କନ୍ଧମାଳ

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ: ଫଶିଲେ ୪୦ ତୀର୍ଥଯାତ୍ରୀ

ବାଲିଗୁଡ଼ା,୧୫।୩:(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାର ପ୍ରଭାବ କନ୍ଧମାଳ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ବାଲିଗୁଡ଼ାଠାରେ ଡ଼୍ରାଇଭରମାନେ ଏକତ୍ରିତ ହୋଇ ଗାନ୍ଧୀ ଛକଠାରେ ଧାରଣା ଦେଇଛନ୍ତି। ଏଠାରୁ ବିଭିନ୍ନ ଅଞ୍ଚଳକୁ ବେସରକାରୀ…

ମଧ୍ୟାହ୍ନଭୋଜନ ନ ଦେଇ ବନ୍ଦକଲେ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୧୪ା୩(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ଅଞ୍ଚଳରେ ରହିଥିବା ପର୍ତ୍ତମାହା ପଞ୍ଚାୟତ ଯୁଗାବାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସୋମବାର ଗୋଟିଏ ଓଳି ଖୋଳା ରହିଥିବା ବେଳେ ମାଧ୍ୟାହ୍ନରେ ଛୁଟି କରିଦିଆଯାଇଛି। ମଧ୍ୟାହ୍ନଭୋଜନ ନ ରାନ୍ଧି ବିଦ୍ୟାଳୟରେ ତାଲା ପକାଇ ପ୍ରଧାନ ଶିକ୍ଷକ…

ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ ଶ୍ରୀନିବାସ ଘଟାଲା ଟିକାବାଲି ଥାନାର ଜଣେ କର୍ତ୍ତବ୍ୟରତ କର୍ମଚାରୀ ଥିଲେ। ସୋମବାର ସକାଳେ ସେ…

ଡାୟାଲିସିସ ରୋଗୀଙ୍କୁ ଶୋଷଣ ଅଭିଯୋଗ

ଫୁଲବାଣୀ ଅଫିସ, ୧୧ା୩: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କିଡନୀ ଖରାପ ରୋଗୀଙ୍କୁ ଡାୟାଲିସିସ ସେବା ଯୋଗାଇ ଦିଆଯାଉଛି । ଜୀବନ ସହ ସଂଘର୍ଷ କରି ବଞ୍ଚତ୍ବା ପାଇଁ ଆଶା ବାନ୍ଧୁଥିବା ଏହି ରୋଗୀଙ୍କୁ ଏଠାରେ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି।…

ଦୁର୍ନୀତିର ଗନ୍ତାଘର ପାଲଟିଛି ବଲସକୁମ୍ପା ହାଇସ୍କୁଲ

ଖଜୁରିପଡ଼ା,୧୧ା୩: ସମସ୍ତଙ୍କୁ ସ୍ବାକ୍ଷର କରିବା ପାଇଁ ଶିକ୍ଷାର ଆଲୋକ ଦେଖାଇବା ଲାଗି ସରକାର ଶିକ୍ଷକ ନିଯୁକ୍ତି ଦେଉଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ କରି ସ୍କୁଲ, କଲେଜ, ଅଙ୍ଗନୱାଡି ନିର୍ମାଣ କରୁଛନ୍ତି। ସ୍କୁଲରେ ଶିକ୍ଷା ବଦଳରେ ପ୍ରଧାନ ଶିକ୍ଷକ କରୁଛନ୍ତି ରାଜନୀତି।…

ଅଧିକାରୀଙ୍କ ଅନୁପସ୍ଥିତି ଯୋଗୁ ବିଧାୟକଙ୍କ କ୍ଷୋଭ

ତୁମୁଡିବନ୍ଧ,୧୧ା୩: ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଶୁକ୍ରବାର ୪ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝି ସଭାପତିତ୍ୱ କରିଥିଲେ। ବୈଠକରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କଁହର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସଭାପତି…

ଆଦିବାସୀଙ୍କ ଜୀବନ ଜୀବିକା ବିକାଶର ଆବଶ୍ୟକତା ରହିଛି

ଫୁଲବାଣୀ ଅଫିସ, ୧୧ା୩ : କନ୍ଧମାଳ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍‌ଡିସି)ର ନୂତନ ଭାବେ ମନୋନୀତ ସଭ୍ୟଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଫୁଲବାଣୀ କରୋନେସନ ପଡ଼ିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝି ଏଥିରେ…

ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍‌.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ…

ଟ୍ରକ୍‌କୁ ପିଟିଲା ଆଇସ୍‌କ୍ରିମ ବୋଝେଇ ଗାଡ଼ି

ବାଲିଗୁଡ଼ା,୯।୩:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ସବ୍‌ଜେଲ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ପୂର୍ବରୁ ରାସ୍ତା କଡ଼ରେ ଅଟକି ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ପଛ ପଟେ ତୁମୁଡିବନ୍ଧରୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ…

ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ପାଠପଢା

ବାଲିଗୁଡ଼ା:୯।୩ :(ଡି.ଏନ.ଏ.): ବିପଦ ସଙ୍କୁଳ ଅବସ୍ଥାରେ ଗଢାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ। ଏଭଳି ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ…

ଲିଫ୍ଟ ମାଗି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଦାରିଙ୍ଗବାଡ଼ି,୯ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ ରାଣିପାଙ୍ଗା ବିଦ୍ୟାଳୟର ଶିକ୍ଷକ ନହୁ ପ୍ରଧାନ ଆହତ ହୋଇଛନ୍ତି। ତାଙ୍କ ନିଜ ଗ୍ରାମ ଦାରିଙ୍ଗବାଡି…

ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ। ପରସ୍ପର ମଧ୍ୟରେ ସ୍ନେହ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?