କନ୍ଧମାଳ

ଡକାୟତି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଗିରଫ, ସହଯୋଗୀଙ୍କୁ ଖୋଜୁଛି ପୋଲିସ

ବାଲିଗୁଡା,୧୩।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗଡା ପୋଲିସକୁ ବଡ଼ ସଫଳତା ମିଳିଛ। ଏକ ଡକାୟତି ଘଟଣାର ଚାରିଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଅଜୟ ଦିଗାଳକୁ ଗିରଫ କରିଛି ପୋଲିସ । ଅଜୟ ନିକଟରୁ ପୋଲିସ ଗୋଟିଏ କାର୍‌, ଦୁଇଟି ମୋବାଇଲ ସହ…

ଦାରିଙ୍ଗବାଡିରେ ରାତିରେ ଶୀତ, ଦିନରେ ଖରା: ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି,୧୨।୨(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରତିଦିନ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡି ଆସି ବଣ ଭୋଜି କରିବା ସହ କିଛି ପର୍ଯ୍ୟଟକ ରାତ୍ରୀ ଯାପନ କରି ଶୀତ ଓ…

ଆବାସ ପାଇଁ ୩୦ ବର୍ଷ ହେଲା ଆବେଦନ କରୁଛନ୍ତି ଦିବ୍ୟାଙ୍ଗ

ଫୁଲବାଣୀ ଅଫିସ/ଟିକାବାଲି, ୧୨।୨: ସରକାର ଦିବ୍ୟାଙ୍ଗଙ୍କ ସୁବିଧା ପାଇଁ ସବୁ ବ୍ୟବସ୍ଥା କରିଛନ୍ତି। ସେମାନଙ୍କୁ ଚାଉଳ, ଭତ୍ତା ସହ ଆବାସ ଗୃହ ଯୋଗାଇ ଦେଉଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବେପରୁଆ ମନୋଭାବ ଯୋଗୁ ହିତାଧିକାରୀ ଯୋଜନାର ସୁଫଳ…

ପ୍ଲାଷ୍ଟିକ୍‌ କବ୍‌ଜାରେ ଓଡ଼ିଶାର କଶ୍ମୀର

ଦାରିଙ୍ଗବାଡ଼ି,୧୧ା୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନ କ୍ଷେତ୍ର ଭାବେ ଦେଶ ବିଦେଶରେ ପରିଚିତ। ସେପ୍ଟେମ୍ବରଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ଦାରିଙ୍ଗବାଡ଼ିର ଜଳବାୟୁ ଥଣ୍ଡା ରହୁଥିବାରୁ ଏହି ସମୟରେ ଦାରିଙ୍ଗିବାଡ଼ିକୁ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଲାଗିଥାଏ। ସେହିପରି ପର୍ଯ୍ୟଟକଙ୍କ…

ସିମନବାଡ଼ି-ସିକକେତା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବିଳମ୍ବ

ଦାରିଙ୍ଗବାଡ଼ି,୧୦।୨(ଡି.ଏନ.ଏ): ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିଠାରୁ ସିକକେତା ପର୍ଯ୍ୟନ୍ତ ପ୍ରାୟ ୧୫ କି.ମି. ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି। ତେବେ କଚ୍ଛପ ଗତିରେ ଏହି କାର୍ଯ୍ୟ ହେଉଥିବା ବେଳେ ଉକ୍ତ ରାସ୍ତା ଦେଇ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେଉଛି। କାର୍ଯ୍ୟ ଚାଲିଥିବା ବେଳେ…

ରୋଗୀଙ୍କୁ ମିଳୁନି ଖାଦ୍ୟ, ସ୍ୱାସ୍ଥ୍ୟସେବାରେ ଅବ୍ୟବସ୍ଥା

ଦାରିଙ୍ଗବାଡ଼ି,୭ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅନ୍ତଃ ବିଭାଗରେ ଚିକିତ୍ସାଧୀନ ରହିଥିବା ରୋଗୀଙ୍କୁ ରୋଷେଇ ଖାଦ୍ୟ ଠିକ୍‌ ସମୟରେ ମିଳୁନାହିଁ। ଗତ ୩ ଦିନ ହେଲା ଚିକିତ୍ସିତ ରୋଗୀଙ୍କୁ କେବଳ ରବିବାର ରାତିରେ ଖାଦ୍ୟ ଯୋଗାଇ ଦିଆଯାଇଥିବା ବେଳେ ଏହା…

ଧରାପଡ଼ିଲା ଚୋରି ର଼୍ୟାକେଟ,୫ ଗିରଫ

ଫୁଲବାଣୀ ଅଫିସ,୬ା୨: ଦୀର୍ଘ ୫ ମାସ ଧରି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ବୈଦ୍ୟୁତିକ ସାମଗ୍ରୀ ଚୋରି ଘଟଣା ପୋଲିସ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ଏହି ଚୋର ର଼୍ୟାକେଟକୁ ଧରିଛି। ଘଟଣାର ମାଷ୍ଟରମାଇଣ୍ଡ କଟକ ଜିଲା ସାଲେପୁର ଥାନା…

ଥରୁଛି କନ୍ଧମାଳ, ଫୁଲବାଣୀରେ ୬ ଡିଗ୍ରୀ

ଫୁଲବାଣୀ ଅଫିସ,୫।୨: କିଛି ଦିନର ବ୍ୟବଧାନ ପରେ ପୁଣି କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜିଲାର ଫୁଲବାଣୀରେ ରବିବାର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀରେ ପହଞ୍ଚିଛି। ଗତ ୨ ଦିନ ହେଲା ତାପମାତ୍ରା ୫.୫ ଡିଗ୍ରୀ ରହିଥିଲା। ହଠତ୍‌ ପାରଦ…

ଜିଲାସ୍ତରୀୟ କ୍ରୀଡ଼ା ମହୋତ୍ସବ: ଭାଗନେଲେ ୧୧ଶହ ପ୍ରତିଯୋଗୀ

ଫୁଲବାଣୀ ଅଫିସ,୩।୨: ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଆନୁକୂଲ୍ୟରେ ଶୁକ୍ରବାର ଫୁଲବାଣୀସ୍ଥିତ ବଇଡା ଦିନାରା ସିଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲାସ୍ତରୀୟ କ୍ରୀଡ଼ା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

୧୫ ଦିନ ହେଲା ମିଳୁନି ପାଣି, ଲୋକେ ହନ୍ତସନ୍ତ

ଫୁଲବାଣୀ ଅଫିସ, ୩ା୨: ୧୫ ଦିନ ହେଲା ମିଳୁନି ପାଣି। ଲୋକେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଳାଇଛନ୍ତି। ଏଭଳି ଘଟଣା କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୁମାଗଡ ପଞ୍ଚାୟତରେ ଦେଖିବାକୁ ମିଳିଛି। ୧୫ ଦିନ ହେଲା ପାଜିଗାଡୁ ଗ୍ରାମରେ ପାଣି ସମସ୍ୟାର…

ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୩ା୨(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି ବୋଲି କୃଷି ପାଣିପାଗ କ୍ଷେତ୍ର ଦାୟିତ୍ୱରେ ଥିବା ଅଧିକାରୀ…

ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ

ଦାରିଙ୍ଗବାଡି,୨।୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥ ର ଡବେରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?