କନ୍ଧମାଳ

ଆଜି ଦାରିଙ୍ଗବାଡ଼ି ବନ୍ଦ

ଦାରିଙ୍ଗବାଡ଼ି,୧୧ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ଦାରିଙ୍ଗବାଡ଼ି ବନ୍ଦ ଡାକରା ଦିଆଯାଇଛି।  ସୋମବାର ସକାଳ ୭ଟାରୁ ଦଳ ପକ୍ଷରୁ ବିଭିନ୍ନ ଛକରେ  ଗାଡ଼ିମୋଟର ବନ୍ଦ କରିବା ସହ ସମସ୍ତ ଦୋକାନ ବଜାର ବନ୍ଦ ରହିଛି।…

କନ୍ଧମାଳ ଏସ୍‌ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ ଅଫିସ,୧୦।୧୦: କନ୍ଧମାଳ ଏସ୍‌ପିଙ୍କ ନିକଟରେ ବିଜିଏନ୍‌ ଡିଭିଜନର ମାଓବାଦୀ ରାହୁଲ ମୂଷାକି(ପିଣ୍ଟୁ) ଆତ୍ମସମର୍ପଣ କରିଛନ୍ତି। ରାହୁଲଙ୍କ ଘର ଛତିଶଗଡ଼ ରାଜ୍ୟ ସୁକୁମା ଜିଲାର ଜେଗୁରୁମୁଣ୍ଡା ପଞ୍ଚାୟତ ତଳଟ ଗ୍ରାମରେ।୨୦୧୫ରୁ ରାହୁଲ ମାଓବାଦୀ ସଙ୍ଗଠନରେ ମିଶି କାର୍ଯ୍ୟ କରିଆସୁଥିଲେ। ତେବେ ରାଜ୍ୟ…

ନିରାଡ଼ମ୍ବର ପୂଜା ପାଇଁ ଆଇଆଇସିଙ୍କ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦଶହରା ପୂଜାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଶାନ୍ତି ଶୃଙ୍ଖଳାରେ ଏହାକୁ ପାଳନ କରାଯିବା ନେଇ ଆଲୋଚନା ହୋଇଛି। ଏଥିରେ…

ଦୁର୍ଘଟଣାରେ ଚାଲିଗଲା ଛାତ୍ରଙ୍କ ଜୀବନ

ଫୁଲବାଣୀ ଅଫିସ/ବଲସକୁମ୍ପା(ଡି.ଏନ୍‌.ଏ.),୫ା୧୦: ଫୁଲବାଣୀରେ ମଙ୍ଗଳବାର ବାଇକ୍‌ ଦୁର୍ଘଟଣାରେ ଜଣେ ମେଧାବୀ ଛାତ୍ରଙ୍କର ଜୀବନ ଯାଇଛି । ସେ ହେଲେ ଡି.ଆଦର୍ଶ କୁମାର। ଏହି ଦୁର୍ଘଟଣାରେ ଅନ୍ୟ ଦୁଇ ଛାତ୍ରଙ୍କ ମଧ୍ୟରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ସରକାରୀ ଆଇଆଇଟିଆଇରେ…

ଖଜୁରିପଡ଼ା ଥାନାଧିକାରୀ ସସ୍‌ପେଣ୍ଡ

ଫୁଲବାଣୀ ଅଫିସ,୫ା୧୦-କନ୍ଧମାଳ ଜିଲା ଖଜୁରିପଡା ଥାନାଧିକାରୀ ରମାକାନ୍ତ ପାତ୍ରଙ୍କୁ ଡିଜିପି ଅଭୟ ମଙ୍ଗଳବାର ସସ୍‌ପେଣ୍ଡ କରିଛନ୍ତି। ଗତ ରବିବାର ସନ୍ଧ୍ୟାରେ ଥାନାଧିକାରୀ ପାତ୍ର ନିଜ କ୍ଷମତାର ଦୂରୁପଯୋଗ କରି ହାଟ କରିବାକୁ ଆସିଥିବା ଜଣେ ବ୍ୟବସାୟୀଙ୍କୁ ମାଡ଼ ମାରଥିଲେ। ଏହା ପ୍ରତିବାଦରେ…

ସିବିଆଇ ତଦନ୍ତ ଦାବିରେ ପିଟିଶନ

କଟକ ଅଫିସ,୫। ୧୦: ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ହଟାଇବାରେ ଓଡ଼ିିଶା ପୋଲିସ ବା କ୍ରାଇମବ୍ରାଞ୍ଚ ବିଫଳ ହୋଇଛନ୍ତି। ତେଣୁ ସ୍ବଚ୍ଛ ଓ ନିରପେକ୍ଷ ତଦନ୍ତ ପାଇଁ ସିବିଆଇ ବା କୋର୍ଟ…

ବାଇକ୍‌ ଦୁର୍ଘଟଣାରେ ବିଧାୟକ ଆହତ

ଫୁଲବାଣୀ ଅଫିସ,୪।୧୦: ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ସୋମବାର ଏକ ବାଇକ ଦୁର୍ଘଟଣାରେ ଆହତ ହୋଇଛନ୍ତି। ତାଙ୍କର ହାତ ଓ ଗୋଡ଼ରେ ସାମାନ୍ୟ ଆଘାତ ଲାଗିଛି । ବିଧାୟକ କହଁର ବାଇକ ଯୋଗେ ନିଜ ଗ୍ରାମ ପକାରୀ ନିକଟରେ ଥିବା ମନ୍ଦିରକୁ…

ହିନ୍ଦୁ ଦେବଦେବୀଙ୍କୁ ଗାଳି, ଗାଁରେ ତେଜୁଛି ଉତ୍ତେଜନା

ବାଲିଗୁଡ଼ା,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳର ଜଣେ ମୁସଲମାନ ଯୁବକ ହିନ୍ଦୁ ଦେବଦେବୀଙ୍କ ପ୍ରତି ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବାଲିଗୁଡ଼ାରେ ଚାପା ଉତ୍ତେଜନା ଦେଖାଦେଇଛି। ସମ୍ପୃକ୍ତ ଯୁବକଙ୍କୁ ତୁରନ୍ତ…

ଅଗ୍ନିକାଣ୍ଡରେ ୩ ଦୋକାନ ଜଳିଗଲା

ରାଇକିଆ,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ବଜାର ଠାରେ ଥିବା ତିନୋଟି ଦୋକାନରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଛି । କେଉଁ କାରଣରୁ ନିଆଁ ଲାଗିଲା ସ୍ପଷ୍ଟ ହୋଇ ନ ଥିବା ବେଳେ ଦିନ…

ଦାରିଙ୍ଗବାଡ଼ିରେ ଭାରତ ବନ୍ଦର ପ୍ରଭାବ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଖିଳଭାରତ କଂଗ୍ରେସ କମିଟି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ବ୍ଲକ କଂଗ୍ରେସ ପକ୍ଷରୁ ଦାରିଙ୍ଗବାଡ଼ିଠାରେ ପିକେଟିଂ କରି ବନ୍ଦରେ ସମର୍ଥନ ଜଣାଇବାକୁ ବଣିକ ସଂଘ ସମେତ…

ଗାଜଲବାଡ଼ି ଘାଟି ରାସ୍ତା ସିଲ୍‌ ଖୋଲିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କନ୍ଧମାଳ ଏବଂ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରାସ୍ତାକୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ସିଲ୍‌ କରାଯାଇଥିଲା ଯାହା ସୋମବାର ସକାଳୁ ସିଲ୍‌ ହଟାଯାଇଥିବା ଦାରିଙ୍ଗବାଡି ଆଇଆଇସି କୌଶିକ ମାଝି କହିଛନ୍ତି । ବାତ୍ୟା ଗୁଲାବ ଯୋଗୁ ଗାଜଲବାଡ଼ି…

ଗାଜଲବାଡ଼ି ଘାଟିରାସ୍ତା ସିଲ୍‌

ଦାରିଙ୍ଗବାଡ଼ି,୨୬ା୯(ଡି.ଏନ୍‌.ଏ.):ବାତ୍ୟା ଗୁଲାବ ପ୍ରଭାବରେ ରବିବାର ସନ୍ଧ୍ୟାରୁ ଧୀରେ ଧୀରେ ବର୍ଷାର ପରିମାଣ ବୃଦ୍ଧି ପାଉଛି। ପ୍ରବଳ ବର୍ଷା ହେଲେ ଭୂସ୍ଖଳନ ଆଶଙ୍କା ଥିବାରୁ କନ୍ଧମାଳ ଏବଂ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ନଂ. ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ରାସ୍ତାକୁ ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri