼ା ଗ୍ରାମର ସରୋଜିନି ପ୍ରଧାନ(୭୨) ନାମକ ଜଣେ ବୃଦ୍ଧାଙ୍କ ମୃତଦେହ ରାଇକିଆ ପୋଲିସ ଜବତ କରିଛି। ବୃଦ୍ଧାଙ୍କୁ ତାଙ୍କର ମାନସିକ ବିକାରଗ୍ରସ୍ତ ନାତି ମନୋଜ ପ୍ରଧାନ ହତ୍ୟା କରିଥିବା ନେଇ ଅଭିଯୋଗ…

ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୧ା୧: ଫୁଲବାଣୀ ଫାଷ୍ଟଟ୍ରାକ ସ୍ବତନ୍ତ୍ର କୋର୍ଟ ଅତିରିକ୍ତ ଜିଲା ଦୌରାଜଜ୍‌ ଭାସ୍କର ଚନ୍ଦ୍ର ସାହୁ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ କୋଟଗଡ ଥାନା ଅଞ୍ଚଳର ମୁକୁନ୍ଦ ମଲ୍ଲିକଙ୍କୁ ୧୦ ବର୍ଷ ସଶ୍ରମ…

ଟାୟାର ଜାଳି ୫୯ନଂ. ଜାତୀୟ ରାଜପଥ ଅବରୋଧ

ଦାରିଙ୍ଗବାଡ଼ି,୮ା୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଗ୍ରାମ ନିକଟ ୫୯ନଂ. ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ଉତ୍ତେଜନା ଦେଖାଯାଇଛି। ବ୍ୟବଚ୍ଛେଦ ପରେ ପୋଲିସ ଉପସ୍ଥିତିରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri