ପୁଣି ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ: କରାଗଲା ଏୟାରଲିଫ୍ଟ
ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି,୩୧ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଗସ୍ତରେ ଆସିଥିବାବେଳେ ପଞ୍ଚାୟତିରାଜ ତଥା ପାନୀୟଜଳ, ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଥଣ୍ଡା କାଶରେ ପୀଡ଼ିତ ହେବା ସହ କଫ ଯୋଗୁ ନିଶ୍ୱାସ ନେବାରେ କଷ୍ଟ ପାଇଥିଲେ। ଏଥିସହ ତାଙ୍କଠାରେ ରକ୍ତଚାପର ସମସ୍ୟା…
ବିପୁଳ ପରିମାଣର ମଦ, ଗୁଟ୍ଖା ଜବତ: ୪ ଗିରଫ
ପାରଳାଖେମୁଣ୍ଡି,୩୧।୧୦: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଶନିବାର ଆନ୍ଧ୍ର-ଓଡ଼ିଶା ପୋଲିସ ଓ ଅବକାରୀ ବିଭାଗ ମିଳିତ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ରାଣିପେଣ୍ଠା ନିକଟରୁ ବିପୁଳ ପରିମାଣର ବିଦେଶୀ ମଦ ସହ ଗୁଟ୍ଖା ଜବତ ହୋଇଥିଲା। ବେଆଇନ ଭାବେ ଚାଲାଣ…
ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିର ୨ ଗୋଷ୍ଠୀ ମୁହାଁମୁହିଁ
କନ୍ଧମାଳ,୩୦।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ ଶନିବାର ମୁହାଁମୁହିଁ ହୋଇଛି। ମନ୍ତ୍ରୀ ପ୍ରତାପ ଜେନା ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଯାଇଥିବା ବେଳେ ତାଙ୍କ ଉପସ୍ଥିତିରେ ଦୁଇ ଗୋଷ୍ଠୀ ଠେଲାଠେଲି ହୋଇଛନ୍ତି। ମନ୍ତ୍ରୀ ଦାରିଙ୍ଗିବାଡିରୁ ତୁମୁଡ଼ିବନ୍ଧ ଅଭିମୁଖେ ଆସୁଥିବା…
ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦାରିଙ୍ଗବାଡ଼ି ଗସ୍ତକୁ ବିରୋଧ ଭୟ, କଂଗ୍ରେସ-ଭାଜପା କର୍ମୀଙ୍କୁ ନଜରବନ୍ଦୀ ରଖିଛି ପୋଲିସ
ଦାରିଙ୍ଗବାଡ଼ି,୨୯ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଦୁଇଦିନିଆ ଗସ୍ତରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଆସିଛନ୍ତି ା ମନ୍ତ୍ରୀ ଜେନା ଶୁକ୍ରବାର ପୂର୍ବାହ୍ନରେ ଉକ୍ତ ବ୍ଲକ ବ୍ରାହ୍ମଣୀଗାଁରେ କାର୍ଯ୍ୟକ୍ରମ ଚାଲିଥିବାବେଳେ ମଧ୍ୟାହ୍ନ ପରଠାରୁ…
ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ ସହ…
ଦାରିଙ୍ଗବାଡ଼ିରେ ପହିଲି ଶୀତ, ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ
ଦାରିଙ୍ଗବାଡ଼ି,୨୩ା୧୦: ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ପହିଲିଶୀତ ଅନୁଭୂତ ହୋଇଛି। ଅଞ୍ଚଳରେ ସର୍ବନିମ୍ନ ତାପମାତ୍ର ୧୧ ଡିଗ୍ରୀ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ଦିନରେ ୫ଡିଗ୍ରୀ ପାରଦ ଖସି ୧୬ରୁ ୧୧ଡିଗ୍ରୀରେ ପହଞ୍ଚିଥିବା…
ଆତ୍ମସମର୍ପଣ କଲେ କନ୍ଧମାଳର ୨ଯୁବକ
ଭୁବନେଶ୍ୱର(ବ୍ୟୁରୋ)/ ଫୁଲବାଣୀ ଅଫିସ, ୧୪।୧୦: ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ନିକଟସ୍ଥ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳିବା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ମଙ୍ଗଳବାର କମିଶନରେଟ ପୋଲିସ ୨ଜଣଙ୍କୁ ଅଟକ…
ସାପ କାମୁଡ଼ି ଦେଲା ବୋଲି ପାଲଟା କାମୁଡ଼ି ବେକରେ ପକାଇ ବୁଲିଥିଲେ, ଚାଲିଗଲା ଜୀବନ
ଦାରିଙ୍ଗବାଡ଼ି,୧୩।୧୦(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ସାରୁମାହା ସାହି ନିକଟ ବିଲରୁ ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତିକରାଯାଇଥିଲା। ସେଠାରେ ଡାକ୍ତର…
ମନୀଷ ହତ୍ୟା ମାମଲା: ଅଟକ ୩ ଜଣଙ୍କୁ ପୋଲିସର ଜେରା
ଫୁଲବାଣୀ ଅଫିସ,୧୩।୧୦: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ତଥା ନିର୍ଭୟର ପରିଚାଳନା ସମ୍ପାଦକ ମନୀଷ ଅନୁରାଗଙ୍କ ହତ୍ୟା ମାମଲରେ ଟାଉନ ଥାନା ପୁଲିସ ୩ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି । ସେମାନଙ୍କ ମଧ୍ୟରୁ ୨…
କଂଗ୍ରେସ ଆନ୍ଦୋଳନର ପ୍ରଭାବ: ବଦଳିଲେ ନିର୍ବାହୀଯନ୍ତ୍ରୀ
ଦାରିଙ୍ଗବାଡ଼ି,୧୧ା୧୦(ଡି.ଏନ୍.ଏ.): ବିଭିନ୍ନ ଦାବି ନେଇ ସୋମବାର କଂଗ୍ରେସ ପକ୍ଷରୁ ଦାରିଙ୍ଗବାଡ଼ି ବନ୍ଦ ଡାକରା ଦିଆଯାଇଥିବା ବେଳେ ସେହି ଦାବି ମଧ୍ୟରେ ପଞ୍ଚାୟତ ସମିତିର ସହକାରୀ ନିର୍ବାହୀଯନ୍ତ୍ରୀ ବବୃବାହନ ବେହେରାଙ୍କ ବଦଳି ଦାବି ପ୍ରମୁଖ ଦାବି ରହିଥିଲା । ଏଥିରେ ରାଜ୍ୟ ସରକାର…
ଆଜି ଦାରିଙ୍ଗବାଡ଼ି ବନ୍ଦ
ଦାରିଙ୍ଗବାଡ଼ି,୧୧ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ଦାରିଙ୍ଗବାଡ଼ି ବନ୍ଦ ଡାକରା ଦିଆଯାଇଛି। ସୋମବାର ସକାଳ ୭ଟାରୁ ଦଳ ପକ୍ଷରୁ ବିଭିନ୍ନ ଛକରେ ଗାଡ଼ିମୋଟର ବନ୍ଦ କରିବା ସହ ସମସ୍ତ ଦୋକାନ ବଜାର ବନ୍ଦ ରହିଛି।…
କନ୍ଧମାଳ ଏସ୍ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ
ଫୁଲବାଣୀ ଅଫିସ,୧୦।୧୦: କନ୍ଧମାଳ ଏସ୍ପିଙ୍କ ନିକଟରେ ବିଜିଏନ୍ ଡିଭିଜନର ମାଓବାଦୀ ରାହୁଲ ମୂଷାକି(ପିଣ୍ଟୁ) ଆତ୍ମସମର୍ପଣ କରିଛନ୍ତି। ରାହୁଲଙ୍କ ଘର ଛତିଶଗଡ଼ ରାଜ୍ୟ ସୁକୁମା ଜିଲାର ଜେଗୁରୁମୁଣ୍ଡା ପଞ୍ଚାୟତ ତଳଟ ଗ୍ରାମରେ।୨୦୧୫ରୁ ରାହୁଲ ମାଓବାଦୀ ସଙ୍ଗଠନରେ ମିଶି କାର୍ଯ୍ୟ କରିଆସୁଥିଲେ। ତେବେ ରାଜ୍ୟ…
Archives


